ଏବେ ପ୍ରାୟ ଘରେ ଘରେ ଥଣ୍ଡା ଜର ଦେଖିବାକୁ ମିଳୁଛି। ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ ଯୋଗ ମାଧ୍ୟମରେ ଥଣ୍ଡା-କାଶ-ଜର ଆଦିର ସ୍ଥାୟୀ ଚିକିତ୍ସା କରାଯାଇ ପାରେ ବୋଲି। ତେବେ ଏସବୁରୁ ମୁକ୍ତି ପାଇବା ପାଇଁ ଅନେକ ଯୋଗ ଅଭ୍ୟାସ ଥିବା ବେଳେ ଆଜି ଆମେ ଆପଣଙ୍କୁ କିଛି କହିବୁ। ଆସନ୍ତୁ ସେ ବିଷୟରେ ଜାଣିବା।
ଓଡ଼ିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି ।
ଗୌତମ ଓ ମାନ୍ୟା ୬ମାସ ତଳେ ପରିବାର ଲୋକଙ୍କ ସହମତି ବିନା ବିବାହ କରିଥିଲେ। ଏହାପରେ ସେମାନେ ନିଜ ନିଜ ପରିବାର ଲୋକଙ୍କ ସହ ରହିଆସୁଥିଲେ।
ସ୍ବାୟତ୍ତ ଶାସନ ଦିବସରେ ଯାଜପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ବିଜେପି ସାଂସଦ ରବି ନାରାୟଣ ବେହେରା ଓ ବିଜେଡି ବିଧାୟକ ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ।
ପ୍ରଥମ ଥର ପାଇଁ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପତ୍ନୀ। ଏପରି ଏକ ବିରଳ ଘଟଣା କେରଳ ଇତିହାସରେ ଘଟିଛି ।
T.E.Ravenshaw ବା ଟମାସ୍ ଏଡଵାର୍ଡ ରେଭେନ୍ସା । ଯାହାଙ୍କ ପାଇଁ କଟକ ମାଟିରେ ଠିଆ ହୋଇଛି ଓଡ଼ିଶାର ପ୍ରସିଦ୍ଧ ରେଭେନ୍ସା ବିଶ୍ବ ବିଦ୍ୟାଳୟ ।
ବ୍ରାଜିଲରେ ଜନ୍ମିତ ସୁଲେନ ବର୍ତ୍ତମାନ ଲଣ୍ଡନରେ ବାସ କରୁଛନ୍ତି। କିନ୍ତୁ ନିକଟରେ ସେ ଛାଡପତ୍ର ବିଷୟରେ ପ୍ରକାଶ କରିଛନ୍ତି। ଏହାର କାରଣ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ।
ଖାଲି ନାଗ ସାପ ନୁହେଁ ଏମିତି ୮ ପ୍ରକାରର ବିଷାକ୍ତ ସାପ ପୂରା ଢେଙ୍କାନାଳ ଜିଲ୍ଲାରେ ଚିନ୍ତା ବଢ଼ାଇଲେଣି । କାରଣ ଗତ ୫ ବର୍ଷ ମଧ୍ୟରେ ସର୍ପାଘାତ ଜନିତ ମୃତ୍ୟୁ ସଂଖ୍ୟା ୧୭୫ରେ ପହଞ୍ଚିଲାଣି ।
ନନ୍ଦନକାନନରେ ଗୋଟିଏ ମାତ୍ର ଜିରାଫ୍-ଖୁସି ରହିଛି। ଖୁସିକୁ ଦୁଇ ଜଣ ବନ୍ଧୁ ମିଳିବା ପରେ ନନ୍ଦନକାନନରେ ଜିରାଫ୍ ସଂଖ୍ୟା ୩ କୁ ବୃଦ୍ଧି ପାଇଛି।
ପୂର୍ବରୁ ବୃଦ୍ଧାବସ୍ଥାରେ ହୃଦଘାତ ରୋଗ ଦେଖାଯାଉଥିଲା, କିନ୍ତୁ ଆଜିକାଲି ଯୁବକମାନଙ୍କ ମଧ୍ୟରେ ବି ହୃଦଘାତର ଆଶଙ୍କା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ ଏଠାରେ ପ୍ରଶ୍ନ ଉଠେ, ଦୁର୍ବଳ ହୃଦୟର ପରିଚୟ କ’ଣ? ଶରୀରରେ କେଉଁ ଲକ୍ଷଣରୁ ଏହା ଜଣାପଡିବ? ଆସନ୍ତୁ ଏ ବିଷୟରେ ଜାଣିବା।
ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ରେଡ୍ ମାରିଛି ଭିଜିଲାନ୍ସ ।
ବର୍ତ୍ତମାନ ସୁଦ୍ଧା ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଭାରତ ନିଜ ନାଁରେ ୭ଟି ପଦକ କରିଛି। ଏହା ଭିତରେ ରହିଛି ଗୋଟିଏ ସ୍ବର୍ଣ୍ଣ ଦୁଇଟି ରୌପ୍ୟ ଓ ୪ଟି ବ୍ରୋଞ୍ଜ।
ବିଳମ୍ବିତ ନ୍ୟାୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ନେଇ ଜୋର୍ଦାର ପ୍ରତିବାଦ ଚାଲିଥିବା ବେଳେ ତ୍ବରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ବ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
କୋଲକାତା ଆରଜି କର ମେଡିକାଲ୍ କଲେଜରେ ଦୁଷ୍କର୍ମ ଓ ହତ୍ୟା ମାମଲା। ତଦନ୍ତକୁ ଆହୁରି ବ୍ୟାପକ କରିଛି ସିବିଆଇ।
ରାଜ୍ୟରେ ହାତୀ ମୃତ୍ୟୁ ବଢିବାରେ ଲାଗିଛି। ଆଜି ପୁଣି ୨ଟି ହାତୀ ଶାବକଙ୍କର ମୃତ୍ୟୁ ଘଟିଛି।
ନିକଟରେ ଟେଲିକମ୍ କମ୍ପାନୀଗୁଡିକ ସେମାନଙ୍କର ରିଚାର୍ଜ ମୂଲ୍ୟକୁ ବହୁଗୁଣିତ କରିଦେଇଛନ୍ତି। ଏହି କାରଣରୁ, ଲୋକଙ୍କୁ ବର୍ତ୍ତମାନ ଡାଟା ବ୍ୟବହାର କରିବାକୁ ଅଧିକ ଟଙ୍କା ଦେବାକୁ ପଡୁଛି। ଯଦି ଆପଣ ଏହି ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି, ତେବେ ପଢନ୍ତୁ…
ଦେଖିଲେ ଲାଗୁଛି ଯେପରି ସିଧା କୌଣସି ହଲିଉଡ୍ ସାଇ-ଫାଇ ମୁଭିର ସ୍ପେଶ୍ ସିପ୍। କିନ୍ତୁ ଏହା କୌଣସି କଳ୍ପନା ନୁହେଁ, ବନ୍ଦେ ଭାରତ ହାଇ-ସ୍ପିଡ୍ ଟ୍ରେନର ଭିତରର ଦୃଶ୍ୟ ସାମ୍ନକୁ ଆସିଛି।
କିଏ ୨୫ ଲକ୍ଷ ଋଣ କରିଥିଲା ତ କିଏ କୋଟିଏରୁ ଅଧିକ। କୁକୁଡା ଚାଷ ପାଇଁ ବ୍ୟାଙ୍କରୁ ଋଣ ଆଣି ଦିନ ରାତି ଖଟୁଥିଲା ଫାର୍ମରେ। କୁକୁଡାଙ୍କୁ ବିକ୍ରି କରି ଟଙ୍କା ପାଉଥିଲା ସତ, ହେଲେ ସେମାନେ ଥିଲେ ତାର ପରିବାର।
ମୋଗଲ ଆକ୍ରମଣ ବେଳେ ଚଟାଣ ତଳେ ଲୁଚାଯାଇଛି କି ରତ୍ନ ଅଳଙ୍କାର ? ଏ ପ୍ରଶ୍ନର ଉତ୍ତର ଯେ ପର୍ଯ୍ୟନ୍ତ ନ ମିଳିଛି ସେ ଯାଏଁ ଝୁଲି ରହିପାରେ ରତ୍ନଭଣ୍ଡାର ମରାମତି।
ଦୁର୍ନୀତି ଓ ହରିଲୁଟରେ ଛନ୍ଦି ହୋଇପଡ଼ିଛି କି ଯାଜପୁର ଜିଲ୍ଲା ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ? ଅଣ ଓଡ଼ିଆ ଠିକାଦାରଙ୍କୁ ପୋଷିବା ପାଇଁ ପୂର୍ବ ବିଜେଡି ସରକାର କରିଥିଲେ କି ଗଳାବାଟ ?
ବହୁ ପ୍ରତୀକ୍ଷିତ, ସୁଭଦ୍ରା ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ । ଏଥିପାଇଁ ଅଙ୍ଗନବାଡି କେନ୍ଦ୍ରକୁ ଯାଇ ଆପଣ ଫର୍ମ ଆଣିପାରିବେ, ନଚେତ୍ ଆଙ୍ଗନବାଡି ଦିଦିମାନେ ବି ଘରକୁ ଘର ଯାଇ ଫର୍ମ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ରେଭେନ୍ସା ନାମ ପରିବର୍ତ୍ତନ ହେବା ଦରକାର ବୋଲି ଗତକାଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମତ ରଖିବା ପରେ, ଏହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି।
କୋଲକାତା ଆରିଜି କର ମେଡକାଲ କଲେଜର ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ସହ ହତ୍ୟା ଘଟଣା ମନରୁ ନ ଲିଭୁଣୁ ପୁଣି ଏଭଳି ଅସଦାଚରଣ ନେଇ କ୍ଷୋଭ ପ୍ରକାଶ ପାଇଛି।
ଫେସବୁକରେ ନିଜକୁ ଇନ୍ସପେକ୍ଟର ଭାବେ ପରିଚୟ ଦେଇ ଜଣେ ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ।