୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କାର୍ଯ୍ୟକାଳକୁ ବଢ଼ାଇଛନ୍ତି ରାଜ୍ୟ ସରକାର ।
ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା।
ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।
ଆଜି ହେଉଛି ଭାଗବତ ଜନ୍ମ। ଆସନ୍ତୁ ଜାଣିବା କିଛି ରୋଚକ କଥା…
ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।
ଏଣିକି ମହାକାଶ ଗବେଷଣା କ୍ଷେତ୍ରରେ ଆଉ ଦୁଇ ପାଦ ଆଗକୁ ଯିବ ଭାରତ। ଚନ୍ଦ୍ରାୟନ-୩ର ଅଭୂତପୂର୍ବ ସଫଳତା ପରେ ଚନ୍ଦ୍ରାୟନ-୪ ମିଶନକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ଚନ୍ଦ୍ରଯାନ-୪ ମିଶନକୁ ମଞ୍ଜୁରି ପ୍ରଦାନ କରାଯାଇଛି।
ଆଜିକାଲି ଘରୋଇ ଚାକିରିରେ କମ୍ ଦରମା କାରଣରୁ ଘରର ଖର୍ଚ୍ଚ ପୂରଣ କରିବା କଷ୍ଟକର ହୋଇଯାଏ। ଫଳରେ ଲୋକମାନେ ଅଫିସ୍ ପରେ ଅବଶିଷ୍ଟ ସମୟରେ ପାର୍ଟ ଟାଇମ୍ ଚାକିରିର ବିକଳ୍ପ ଖୋଜନ୍ତି। ଯଦି ଆପଣଙ୍କର କୌଣସି ବିଶେଷ ଦକ୍ଷତା ଅଛି ତେବେ ଆପଣ ଚାକିରି ସହିତ ଏହା ମାଧ୍ୟମରେ ଭଲ ରୋଜଗାର ମଧ୍ୟ କରିପାରିବେ।
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଦେଇଥିବା ରିପୋର୍ଟକୁ ମଂଜୁର କରିଛି କେନ୍ଦ୍ର କ୍ୟାବିନେଟ ।
ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଲେ ପ୍ରଭାତୀ ।
କୋଣାର୍କ ସୂର୍ଯ୍ୟମନ୍ଦିରରେ ASI ଟିମର ଅନୁଧ୍ୟାନ। ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ବରେ ୬ ଜଣିଆ ଟିମ୍ ଅନୁଧ୍ୟାନ ଚଳାଇଛନ୍ତି। ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢ଼ା ସ୍ଥିତି ନେଇ ଅନୁଧ୍ୟାନ କରିଥିବା ସୂଚନା ମିଳିଛି।
ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଲେ ମନମୋହନ ।
ଛତିଶଗଡ଼ ସଶସ୍ତ୍ର ବାହିନୀ କ୍ୟାମ୍ପ (CAF)ରେ ଅଘଟଣ। ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ସାଥୀ ଯବାନ। ଏଥିରେ ଅନ୍ୟ ୨ଜଣ ଯବାନ ଗୁରୁତର ହୋଇଥିବା ଜଣାପଡିଛି। ଅଭିଯୁକ୍ତ ଯବାନଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ପୋଲିସ।
ତୁଟି ଗଲା କି ସବୁ ବିବାଦ ? ସବୁ ଘଟଣାର ହୋଇଗଲା କି ଅନ୍ତ ? ବିରାଟ କୋହଲି ଓ ଗୌତମ ଗମ୍ଭୀରଙ୍କୁ ନେଇ ଏବେ ଏମିତି ଚର୍ଚ୍ଚା କରୁଛନ୍ତି ଫ୍ୟାନ୍ । ଚର୍ଚ୍ଚା କରିବାର କାରଣ ବି ରହିଛି ।
ଅନେକ ଅଛନ୍ତି ଯେଉଁମାନେ ନିଜର ଫାଇଦା ପାଇଁ ଲୋନ୍ ନିଅନ୍ତି କିନ୍ତୁ ସୁଝନ୍ତି ନାହିଁ। ଯେତେବେଳେ ଲୋନ୍ ଦାତା ଟଙ୍କା ମାଗନ୍ତି ଏମାନେ ବିଭିନ୍ନ ପ୍ରକାର ବାହାନା କରନ୍ତି। ସେମିତି ଏକ ଭିଡିଓ ବର୍ତ୍ତମାନ ଭାଇରାଲ୍ ହେଉଛି। ଏହାକୁ ଦେଖିଲେ ଆପଣ ହସି ହସି ଗଡିବେ।
ବାଲେଶ୍ୱର ଜିଲ୍ଲାରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମୀକ୍ଷା ପରେ ସ୍ଥିତି ଉଦବେଗଜନକ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଟ୍ରେନ୍ରେ ବିଷ ପିଇଲେ ବାପା ମାଆ ଝିଅ ! କଣାସ ରୋଡ୍ ଷ୍ଟେସନରୁ ଗୁରୁତର ଅବସ୍ଥାରେ ୩ ଉଦ୍ଧାର ।
ଶୀଲା ଦିକ୍ଷୀତ ଓ ସୁଷମା ସ୍ୱରାଜଙ୍କ ପରେ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶି । ପୂର୍ବରୁ ଶିକ୍ଷା, ପୂର୍ତ୍ତ, ସଂସ୍କୃତି ଓ ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଛନ୍ତି ।
ବିଶ୍ୱରେ ସର୍ବାଧିକ ବ୍ୟବହୃତ ୧୦ଟି କଥିତ ଭାଷା ତାଲିକାରେ ମଣ୍ଡାରିନ ଚାଇନିଜ୍ ଓ ହିନ୍ଦୀ ଭାଷା ମଧ୍ୟ ରହିଛି । ସ୍ପେନିସ୍, ଫ୍ରେଞ୍ଚ୍ ଓ ବେଙ୍ଗଲି ମଧ୍ୟ ରହିଛି ।
ନିକ ଜୋନ୍ସଙ୍କ ଜନ୍ମଦିନ ଥିବାରୁ ପାର୍ଟୀ ଏବଂ ସେଲିବ୍ରେସନ ତ ହେଲା, କିନ୍ତୁ ଫଟୋ ସାମ୍ନାକୁ ଆସିବା ମାତ୍ରେ ଇନଷ୍ଟାଗ୍ରାମରେ ଏକ କ୍ୟୁଟ୍ ଫଟୋ ଭାଇରାଲ ହେଲା। ନିକ୍ ତାଙ୍କ ଇନଷ୍ଟା ପେଜ୍ରେ ଅନେକ ଫଟୋ ଶେୟାର କରିଛନ୍ତି। ଗୋଟିଏ ଫଟୋ ଦେଖିଲେ ଆପଣ ବି ହସି ହସି ଗଡିବେ।
କିଛି ଦିନ ପୂର୍ବରୁ ହିଜବୁଲ୍ଲାହ ଗୋଲ୍ଡ ଆପୋଲୋ ନାମକ ଏକ ତାଇୱାନ କମ୍ପାନୀକୁ ପ୍ରାୟ ତିନି ହଜାର ପେଜର୍ ତିଆରି ପାଇଁ ଅର୍ଡର ଦେଇଥିଲା। କମ୍ପାନୀ ଚଳିତ ବର୍ଷ ଏପ୍ରିଲରୁ ମେ ମଧ୍ୟରେ ତାଇୱାନରୁ ଲେବାନନକୁ ଏହି ପେଜର୍ ପଠାଇଥିଲା।
ଉତ୍କଳ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ସାଇନ୍ସ ବିଭାଗର ପୁରାତନ ଛାତ୍ରଛାତ୍ରୀ ସଙ୍ଘ, ଉମା (UMAA-Utkal MCA Alumni Association)ର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।
ଭୁବନେଶ୍ବର ଭରତପୁର ଥାନାରେ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ କାର୍ଯ୍ୟାନୁଷ୍ଠାନ । ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ପୋଲିସ ଡିଜି ।
ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଜାଣନ୍ତୁ କେତେ...
ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ରତ୍ନଭଣ୍ଡାର ମରାମତି ନେଇ ତ୍ୱରାନ୍ବିତ ହେବ ପ୍ରକ୍ରିୟା । ନିରୀକ୍ଷଣ ପ୍ରକ୍ରିୟା ପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ।
ଆଜି ପ୍ରଥମ ପର୍ଯ୍ୟାୟରେ ୨୪ଟି ଆସନରେ ଭୋଟିଂ । ୭ ଜିଲ୍ଲାର ୨୪ ଆସନରେ ଭୋଟ୍ ଗ୍ରହଣ । ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ।