NPCIL ରେ ଅନେକ ପଦବୀ ପାଇଁ ନିଯୁକ୍ତି ଆରମ୍ଭ ହୋଇଛି। ଏନେଇ NPCIL ବିଜ୍ଞପ୍ତି ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରା। ଦିନ ୧ଟାଠାରୁ ସ୍ଥାନାନ୍ତରଣ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।
କଟକ ଭୁବନେଶ୍ୱର ପରେ ଝାଡ଼ଖଣ୍ଡ ରାଞ୍ଚିରୁ ମିଳିଲା ସିମବକ୍ସ । ସିମ୍ ବକ୍ସର ଚେର ଖୋଜି ଖୋଜି ରାଞ୍ଚିରେ ପହଞ୍ଚିଛି କମିଶନରେଟ୍ ପୋଲିସ୍ ।
ଛାତିରେ ଯନ୍ତ୍ରଣା ହେବା ହାର୍ଟ ଆଟାକର ପ୍ରାଥମିକ ଲକ୍ଷଣ। ତେବେ ହାର୍ଟ ଆଟାକ୍ ହେଲେ କ’ଣ କରିବେ ଆସନ୍ତୁ ଜାଣିବା...
ଦୁଇ ନାବାଳିକାଙ୍କୁ ଯୌନ ଶୋଷଣ ଘଟଣା ପରେ ତାତିଲେ ଲୋକେ । ମହାରାଷ୍ଟ୍ରର ବଦଲାପୁର ରେଳ ଷ୍ଟେସନରେ ଶହ ଶହ ଆନ୍ଦୋଳନକାରୀ ।
ତୃତୀୟ ହନିମୁନ୍କୁ ଉପଭୋଗ କରୁଛନ୍ତି ସୋନାକ୍ଷୀ ସିହ୍ନା। ସେ ନଦୀ କୂଳରେ ବୁଲୁଛନ୍ତି। ସେ ତାଙ୍କ ସ୍ୱାମୀଙ୍କ ସହ ରୋମାଣ୍ଟିକ ଫଟୋ ମଧ୍ୟ ଶେୟାର କରୁଛନ୍ତି।
ଭାଙ୍ଗିଲା ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବିରଳ ରେକର୍ଡ । ଯୁବରାଜଙ୍କ ଗୋଟିଏ ଓଭରରେ ୬ଟି ଛକା ସହାୟତାରେ ୩୬ ରନର ରେକର୍ଡକୁ ଭାଙ୍ଗିଛନ୍ତି ଡେରିୟସ ଭିସେର୍ ।
ଦେଶୀ ମଦ ପିଇବା ପରେ ୧୫ରୁ ଅଧିକ ଅସୁସ୍ଥ । ୨ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁରର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ଦିନେ ସେ ଆଳୁ ଚାଷ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ନବୀନ ପଟ୍ଟନାୟକଙ୍କଠାରୁ ପୁରସ୍କୃତ ହୋଇଥିଲେ। କିନ୍ତୁ ଏବେ ସେ ଆଳୁ ଚାଷରୁ ମୁହଁ ଫେରାଇନେଇଛନ୍ତି ।
କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାର ଓ ପଶ୍ଚିମବଙ୍ଗ ପୋଲିସ ଉପରେ ପ୍ରବଳ ବର୍ଷିଛନ୍ତି ସୁପ୍ରିମକୋର୍ଟ । ଏଥି ସହିତ ଏହି ମାମଲାରେ ସିବିଆଇକୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି ।
ଗତକାଲି ଭାଇ ଭଉଣୀର ସମ୍ପର୍କରେ ଲାଗିଥିଲା ରକ୍ତର ଦାଗ । ରାକ୍ଷୀରେ ଭଉଣୀକୁ ମାରିଥିଲା ଭାଇ । ଛୁରୀରେ ବେକ କାଟିଲା, ପରେ ଫେରାର ହେବାକୁ ଚେଷ୍ଟା କରିଥିଲା । ତେବେ ବିଧିର ବିଧାନ ଥିଲା ବିଚିତ୍ର ।
ଆଜି ସକାଳେ ଜାମ୍ମୁ-କାଶ୍ନୀରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ସକାଳେ ଜାମ୍ମୁ କାଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ରିକ୍ଟର ସ୍କେଲ୍ରେ ୪.୯ ଏବଂ ୪.୮ ତୀବ୍ରତାର ଦୁଇଟି ଲଗାତାର ଭୂକମ୍ପର ଝଟକା ଅନୁଭୂତ ହୋଇଛି ।
ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଭୋଗପୁର ଗାଁରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଜଣକ ହେଉଛନ୍ତି ନଳିନୀପ୍ରଭା ପୃଷ୍ଟି l
ଆଳୁ ପରେ ଏବେ ଉପରମୁହାଁ ହେଲାଣି ପିଆଜ । ଦିନେ ଦୁଇ ଦିନ ଭିତରେ ପିଆଜ ଦର କିଲୋ ପ୍ରତି ବଢ଼ିଲାଣି ୧୦ ଟଙ୍କା ।
ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ ଜୁଏଲ୍ । ଏବେ ପୁଣି ଥରେ ଅସୁସ୍ଥ ହେବା ପରେ ତାଙ୍କୁ ଦିଲ୍ଲୀ ଏମସର ଛାତି ରୋଗ ବିଭାଗରେ ଭର୍ତ୍ତି କରାଯାଇଛି।
ଅଫିସ୍ରେ ପ୍ରତିଦିନ ଘଣ୍ଟା ଘଣ୍ଟା ଧରି ଚେୟାରରେ ବସି କାମ କରିବା ଦ୍ୱାରା ଅନେକଙ୍କ ଅଣ୍ଟା-ପିଠି ସମସ୍ୟା ଦେଖାଯାଏ। ଯଦି ଜଣେ ବ୍ୟସ୍ତବହୁଳ ଜୀବନଶୈଳୀରେ ଯୋଗ ଅଭ୍ୟାସ କରିବାକୁ ସମୟ ନ ପାଏ, ତେବେ ଏମିତି କିଛି ଯୋଗ ମଧ୍ୟ ଅଛି ଯାହାକୁ ଅଫିସରେ ଅଭ୍ୟାସ କରାଯାଇପାରେ। ଆସନ୍ତୁ ଜାଣିବା…
ଘାତକ ସାଜିଥିବା ମଙ୍କିପକ୍ସ ପାଇଁ ଦେଶର ସବୁ ବିମାନ ବନ୍ଦରକୁ ଆଲର୍ଟ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ବିଦେଶୀ ଯାତ୍ରୀଙ୍କ ମଙ୍କିପକ୍ସ ଲକ୍ଷଣ ଉପରେ ଦୃଷ୍ଟି ଦେବାକୁ ଦେଶର ସମସ୍ତ ବିମାନ ବନ୍ଦରକୁ ସତର୍କ କରାଯାଇଛି ।
କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ ।
ପୋଲାଭରମ, ଭତ୍ତା, ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗ, ଭୂତ ରାସନ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ଏହାସହ କେନ୍ଦ୍ରୀୟ ଅନୁଦାନ ଦେବାରେ ଟାଳଟୁଳ ନୀତି ଓ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ପ୍ରସଙ୍ଗ କରିପାରନ୍ତି ବିରୋଧୀ ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।
ପିଲାମାନଙ୍କର ଦିନ ଯଦି ପ୍ରେମ ଏବଂ ସ୍ନେହରୁ ଆରମ୍ଭ ହୁଏ, ତେବେ ସେ ନିଜେ ସକାଳେ ସକରାତ୍ମକ ଶକ୍ତିରେ ପରିପୂର୍ଣ୍ଣ ହେବ, ଯେଉଁଥିପାଇଁ ସେ ଦିନସାରା ଉର୍ଜାରେ ପରିପୂର୍ଣ୍ଣ ଅନୁଭବ କରିବ। ଏହା ଦ୍ୱାରା ସେମାନଙ୍କ ମସ୍ତିଷ୍କ ବିକାଶ ହୁଏ। ଏନେଇ ବାପାମାଆ କ’ଣ କରିବା ଉଚିତ ଜାଣନ୍ତୁ।
୪ ଅଭିଯୁକ୍ତ କୁତ୍ରା ଅଞ୍ଚଳର ସୂଚନା, ଅଧିକ ଖୋଳତାଡ଼ ଜାରି । କେତେ ଝିଅଙ୍କୁ ଚାଲାଣ କରାଯାଇଛି ଜାଣିବାକୁ ପୋଲିସର ତନାଘନା ।
ଆଜିର ଆକ୍ରମଣ ପଛରେ ଦିନେଶଙ୍କ ସମର୍ଥକଙ୍କ ସଂପୃକ୍ତି ଥିବା ଆଶଙ୍କା କରି ପୁରୀ ଟାଉନ ଥାନା ପୋଲିସ ତଦନ୍ତ ଚଳାଇଛି।
ସମୟ ଅଭାବରୁ ଏଥର ଆନୁସଙ୍ଗିକ ପ୍ରସ୍ତୁତି ପରେ ଆରବର୍ଷ କଲେଜ ଭୋଟ୍ ହେବ କହିଲେ ଆଇନ ମନ୍ତ୍ରୀ ।
ସବୁଠି ରକ୍ଷାବନ୍ଧନର ଉଲ୍ଲାସ । ଭାଇ ହାତରେ ଭଉଣୀ ବାନ୍ଧିଲା ସମ୍ପର୍କର ଡୋରି ।