ଆଜି ଭାରତ ପାଇଁ ଏକ ସ୍ମରଣୀୟ ତଥା ଐତିହାସିକ ଦିନ। ୨୫ ବର୍ଷ ତଳେ ଯୁଦ୍ଧଭୂମିରେ ଶତ୍ରୁକୁ ଧୂଳି ଚଟାଇ, ଅସୀମ ଶୌର୍ଯ୍ୟ ଓ ପରାକ୍ରମର ପରିଚୟ ଦେଇଥିଲା ଭାରତୀୟ ସେନା।
ରତ୍ନଭଣ୍ଡାର ଦୂରାବସ୍ଥାକୁ ନେଇ ମଧ୍ୟ କହିଛନ୍ତି ଜଷ୍ଟିସ୍ ବିଶ୍ୱନାଥ ରଥ । ଭଣ୍ଡାର ଖୋଲୁ ଖୋଲୁ ଆମେ ଯାହା ଦେଖିଲୁ ଦୂରାବସ୍ଥା ଭଳି ଲାଗିଲା । ରତ୍ନଭଣ୍ଡାର ଏମିତି ରହିବା କଥା ନୁହେଁ ବୋଲି ଆମର ହୃଦବୋଧ ହେଲା ।
ବିଶ୍ବସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବଜେଟରେ ବ୍ୟୟବରାଦ ହୋଇଛି । ସେହିପରି ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ ହୋଇଛି ।
ଆଉ ଦରବୃଦ୍ଧି କାରଣ କ’ଣ, ବୁଝିବା ପୂର୍ବରୁ ଏବେ ୪୫ ଟଙ୍କାରେ ପହଞ୍ଚିଗଲାଣି । ଯେହେତୁ ରୋଷେଇ ଘର ପାଇଁ ଆଳୁ ନିହାତି ଆବଶ୍ୟକ, ଦର ବଢ଼ିଲେ ବି ଅଧିକ ପଇସା ଦେଇ କିଣିବାକୁ ଖାଉଟି ବାଧ୍ୟ ।
ଗୁଗୁଲ୍ ମ୍ୟାପରେ ଯୋଡ଼ିହେବାକୁ ଯାଉଛି ନୂଆ ଫିଚର୍ । ଅଣଓସାରିଆ ଓ ଭିଡ଼ ରାସ୍ତା ବଦଳରେ ଭଲ ରାସ୍ତାରେ ବାଟ କଢ଼େଇନେବ ଗୁଗୁଲ୍ ମ୍ୟାପ୍ । ରାସ୍ତାରେ ଫ୍ଲାଏଓଭର ପଡ଼ିଲେ ପୂର୍ବରୁ ଜାଣିପାରିବେ ଡ୍ରାଇଭର ।
ସ୍ୱାମୀର ପରକୀୟା ପ୍ରେମରେ ଉଜୁଡ଼ିଗଲା ସାମ୍ବାଦିକା ପତ୍ନୀର ସଂସାର । ନିର୍ଯାତନାର ଲୁହଭିଜା ଭିଡ଼ିଓ ଜାରି କରିବା ପରେ ମିଳିଲା ମୃତଦେହ । ବାୟୁସେନାରେ କାର୍ଯ୍ୟରତ ସ୍ୱାମୀଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍ ।
ପୂର୍ବ ୟୁପିଏ ସରକାରଙ୍କୁ ଟାର୍ଗେଟ କରିବା ସହ ସାଂସଦ ବୈଜୟନ୍ତ ପଣ୍ଡା ଆହୁରି କହିଛନ୍ତି ଯେ, ୟୁପିଏ ସମୟରେ ବଜେଟରେ ଓଡ଼ିଶାକୁ ଉପେକ୍ଷା କରାଯାଉଥିଲା ।
ଭୁବନେଶ୍ବରରେ ୨ଟି ଆଲିସାନ କୋଠା ଓ ପୁରୀରେ ୨ଟି ଫ୍ଲାଟ୍ । ଏଯାବତ୍ ଠାବ ହେଲାଣି ୩୪ ପ୍ଲଟ୍, ୯ଟି ସ୍ଥାନରେ ହୋଇଥିଲା ରେଡ୍ ।
ଭାରତ ସରକାରଙ୍କ ଫୋକସରେ ଖେଲୋ ଇଣ୍ଡିଆ । କ୍ରୀଡା ବଜେଟରେ ଖେଲୋ ଇଣ୍ଡିଆକୁ ମିଳିଲା ସିଂହଭାଗ ରାଶି ।
ବଢିଲା ଭତ୍ତା । ସାମାଜିକ ସୁରକ୍ଷା ଭତ୍ତା ବଢାଇଲେ ସରକାର । ସାମାଜିକ ସୁରକ୍ଷା ଭତ୍ତା ହେବ ୩ ହଜାର ୫ଶହ ଟଙ୍କା ।
ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।
ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ଯୋଗୁ ଏବେ ଓଡ଼ିଶା ବଜାରରେ ଆଳୁ ଅମୂଲମୂଲ । ୪ ଦିନ ହେଲା ଓଡ଼ିଶା ବଜାରକୁ ଆସୁନି ଆଳୁ ।
ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।
୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।
ରାଷ୍ଟ୍ରପତି ଭବନରୁ ହଟିଲା ବ୍ରିଟିଶ୍ ଛାପ । ବଦଳିଲା ରାଷ୍ଟ୍ରପତି ଭବନର ଐତିହାସିକ ଦରବାର୍ ହଲ୍ ଓ ଅଶୋକ ହଲ୍ର ନାମ ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଛାଡପତ୍ର ପରେ ନତାଶା ଷ୍ଟାନକୋଭିକ୍ ତାଙ୍କ ଇନଷ୍ଟାଗ୍ରାମରେ ପ୍ରଥମ ପୋଷ୍ଟ ସେୟାର କରିଥିଲେ । ଫଟୋରେ ନତାଶା, ଅଗସ୍ତ୍ୟଙ୍କ ସହିତ ସର୍ବିଆର ଥିମ୍ ପାର୍କରେ ବୁଲୁଥିବା ଦେଖିବାକୁ ମିଳିଛି । ସେ ତାଙ୍କ ପୁଅ ସହିତ ବିଭିନ୍ନ ପୋଜରେ ଫଟୋ କ୍ଲିକ୍ କରିଥିବା ଦେଖିବାକୁ ମିଳିଛି ।
ଦିଲ୍ଲୀ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଇଥିଲେ ରାଷ୍ଟ୍ରପତି।
ଆପଣ ଆର୍ଥିକ ଦୃଷ୍ଟିରୁ ଅସୁବିଧାରେ ଅଛନ୍ତି କିମ୍ବା ନଜର ଖର୍ଚ୍ଚ ହ୍ରାସ କରିବାକୁ ଚାହୁଁଛନ୍ତି, ତେବେ କମ୍ରୁ କମ୍ ଜିନିଷ ସହିତ ବଞ୍ଚିବା ଶିଖନ୍ତୁ । ଏହା ଆପଣଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ଏହା ଏକ ଭଲ ଉପାୟ ।
ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ ହୋଇଛନ୍ତି। ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ।
କର୍ମଚାରୀମାନେ ନିଜର ଯୋଗ୍ୟତା ମାନଦଣ୍ଡକୁ ପୂରଣ କରି ପଦୋନ୍ନତି ପାଇଁ ବିବେଚିତ ହେବା ସେମାନଙ୍କ ଅଧିକାର । କୌଣସି କର୍ମଚାରୀଙ୍କର ପଦୋନ୍ନତି ନକରିବା ତାହା ତାଙ୍କର ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରେ ।
Chanakya Niti: ଜଣେ ବ୍ୟକ୍ତି ଆଚାର୍ଯ୍ୟ ଚାଣକ୍ୟଙ୍କ ଦ୍ୱାରା ନୀତିର ଉଲ୍ଲେଖ କରାଯାଇଥିବା ଜିନିଷଗୁଡିକ ଅନୁସରଣ କରନ୍ତି, ସେତେବେଳେ ତାଙ୍କୁ ସଫଳ ହେବା ଏବଂ ସୁଖମୟ ଜୀବନଯାପନ କରିବାକୁ କେହି ଅଟକାଇ ପାରିବେ ନାହିଁ ବୋଲି କୁହାଯାଏ ।
ରାଜ୍ୟ ସରକାରଙ୍କ ଜଏଣ୍ଟ ସେକ୍ରେଟାରୀ ଭାବେ ଦାୟିତ୍ୱ ସଂଭାଳିବେ । ଦେବ ପ୍ରସାଦ ଦାଶଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ନିଯୁକ୍ତି ଦିଆଯାଇଛି ।
ବାଜିଲା ସାହାନାଇ... ପଡ଼ିଲା ହାତଗଣ୍ଠି । ଗ୍ରାମ ଦେବୀଙ୍କୁ ସାକ୍ଷୀ ରଖି ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ପୁଅକୁ ନେପାଳୀ ଝିଅ ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଆଜିକାଲି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି । କିଛି ଦିନ ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଘୋଷଣା କରିଥିଲେ ।