ତିରୁପତି ଲଡୁରେ ପଶୁ ଚର୍ବିରୁ ପ୍ରସ୍ତୁତ ଘିଅ ବ୍ୟବହାରର ବିବାଦ ପରେ ସନ୍ଦେହ । ଶ୍ରୀମନ୍ଦିରରେ ଶୁଦ୍ଧ ଘିଅରେ ପ୍ରସ୍ତୁତ ହେଉଛି ତ ମହାପ୍ରସାଦ ?
ଓଟିଭି ବିଜିନେସ୍ ଓଡିଶା ଆୱାର୍ଡସ୍-୨୦୨୪ର ଏ ହେଉଛି ଦ୍ୱିତୀୟ ସଂସ୍କରଣ । ଶିକ୍ଷା, ସ୍ୱାସ୍ଥ୍ୟ, ଜୁଏଲେରୀ, ବ୍ୟବସାୟ, ମାନୁଫାକଚରିଂ ଏବଂ ରିୟଲ୍ ଇଷ୍ଟେଟ୍, ଏମିତି ୬ଟି କାଟାଗୋରୀରେ ଓଡ଼ିଶାକୁ ସମୃଦ୍ଧି ପଥରେ ଆଗେଇ ନେଇଥିବା ସଂସ୍ଥାର ଗୁଣାତ୍ମକ ଉତ୍ପାଦ ଏବଂ ଲୋକାଭିମୁଖୀ ସେବାକୁ ଚିହ୍ନିବା ଏବଂ ଗୋଟିଏ ପ୍ଲାଟଫର୍ମରେ ସେମାନଙ୍କୁ ସମ୍ମାନିତ କରିବାକୁ ଯାଉଛି ଓଟିଭି ।
ଓଟିଭି ବିଜିନେସ୍ ଓଡିଶା ଆୱାର୍ଡସ୍-୨୦୨୪ର ଏ ହେଉଛି ଦ୍ୱିତୀୟ ସଂସ୍କରଣ । ଶିକ୍ଷା, ସ୍ୱାସ୍ଥ୍ୟ, ଜୁଏଲେରୀ, ବ୍ୟବସାୟ, ମାନୁଫାକଚରିଂ ଏବଂ ରିୟଲ୍ ଇଷ୍ଟେଟ୍, ଏମିତି ୬ଟି କାଟାଗୋରୀରେ ଓଡ଼ିଶାକୁ ସମୃଦ୍ଧି ପଥରେ ଆଗେଇ ନେଇଥିବା ସଂସ୍ଥାର ଗୁଣାତ୍ମକ ଉତ୍ପାଦ ଏବଂ ଲୋକାଭିମୁଖୀ ସେବାକୁ ଚିହ୍ନିବା ଏବଂ ଗୋଟିଏ ପ୍ଲାଟଫର୍ମରେ ସେମାନଙ୍କୁ ସମ୍ମାନିତ କରିବାକୁ ଯାଉଛି ଓଟିଭି ।
(ଡ.ପାର୍ଥଜିତ ଦାସ ଓ ପ୍ରତୀକ୍ଷା ମିଶ୍ରଙ୍କ ବିଶ୍ଳେଷଣ) ମୌଳିକ ଶିକ୍ଷା କହିଲେ, ଗୋଟେ ପିଲାର ୩ରୁ ୮ ବର୍ଷ ପର୍ଯ୍ୟନ୍ତ ଶିକ୍ଷା ଓ ବିକାଶକୁ ବୁଝାଏ। ଯାହା ସାଧାରଣତଃ ତିନି ବର୍ଷର ଆଦ୍ୟଶୈଶବ ଶିକ୍ଷା ଓ ଦୁଇ ବର୍ଷର ପ୍ରାଥମିକ ଶିକ୍ଷା ଦ୍ୱାରା ପରିପୂର୍ଣ୍ଣ ହୁଏ। ଯେହେତୁ ଅନେକ ପିଲାଙ୍କ ପାଇଁ ଉପଯୁକ୍ତ ଶିକ୍ଷା ପ୍ରାଥମିକ ବିଦ୍ୟାଳୟରେ ଆରମ୍ଭ ହେଇଥାଏ, ପିଲାମାନଙ୍କୁ ଏହି ମୌଳିକ ଦକ୍ଷତା ଗୁଡିକରେ ପାରଙ୍ଗମ ହେବା ପାଇଁ ତିନିବର୍ଷ ଲାଗିଥାଏ।
ଗଣତନ୍ତ୍ର ପାଇଁ ଜୀବନ ବାଜି । ଜାମ୍ମୁ କାଶ୍ମୀରରେ ଭୋଟିଂ ପାଇଁ ପାହାଡ ଚଢୁଛନ୍ତି ପୋଲିଂ ଟିମ୍ ।
ରାଜଧାନୀରେ ଏଥର ମଦମୁକ୍ତ, ଡିଜେ ମୁକ୍ତ, ପ୍ଲାଷ୍ଟିକ ମୁକ୍ତ ପୂଜା ପାଇଁ ଆହ୍ୱାନ । ଚାନ୍ଦା ନାଁରେ ବଟି ମାଗିଲେ ବନ୍ଧା ହେବେ ।
ନବୀନ ପଟ୍ଟନାୟକ ବୁଲିଲେ ନାହିଁ କି ସମୟ ଦେଇ ପାରିଲେ ନାହିଁ । ସେ ଦୃଷ୍ଟିରୁ କେତେକ ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା ।
ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ITBP) କନଷ୍ଟେବଳ ପଦବୀରେ ନିଯୁକ୍ତି ନେଇ ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଅଗଷ୍ଟ ୭ ତାରିଖରୁ ନର୍ସିଂ ଅଫିସରଙ୍କ ବିରୋଧରେ ୬ ମାସ ପାଇଁ ଲାଗୁ ହୋଇଥିବା ଏସମାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ଆଜି ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛି ନର୍ସିଂ ନିର୍ଦ୍ଦେଶାଳୟ ।
ଆଜି ଅରିନ୍ଦମଙ୍କ ଅବର୍ତ୍ତମାନରେ ତାଙ୍କୁ ଝୁରୁଛନ୍ତି ସମସ୍ତେ । ଅରିନ୍ଦମ ଚାଲିଯିବାର ୩ ବର୍ଷ ବିତିଛି ସତ, ହେଲେ ଏବେ ବି ତାଙ୍କ ସ୍ମୃତି ସମସ୍ତଙ୍କ ମନରେ ସତେଜ ।
ଆପଣଙ୍କ ଘରେ କେହି ଛୋଟ ଛୁଆ ଟିଭି ଦେଖୁଥିବା ବେଳେ କେବେ ଆପଣ ଯଦି ରିମୋଟ୍ ଛଡ଼େଇ ନିଅନ୍ତି କିମ୍ୱା ଚ୍ୟାନେଲ ବଦଳେଇବାକୁ ଚେଷ୍ଟା କରନ୍ତି, ସେମାନେ କିପରି ପ୍ରତିକ୍ରିୟାଶୀଳ ହୋଇଉଠନ୍ତି। ଏପରି ପରିସ୍ଥିତି ଯଦି କେବେ ଆପଣଙ୍କ ସହ ହେଉଛି ତେବେ ଏହି ଲେଖାଟି ଆପଣଙ୍କ ପାଇଁ।
ଜନ୍ମକଲା ମା’ କହୁଛି... ଚାବି ଖୋଲିଦେ ମୁଁ ଥାନାକୁ ଯିବି । ମୁଁ ଆଉ କେତେ ନିର୍ଯାତନା ସହିବି... ମତେ ଆଉ କେତେ ଦୁଃଖ ଦେବୁ । କେତେ ଚାବି ପକେଇ ରଖିବୁ ।
ମୃତ ସଚିନ ଶାକରପୁର ଅଞ୍ଚଳର ଏକ ସରକାରୀ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢ଼ୁଥିଲେ । ତିନିଜଣ ବ୍ୟକ୍ତି ତାଙ୍କୁ ଅନେକ ଥର ଛୁରୀରେ ଆକ୍ରମଣ କରିଥିଲେ ।
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ବଡ଼ ଝଟକା । ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀ ବିରୋଧରେ ହାଇକୋର୍ଟରେ ହୋଇଥିବା ଆବେଦନ ଖାରଜ ।
ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ । ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ସୋସିଆଲ ମିଡିଆରେ ଅମିତାଭ ବଚ୍ଚନ ବହୁତ ସକ୍ରିୟ ଅଛନ୍ତି। ନିଜକୁ ଫିଟ୍ ରଖିବା ପାଇଁ ସେ ଖାଦ୍ୟଠାରୁ ଆରମ୍ଭ କରି ଯୋଗ ପର୍ଯ୍ୟନ୍ତ ସବୁଥିରେ କଠୋର ନିୟମ ପାଳନ କରନ୍ତି। ସେ ନିଜେ ଏହା ପ୍ରକାଶ କରିଛନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ସେ ଗୋଟିଏ ପତ୍ରରୁ ହିଁ ନିଜ ଦିନ ଆରମ୍ଭ କରନ୍ତି। ତେବେ ସେ କେଉଁ ପତ୍ର ଆସନ୍ତୁ ଜାଣିବା।
ଆଜିକାଲି ୟୁପିଆଇ ବା ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ ପ୍ରାୟ ଅଧିକାଂଶ ଲୋକ ବ୍ୟବହାର କରୁଛନ୍ତି। ପାନ ଦୋକାନରୁ ଆରମ୍ଭ କରି ପରିପରିବା ଷ୍ଟଲରେ QR କୋଡ୍ ସ୍କାନର୍ ଲାଗିଥିବା ଦେଖିବାକୁ ମିଳୁଛି। UPI ବିନା ପେମେଣ୍ଟ ଦୁନିଆର କ’ଣ ହେବ ତାହା ଆପଣ କଳ୍ପନା କରି ପାରୁଛନ୍ତି କି ?
ଏଭଳି ଚର୍ଚ୍ଚାକୁ ନେଇ JSW ପକ୍ଷରୁ ପ୍ରତିକ୍ରିୟା ମିଳିପାରିନି । ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି, JSW ସହ ଆଲୋଚନା ଚାଲିଛି।
ତେଲେଙ୍ଗାନାର ଖମ୍ମାମ ଜିଲ୍ଲାର ଜଣେ ମହିଳା ଦାବି କରିଛନ୍ତି ଯେ ତିରୁପତି ମନ୍ଦିରର ପବିତ୍ର ଲଡୁରୁ ତମାଖୁ ମିଳିଛି ।
ଦୁଷ୍କର୍ମ ଉଦ୍ୟମ ପରେ ଛାତ୍ରୀକୁ ମାରି ପିଙ୍ଗିଦେଲେ ସ୍କୁଲ ପ୍ରିନ୍ସପାଲ୍। ଦୋଷ ଲୁଚାଇବା ପାଇଁ ପରିବାର ଲୋକଙ୍କ ସହ ମିଶି ଖୋଜାଖୋଜି ବି କଲେ। ହେଲେ ଅଭିଯୁକ୍ତ ପ୍ରିନ୍ସପାଲ୍ ସାର୍ଙ୍କୁ ଧରାଇଦେଲା ଗୁଗଲ ଟାଇମଲାଇନ୍।
ନଦୀ ପାଣି ପାଲଟି ଯାଇଛି ବିଷ। ଦୁର୍ଗନ୍ଧରେ ଫାଟି ପଡୁଛି ପରିବେଶ। କିଛିଦିନ ତଳେ ଯେଉଁ ନଦୀ ପାଣି ଗ୍ରାମବାସୀଙ୍କ ଜୀବନ ଧାରା ପାଲଟିଥିଲା। ଆଜି ସେଇ ନଦୀକୂଳେ ଛିଡାହେବା ମଧ୍ୟ ମୁସକିଲ ହୋଇପଡିଛି।
ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଆଗରେ ନବରଙ୍ଗପୁର ଜିଲ୍ଲାରେ ପରାଜୟର ୩ ବଡ଼ କାରଣ ରଖିଛନ୍ତି ପ୍ରଦୀପ ମାଝୀ ।
ଗତ ମାସକ ମଧ୍ୟରେ ଦୁଇ ନେତାଙ୍କ ମଧ୍ୟରେ ଏହା ଦ୍ବିତୀୟ ବୈଠକ । ଏହା ପୂର୍ବରୁ ମୋଦି ଗତ ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତରେ ଯାଇ ଜେଲେନସ୍କିଙ୍କୁ ଭେଟିଥିଲେ ।
କୌଣସି ଖାଦ୍ୟ କାଳେ ନଷ୍ଟ ହୋଇଯିବ, ସେଥିପାଇଁ ଲୋକମାନେ ଏହାକୁ ଫ୍ରିଜରେ ରଖନ୍ତି। କିନ୍ତୁ ଏମିତି କିଛି ଖାଦ୍ୟ ଅଛି ଯାହା ଫ୍ରିଜ୍ରେ ରଖିବା ଠିକ୍ ନୁହେଁ। ଏଗୁଡିକ ଫ୍ରିଜ୍ରେ ରହିଲେ ଅଧିକ କ୍ଷତିକାରକ ହୋଇଥାଏ। ସେଥିପ୍ରତି ସତର୍କ ହେବା ଜରୁରୀ।