ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଜନାର ଶୁଭାରମ୍ଭ କରୁ କରୁ ହିତାଧିକରାରୀଙ୍କ ଆକାଉଣ୍ଟରେ ପଡ଼ିବ ୫-୫ ହଜାର ଟଙ୍କା ।
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ନିଜ ଜନ୍ମ ଦିନରେ ଜନତା ମଇଦାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶା ବାସୀଙ୍କୁ ଭେଟି ଦେବେ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା ।
୫୦ ଲକ୍ଷର ନକଲି ମଦରେ ଜେସିବି ଚଢ଼ାଇଲା ଅବକାରୀ ବିଭାଗ । ବରମୁଣ୍ଡାରେ ଥିବା ମଦ ଦୋକାନ ସିଲ୍ ।
ତେଜିଲା ପାରାଦୀପ ରାଜନୀତି । ଜାଣିଶୁଣି ବିଲ୍ ବନ୍ଦ କଲେ ନିଆଁ ଜଳିବା ନେଇ ଶଙ୍ଖ ଦଳର ଚେତାବନୀ ।
ବ୍ରହ୍ମପୁର ସହରରେ କାୟା ମେଲାଉଛି ନକଲି ସାମଗ୍ରୀ । ପ୍ରାୟ ସମୟରେ ଧରାପଡୁଛି ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ସାମଗ୍ରୀ । ଖାଦ୍ୟ ସାମଗ୍ରୀଠୁ ନେଇ ଗାଡିର ଇଂଜିନ ଅଏଲ ଯାଏ...ସବୁଠି ଲମ୍ବିଛି ନକଲି, ଅପମିଶ୍ରିତ ସାମଗ୍ରୀର ଚେର ।
କେବଳ ବଡ ସହର ନୁହେଁ, ଏବେ ଛୋଟ ଛୋଟ ସହର ଗୁଡିକରେ ବି ମାଡି ଗଲାଣି ଦେହ ବ୍ୟବସାୟ କାରବାର।
ଆଜି ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମା ପୂଜା। ଦେବତାଙ୍କ ଶିଳ୍ପୀ, ସଂସାରର ପ୍ରଥମ ଇଂଜିନିୟର, ବାସ୍ତୁଦେବଙ୍କ ସନ୍ତାନ ଭଗବାନ ବିଶ୍ୱକର୍ମା ବାସ୍ତୁଶାସ୍ତ୍ରର ପ୍ରଚଣ୍ଡ ବିଦ୍ୱାନ ଥିଲେ। ଏ ସୃଷ୍ଟି ପାଇଁ ତାଙ୍କର ରହିଛି ଅନେକ ଅବଦାନ। ତେବେ ଆସନ୍ତୁ ଜାଣିବା ଏ ବିଶାଳ ସୃଷ୍ଟି ପାଇଁ ସେ କ’ଣ କରିଛନ୍ତି?
‘ଆନ୍ତର୍ଜାତୀୟ ଗଣତନ୍ତ୍ର ଦିବସ’ ଲୋକମାନଙ୍କ ବିଷୟରେ ଏବଂ ଗଣତନ୍ତ୍ରର ମହତ୍ୱ ବିଷୟରେ ସ୍ମରଣ କରିବାରେ ଏକ ସୁଯୋଗ ପ୍ରଦାନ କରେ। ଜାଣନ୍ତୁ ଏହାର ଇତିହାସ ଓ ମହତ୍ତ୍ୱ।
ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଭୁବନେଶ୍ବରରେ ପହଞ୍ଚିବା ପରେ ଲତା କହିଛନ୍ତି, ବିଜେପି ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ କରୁଛି ।
ଆପଣ ଯଦି ରେଳବାଇରେ ଚାକିରି କରିବା ପାଇଁ ଆଗ୍ରହୀ, ତେବେ କୋଙ୍କଣ ରେଳବାଇ କିଛି ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଭାରତର ସର୍ବକନିଷ୍ଠ ମହିଳା ଆଇଏଏସ୍ ଅଧିକାରୀ ସ୍ମିତା ସଭରୱାଲ । UPSC ପରୀକ୍ଷାରେ କରିଥିଲେ କମାଲ୍ ।
ରାଜଧାନୀରେ ବେପରୁଆ ଗାଡିଚାଳନା ଘଟଣାରେ ୫ ଗିରଫ । ୫ ଜଣଙ୍କୁ ଗିରଫ କରିବା ସହ୨ଟି ଗାଡ଼ି ଜବତ କଲା ପୋଲିସ।
ରବିନ୍ଦ୍ର ପାତ୍ରଙ୍କ ପତ୍ନୀ ସେହି ଡୁଲିରେ ରଖିଥିବା ୧୦ ହଜାର ଟଙ୍କା ବି ଛାଡ଼ିନଥିଲେ ହାତୀପଲ । ହାତୀ ଯିବା ପରେ ବହୁ ଖୋଜାଖୋଜି କଲେ ବି ଟଙ୍କା ମିଳିନଥିଲା ।
ବର୍ଡର-ଗାଭାସ୍କର ସିରିଜର ଢେର୍ ପୂର୍ବରୁ ମାଇଣ୍ଡ ଗେମ୍ ଆରମ୍ଭ କରିସାରିଲେଣି ଅଷ୍ଟ୍ରେଲିଆ ଖେଳାଳି । ଶୋଚନୀୟ ଭାବେ ଭାରତ ଠାରୁ ସିରିଜ ହାରିବା ପରେ ଏବେ ବିଜୟ ପାଇଁ ବ୍ୟାକୁଳ ।
ମୁମ୍ବାଇର ଅଭିନେତ୍ରୀ ତଥା ମଡେଲ୍ କାଦମ୍ବରୀ ଜେଠୱାନୀଙ୍କ ନିର୍ଯାତନା ଓ ଧମକ ଦେବା ଅଭିଯୋଗରେ ୩ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ସସପେଣ୍ଡ୍ କରିଛନ୍ତି ଆନ୍ଧ୍ରପ୍ରଦେଶ ସରକାର ।
ବିଜେପି ସାଂସଦ ହରିଦ୍ୱାରରେ ଗଙ୍ଗା ନଦୀ ବିଷୟରେ ଲୋକଙ୍କୁ ଅବଗତ କରାଇବା ପାଇଁ 'ଗଙ୍ଗା' ବାଲେ ଉପସ୍ଥାପନ କରିଥିଲେ। ସାଂସଦ ତାଙ୍କ ଉପସ୍ଥାପନା ହେତୁ ନିଜକୁ ସମ୍ମାନିତ ଏବଂ ଭାଗ୍ୟବାନ ମନେ କରିଛନ୍ତି।
ଦୀର୍ଘ ୫ ଘଣ୍ଟା ଧରି ସୋ ରୁମ୍ କର୍ମଚାରୀ ଓ ସ୍ନେକ ହେଲପଲାଇନ ସଦସ୍ୟଙ୍କ ଉଦ୍ୟମ ପରେ ସାପଟିକୁ ଗାଡିରୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ ।
ଜୁଲୁସ ଶୋଭାଯାତ୍ରା ଚାଲିଥିବା ବେଳେ ଜଣେ ଯୁବକ ପତାକା ଉଡାଉଥିବା ଅଭିଯୋଗ ହୋଇଥିଲା । ଘଟଣାସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚି ସଂପୃକ୍ତ ଯୁବକଙ୍କୁ ତାଗିଦ କରିବା ସହ ପତାକାକୁ ଜବତ କରିଥିଲା ।
କେଜ୍ରିୱାଲଙ୍କ ଗିରଫଦାରି ପରେ ଆତିଶି ଆପ ସରକାରର ପ୍ରମୁଖ ଚେହେରା ଭାବେ ଉଭା ହୋଇଥିଲେ । ତାଙ୍କ ହାତରେ ଏବେ ଗୁରୁତ୍ବପୂର୍ଣ୍ଣ ୬ଟି ଗୁରୁତ୍ବପୂର୍ଣ୍ଣ ବିଭାଗ ସମେତ ୧୪ଟି ବିଭାଗ ରହିଛି ।
ଅଦିତି ଏବଂ ସିଦ୍ଧାର୍ଥ ଗୁପ୍ତରେ ବାହା ହୋଇଯାଇଛନ୍ତି। ଅଦିତି ଏବଂ ସିଦ୍ଧାର୍ଥ ମଧ୍ୟ ସେମାନଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଆଦିତି ଏବଂ ସିଦ୍ଧାର୍ଥଙ୍କୁ ପାରମ୍ପରିକ ପୋଷାକରେ ଦେଖିବାକୁ ମିଳେ।
ହିତାଧିକାରୀଙ୍କ ମୋବାଇଲକୁ ଫେକ୍ ଲିଙ୍କ୍ ଆସୁଛି। ତେଣୁ ଏଭଳି ଲିଙ୍କରେ କ୍ଲିକ୍ ନକରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରୁ ଜବତ ହେଲା ନକଲି ମଦ । ଅସଲି ବୋତଲରେ ନକଲି ମଦ ପୂରାଇ ବିକ୍ରି କରାଯାଉଥିଲା ।
ଯଦି ଲଗାତାର ଅନେକ ରାତି ଭଲ ନିଦ ନ ହୁଏ, ତେବେ ଚିନ୍ତା, ଉଦାସୀନତା ଏବଂ ସ୍ମୃତି ଶକ୍ତି ହ୍ରାସ ମଧ୍ୟ ହୋଇପାରେ। ତେବେ କିଛି ଥେରାପି ଓ ନିଦ ବଟିକା ମାଧ୍ୟରେ ଏହାର ଚିକିତ୍ସା ହେଉଛି ସତ, କିନ୍ତୁ ଏହା ପ୍ରଭାବଶାଳୀ ନୁହେଁ। ଯୋଗ ଏବଂ ଧ୍ୟାନରୁ ଆମେ ଅଧିକ ଲାଭ ପାଇଥାଉ।
ଚାଣକ୍ୟ କୁହନ୍ତି, ଛାତ୍ରଛାତ୍ରୀ ନିଜର ଭୁଲ ପାଇଁ ସଫଳତାକୁ ଅସଫଳତାରେ ବଦଳାଇ ଦେଇଥାଏ । ତେବେ ଜାଣନ୍ତୁ କେମିତି ପାଇବେ ସଫଳତା...
ଏକ ଭିଡିଓ ଭାଇରାଲ୍ ହେଉଛି, ଯେଉଁଥିରେ ଜଣେ ଭାରତୀୟ ମହିଳାଙ୍କ ଏହି ଅଦ୍ଭୁତ କାମ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ସେ କିପରି ଜଣେ ଝିଅର ଆଖିରେ ପଶିଥିବା ଅଳିଆକୁ ଜିଭରେ ଚାଟି ବାହାର କରୁଛନ୍ତି ତାହା ନିଶ୍ଚିତ ଚକିତ କରିଦେବା ଭଳି।