ନିର୍ବାଚନ ଜିତିବା ପରେ ବିଜେପି ତରଫରୁ ରାହୁଲ ଗାନ୍ଧିଙ୍କ ବାସଭବନକୁ ଏକ କିଲୋ ଜଲେବି ପାର୍ସଲ କରାଯାଇଛି। କଟାକ୍ଷ କରି ବିଜେପି କହିଛି, ରାହୁଲଙ୍କ ଘରକୁ ପଠାଇବା ପାଇଁ ଏକ କିଲୋ ଜଲେବି ଅନଲାଇନ୍ ଅର୍ଡର କରାଯାଇଛି।
ରାଜ୍ୟରୁ ଶେଷ ହେବ ନକ୍ସଲବାଦ। ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି 'ଗ୍ରାମୋଦୟ' କାର୍ଯ୍ୟକ୍ରମ। ନକ୍ସଲ ପ୍ରଭାବିତ ୧୦ ଜିଲ୍ଲାର ୫୮୩ ଗ୍ରାମ ପାଇଁ 'ଗ୍ରାମୋଦୟ' କାର୍ଯ୍ୟକ୍ରମର ଯୋଜନା ହୋଇଛି।
ଜମ୍ମୁ-କାଶ୍ମୀରରେ ୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ। ଅନନ୍ତନାଗ ଜିଲ୍ଲାର କୋକରନାଗ ଶଙ୍ଗସ୍ ଅଞ୍ଚଳରୁ ଅପହରଣ କରି ନେଇଥିବା ସୂଚନା ମିଳିଛି। ନିର୍ବାଚନ ଫଳାଫଳ ଆସିବାର କିଛି ଘଣ୍ଟା ମଧ୍ୟରେ ଆତଙ୍କବାଦୀ ଏହି କାଣ୍ଡ ଭିଆଇଛନ୍ତି।
ରାଜ୍ୟ ସ୍ବାସ୍ଥ୍ୟସେବାରେ ଯୋଡି ହେଲା ନୂତନ ଅଧ୍ୟାୟ। ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ବୋନ ବ୍ୟାଙ୍କ ବା ଅସ୍ଥି ଭଣ୍ଡାର।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଯଦି ଆପଣ ନିଜ ପତ୍ନୀଙ୍କଠାରୁ ଅଧିକ ପ୍ରେମ ପାଇବାକୁ ଚାହୁଁଛନ୍ତି, ତେବେ ଏଥି ପାଇଁ କ’ଣ କରିବେ? ବୈଜ୍ଞାନିକମାନେ ଏହାର ରହସ୍ୟ ଆବିଷ୍କାର କରିଛନ୍ତି। ଜାଣନ୍ତୁ ପତ୍ନୀଙ୍କୁ ଅଧିକ ଆକର୍ଷଣ କରିବାକୁ ହେଲେ କ’ଣ କରିବାକୁ ହେବ…
ଜଗତଜନନୀ ମା’ଙ୍କ ଶାରଦୀୟ ପୂଜା । ମା’ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି ।
ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ମିଳିବ ଦଶହରା ଭେଟି, ଉତ୍ସାହିତ ମହିଳା। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ।
ସମସ୍ତ ମନ୍ଦ ଶକ୍ତିକୁ ନିଜ ପାଖରୁ ଦୂରେଇ ରଖିବା ନେଇ ନବରାତ୍ରୀର ସପ୍ତମ ଦିନରେ ଦେବୀ କାଳରାତ୍ରୀଙ୍କୁ ପୂଜା କରିବାର ପରମ୍ପରା ରହିଛି। ଜାଣନ୍ତୁ ଦେବୀଙ୍କ ରୂପ କିପରି…
୧୪ ମାସର ପୁଅକୁ ହତ୍ୟା ସହ ୧୦ ବର୍ଷର ଝିଅର ଗଳା କାଟିଲା ବାପା ।
ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ମହିଳା ଭକ୍ତ, ଦିବ୍ୟାଙ୍ଗ, ବୟୋବୃଦ୍ଧ ଓ ଛୋଟ ପିଲାଙ୍କ ପାଇଁ ସ୍ବତନ୍ତ୍ର ଧାଡିର ବ୍ୟବସ୍ଥା କରାଯିବ । ସମସ୍ତ ଭକ୍ତ ସାତପାହାଚ ବାଟରେ ପ୍ରବେଶ କରିବେ ଏବଂ ଦର୍ଶନ କରିବା ପରେ ଘଣ୍ଟି ଦ୍ବାରରେ ପ୍ରସ୍ଥାନ କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।
ଯୁବକଙ୍କୁ ବି କଂଗ୍ରେସ ଉସୁକାଇଥିଲା, ହେଲେ ସେମାନେ କଂଗ୍ରେସକୁ ଉଚିତ୍ ଶିକ୍ଷା ଦେଲେ । ଆଜିର ଫଳାଫଳରୁ ସ୍ପଷ୍ଟ ହୋଇଛି, କଂଗ୍ରେସ ଏବେ ପରଜୀବୀ ପାର୍ଟି ।
ଏହି ବିଜୟ ସହ ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଚେହେରା ବି ଏକପ୍ରକାର ସ୍ପଷ୍ଟ । ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି, ତାଙ୍କ ପୁଅ ଓମାର୍ ଅବଦୁଲ୍ଲା ବନିବେ ନେକ୍ସଟ ସିଏମ୍ ।
ହରିୟାଣାରେ ବିଜେପି, ଜାମ୍ମୁ-କାଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ। ଏକଜିଟ୍ ପୋଲ୍ ଆକଳନର ସଂପୂର୍ଣ୍ଣ ବିପରୀତ ଆସିଛି ଏକଜାଟ୍ ପୋଲ ଗଣତିର ଫଳ। ସବୁଠୁ ଆଶ୍ଚର୍ଯ୍ୟଜନକ ଫଳ ଆସିଛି ହରିୟାଣାରେ।
ହରିୟାଣା ନିର୍ବାଚନ ଫଳାଫଳ ପରେ ଜଲେବିକୁ ନେଇ ଚର୍ଚ୍ଚା । କୁହାଯାଉଛି- ଜଲେବି ଖାଇଲେ ରାହୁଲ, ହେଲେ ସ୍ୱାଦ ନେଇଗଲା ବିଜେପି । ହରିୟାଣାରେ ବିଜେପିର ଜବରଦସ୍ତ ବିଜୟ ପରେ ସୋସିଆଲ୍ ମିଡିଆରେ ଟ୍ରେଣ୍ଡ କରୁଛି ହାସ୍ ଟ୍ୟାଗ୍ ଜଲେବି ।
ଶ୍ରୀକ୍ଷେତ୍ରରେ ସାଧାରଣ ଭକ୍ତଙ୍କ ସୁବିଧା ଲାଗି ପୁରୀକୁ ଆସିଥିଲା ୩୫ଟି ଶୀତତାପ ନିୟନ୍ତ୍ରିତ ଅତ୍ୟାଧୁନିକ ବସ୍ । ହେଲେ ଆଜିକୁ ପ୍ରାୟ ୧୦ ମାସ ହେବ ଏ ଦାମୀ ଇ-ବସ୍ ଗୁଡ଼ିକ ବ୍ୟବହାର ନ ହୋଇ ପଡ଼ି ରହିଛି ।
ଚଳିତବର୍ଷ ଟ୍ୱିନସିଟିରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ବ୍ୟାପକ ବ୍ୟବସ୍ଥା । ଭୁବନେଶ୍ୱରରେ ୩୮ ପ୍ଲାଟୁନ୍ ଏବଂ କଟକରେ ମୁତୟନ ହେବେ ୬୪ ପ୍ଲାଟୁନ ପୋଲିସ ।
ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତି ।
୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ । ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି ।
‘ବର୍ଷା ପବ୍ଲିକେସନ୍’ ପକ୍ଷରୁ ଦ୍ୱିତୀୟ ବର୍ଷା ସମ୍ମାନ-୨୦୨୪ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ମାସ ୨୦ ତାରିଖରେ ଗୀତ ଗୋବିନ୍ଦ ସଦନରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ବର୍ଷା ଉତ୍ସବରେ ଏହା ପ୍ରଦାନ କରାଯିବ।
ସାର୍କ ପେଟରେ ମହିଳା ! ଇଣ୍ତୋନେସିଆରେ ଗତ ମାସରେ ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ।
ଆପଣଙ୍କର ଯଦି ମେଡିକାଲ୍ ଅଫିସର୍ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ITBP) ଏହି ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ହରିୟାଣା ନିର୍ବାଚନରେ ଦୁଇଟି ଶବ୍ଦ ଉପରେ ଅଧିକ ଆଲୋଚନା କରାଯାଇଥିଲା। ପ୍ରଥମଟି ହେଉଛି- ଜାଟ ଓ ଦ୍ୱିତୀୟଟି ହେଉଛି- ଜିଲାପି । ତେବେ କଣ ଏହି ପ୍ରସଙ୍ଗ ? ଜାଣନ୍ତୁ...
'ଜାତୀୟ ଚଳଚ୍ଚିତ୍ର ପୁରସ୍କାର' ସମାରୋହରେ ପହଞ୍ଚିଛନ୍ତି ମିଥୁନ୍ ଚକ୍ରବର୍ତ୍ତୀ । ତାଙ୍କୁ ଆଜି ଦାଦାସାହେବ ଫାଲ’କେ ପୁରସ୍କାରରେ ସମ୍ମାନିତ କରାଯିବ। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମିଥୁନ୍ ଖୁସି ବ୍ୟକ୍ତ କରିଛନ୍ତି।