ରେଭେନ୍ସା ନାଁ ପରିବର୍ତ୍ତନ କରା ନଯିବା ଦାବିରେ ବିଶ୍ୱବିଦ୍ୟାଳୟ ପରିସରରେ ମଶାଲ ଶୋଭାଯାତ୍ରା ଏବଂ କ୍ୟାମ୍ପସରେ ଅଣଛାତ୍ର ପ୍ରବେଶର ଅଭିଯୋଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ।
ପାର୍ବଣ ୠତୁ ପାଇଁ ଚଳଚଞ୍ଚଳ ହୋଇପଡିଛି କଟକ ସହର । ରିହରସାଲରେ ବ୍ୟସ୍ତ ମେଲୋଡି କଳାକାର ।
କାହା ପାଇଁ ପାଉଣା ତୁଚ୍ଛ, କାହା ଆଗରେ ହାରିଯାଇଛି ବୟସ । ଭାସ୍କର, ଡୋମିନିକ୍ ଓ କଳେବର ସାରଙ୍କ ତ୍ୟାଗ ଓ ଉତ୍ସର୍ଗର କାହାଣୀ ।
ତାଳଚେର, ଅନୁଗୁଳଠାରୁ ଆରମ୍ଭ କରି ଭୁବନେଶ୍ବର ପର୍ଯ୍ୟନ୍ତ ଏଭଳି ଠକେଇ କରିଥିବା ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତକୁ ଅଟକ ରଖିବା ସହ ରାହୁଲ ପାଖରୁ ଆଶାୟୀଙ୍କ ସାଟିଫିକେଟ, ବାୟୋଡାଟା ଏବଂ ଚେକକୁ ଜବତ କରିଛି।
ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ । ରେଲ୍ ବ୍ରିଜ୍ ଉପରେ ରହି ବନ୍ୟା ସ୍ଥିତିର ସମୀକ୍ଷା ବେଳେ ମାଡ଼ିଆସିଲା ଯାତ୍ରୀବାହୀ ଟ୍ରେନ୍।
ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୪୪୮ ଜଣଙ୍କ ମୃତ୍ୟୁ ହୋଇଛି। ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ଗତ ୫ ବର୍ଷରେ ୨୬ ହଜାର ୩୧୫ ଜଣ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି।
ପଞ୍ଚାୟତ ଭୋଟ୍ ପୂର୍ବରୁ ଗୋଠ ଏକାଠି ପାଇଁ ନବୀନଙ୍କ ନିର୍ଦ୍ଦେଶ । ସୁପ୍ରିମୋଙ୍କ ନିର୍ଦ୍ଦେଶ ପରେ କସରତ ଚଳାଇଛି ବିଜେଡି ।
ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁଦିବସ ଅବସରରେ ଓଟିଭିକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୁଭଦ୍ରା ସହ ରାସନକାର୍ଡ E-KYC ପାଇଁ ଜମୁଛି ଗହଳି । ଅଧୈର୍ଯ୍ୟ ହୋଇ ଅଯଥା ଭିଡ଼ ନକରିବାକୁ ପ୍ରଶାସନର ଅପିଲ ।
ପୋଲିସ ସହାୟତା ଲୋଡ଼ିଲେ ରେଭେନ୍ସା କର୍ତ୍ତୃପକ୍ଷ । ବିତର୍କ କମ୍, ବଢିଲା ଗୋଳିଆପାଣିରୁ ଫାଇଦା ନେବା ପ୍ରତିଯୋଗିତା ।
ଝାରପଡା ଜେଲ କଏଦୀ ଆକ୍ରମଣ ଘଟଣାରେ ତଦନ୍ତ ରିପୋର୍ଟ ହୋଇଛି ଦାଖଲ। ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନିକଟରେ ରିପୋର୍ଟ ଦାଖଲ କରିଛନ୍ତି ଡିଆଇଜି ଅନୁସୂୟା ଜେନା।
ଆନ୍ଧ୍ର ଓ ତେଲେଙ୍ଗାନାରେ ବନ୍ୟାଞ୍ଚଳରେ ରିଲିଫ କାର୍ଯ୍ୟରେ ସାମିଲ ଥିଲା ହେଲିକପ୍ଟର । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ ।
କଟକ ଡିସିପିଙ୍କୁ ଚିଠି ଲେଖି ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ଅନୁରୋଧ କରିଛନ୍ତି ରେଭେନ୍ସା ରେଜିଷ୍ଟ୍ରାର।
ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଖାଇ ଅବସରରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।
ରବୀନ୍ଦ୍ର ଜାଡେଜା ରାଜନୀତିରେ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି । ତେବେ ବିଜେପିରେ ତାଙ୍କର ଭୂମିକା କ’ଣ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
ମାତ୍ର କେଇଟା ସେକେଣ୍ଡ । ଚାହୁଁ ଚାହୁଁ ଲୁଟ୍ ହୋଇଗଲା ୫ ଲକ୍ଷ ଟଙ୍କା । ଗଣେ ବୃଦ୍ଧ ଦମ୍ପତିଙ୍କ ଠାରୁ ୫ ଲକ୍ଷ ଟଙ୍କାର ଗହଣା ଲୁଟି ଚମ୍ପଟ ମାରିଲା ଲୁଟେରା ।
ପ୍ରଧାନମନ୍ତ୍ରୀ ଲେଖିଛନ୍ତି, CII ଏଣ୍ଟରପ୍ରାଇଜେସ୍ ସିଙ୍ଗାପୁର ଇଣ୍ଡିଆ ପ୍ରୋଗ୍ରାମରେ ଆସିଥିବା ଓଡ଼ିଶାର ବିଶ୍ୱ ଦକ୍ଷତା କେନ୍ଦ୍ରର ଇଣ୍ଟର୍ଣ୍ଣଙ୍କ ସହ କଥା ହେଲି । AEM ହୋଲ୍ଡିଂସରେ କାମ କରୁଥିବା ଭାରତୀୟ ଇଞ୍ଜିନିୟର ଟିମକୁ ବି ଭେଟିଲି।
ଆମ୍ୱୁଲାନ୍ସ ଭିତରେ ମହିଳାଙ୍କୁ ଅସାଦାଚରଣ । ବିରୋଧ କରିବାରୁ ଅକ୍ସିଜେନ ସପୋର୍ଟ କାଢ଼ି ଅସୁସ୍ଥ ସ୍ୱାମୀଙ୍କୁ ଗାଡ଼ିରୁ ଫିଙ୍ଗିଦେଲେ ।
ଝାରପଡ଼ା ଜେଲ୍ ରେ ବନ୍ଦୀଙ୍କୁ ହାଇଦର ପୁଅ ଓ ସାଥୀଙ୍କ ଆକ୍ରମଣ ଘଟଣା । ଆକ୍ରମଣ ପରେ ହେଉଥିବା ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ଆହତ। ଜେଲରୁ ଅଡିଓ ଜାରି କଲେ ଆହତ ବନ୍ଦୀ ସୌମ୍ୟକାନ୍ତ ମହାନ୍ତି ।
ବିଜେଡିକୁ କାଉଣ୍ଟର କରିଥିଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଥିଲେ, କେନ୍ଦ୍ରମନ୍ତ୍ରୀଙ୍କ ମତ ବ୍ୟକ୍ତିଗତ । ଓଡ଼ିଶାବାସୀ ଗ୍ରହଣ କରିଛନ୍ତି । ଯେଉଁମାନେ ରିମୋର୍ଟରେ ପରିଚାଳିତ ହେଉଛନ୍ତି ସେମାନେ ବିରୋଧ କରୁଛନ୍ତି ।
ଚଳିତ ବର୍ଷ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଛାତ୍ରଛାତ୍ରୀ ।
୧୦ ବର୍ଷ ଭିତରେ ଅପଡେଟ କରିନାହାନ୍ତି ତେବେ ଏହାକୁ ଅପଡେଟ କରିବା ଜରୁରୀ। ଏଥିପାଇଁ ପରିଚୟ ପ୍ରମାଣ ଓ ଠିକଣାର ଦସ୍ତାବିଜ ଦାଖଲ କରିବାକୁ ପଡ଼ିବ ।
ବସରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ମହିଳା । ସାହା ହେଲେ ବସରେ ଆସୁଥିବା ଡାକ୍ତର । ରାୟଗଡ଼ା ଜିଲ୍ଲା ଗୁଣୁପୁର ଅଞ୍ଚଳର ଘଟଣା । ପାରଳାଖେମୁଣ୍ଡିରୁ ନବରଙ୍ଗପୁର ଯାଉଥିଲା ବସ । ଡାକ୍ତର ଅରୁଣ ନାୟକ ଓ ସୁନୀତା ମଲିକଙ୍କୁ ପ୍ରଶଂସା।
ଯାଜପୁର ଧର୍ମଶାଳା ଥାନା ରଥିଆ ଗାଁ ନିକଟ ନାଳରୁ ନିଖୋଜ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ୩ ତାରିଖରୁ ନିଖୋଜ ଥିଲେ ଅଭୟପୁରର ରୁଦ୍ର ପ୍ରସାଦ ବେହେରା। ରୁଦ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।
୨୦୨୩-୨୪ ଆର୍ଥିକ ବର୍ଷରେ କ୍ରୀଡାବିତମାନେ ଦେଇଥିବା ଟ୍ୟାକ୍ସ ଉପରେ ଏକ ରିପୋର୍ଟ ପ୍ରକାଶ କରିଛି ଫର୍ଚୁନ ଇଣ୍ଡିଆ। ତେବେ ଆସନ୍ତୁ ଜାଣିବା କେଉଁ ଖେଳାଳି ଦେଇଛନ୍ତି ସର୍ବାଧିକ ଆୟକର ...