ଘର ପୁରୁଣା ହୋଇଗଲେ କାନ୍ଥ କଳାପଡି ଚିହ୍ନ ହୋଇଯାଏ। ପ୍ରତିବର୍ଷ ଘରକୁ ରଙ୍ଗ କରିବା ଏକ ମହଙ୍ଗା କାର୍ଯ୍ୟ। ଏପରି ପରିସ୍ଥିତିରେ, କିଛି ଘରୋଇ ଉପଚାର ମାଧ୍ୟମରେ ବି କାନ୍ଥକୁ ସଫା କରି ଚକ୍ଚକ୍ କରିହେବ। ତେବେ ଆସନ୍ତୁ ସେମିତି କିଛି ଟିପ୍ସ ଉପରେ ନଜର ପକେଇବା।
ମାସ ଆରମ୍ଭରୁ ମହଙ୍ଗା ମାଡ଼। ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ୍ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେବ ପଞ୍ଜିକରଣ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ବେଳେବେଳେ ଏମିତି ହୁଏ ଯେ ପିଲା ଘଣ୍ଟା ଘଣ୍ଟା ଧରି ପାଠ ପଢନ୍ତି ସତ କିନ୍ତୁ କିଛି ମନେରଖି ପାରନ୍ତି ନାହିଁ କିମ୍ବା ରିଭିଜନ ସମୟରେ ସେ ସବୁକିଛି ମନେ ରଖିଥାନ୍ତି କିନ୍ତୁ ଯେତେବେଳେ ତାଙ୍କୁ ପରୀକ୍ଷା କରାଯାଏ କିମ୍ବା ପରୀକ୍ଷାରେ ଲେଖିବାବେଳେ ଏହାକୁ ଭୁଲିଯାଆନ୍ତି। ଶିଖାନ୍ତୁ ଏହି ଯୋଗାସନ।
‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ ।
ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥାଇପାରେ ସୁଡ଼ଙ୍ଗ ଓ ଗୁପ୍ତଭଣ୍ଡାର । ଏହାର ସନ୍ଧାନ ପାଇଁ ନନ୍-ପେନିଟ୍ରେଟିଂ ସର୍ଭେ କରିବାକୁ ଯୋଜନା ଅଛି। ଏହା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଛତୁଆକୁ ନେଇ ବିଧାନସଭାରେ ଗଭୀର ଉଦବେଗ। ସାରା ରାଜ୍ୟରେ ବର୍ଷ ବର୍ଷ ଧରି ଛତୁଆ ମହାଦୁର୍ନୀତି ବରଗଛ ଚେର ଭଳି ମାଡ଼ି ରହିଥିବା ବେଳେ ଆଜି ଗୃହରେ ଉଠିଛି ଏ ପ୍ରସଙ୍ଗ।
ତେଜିଲା ରେଭେନ୍ସା ନାମକରଣ ବିବାଦ। ଓଡ଼ିଆ ଅସ୍ମିତା ପାଇଁ ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମତ ରଖିବା ପରେ, ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ।
କିଏ କହିଲେଣି ଅଣ୍ଡା ଖାଇବାକୁ ଡର ଲାଗୁଛି ତ ଆଉ କିଏ ପରାମର୍ଶ ଦେଲେଣି, କିଛି ଦିନ ପାଇଁ ଚିକେନ୍ ଛାଡ଼ି ଦେବାକୁ। ଆମିଷ ପ୍ରେମୀ ଚିନ୍ତାରେ, ବ୍ୟବସାୟୀ ବି ଘାଟାରେ।
ନିଶା ନିବାରଣ ପାଇଁ ଆରମ୍ଭ ହେଲା ନିୟନ୍ତ୍ରଣ। ମୋହନ ସରକାରର ପ୍ରଥମ ଅବକାରୀ ନୀତିରେ ନିଶା ନିୟନ୍ତ୍ରଣକୁ ଦିଆଯାଇଛି ଗୁରୁତ୍ବ।
ଅଘଟଣର ଦେଢ଼ମାସ ପରେ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା ହେବା ନେଇ ଆଜି ସୂଚନା ଦେଇଛନ୍ତି ଆଇମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ପ୍ରତିକାର ପୂଜା ଲାଗି ମୁକ୍ତିମଣ୍ଡପ ପଣ୍ଡିତ ସଭା ସହ ସହ କଥାବାର୍ତ୍ତା ହୋଇଛି।
ମହିଳା ବିରୋଧୀ ଅପରାଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦବେଗ । ସୁପ୍ରିମକୋର୍ଟକୁ ୭୫ ବର୍ଷ ପୂର୍ତ୍ତି ଅବସରରେ ଉଦବେଗ ପ୍ରକାଶ କଲେ । ମହିଳା ବିରୋଧୀ ଅପରାଧର ତ୍ବରିତ ଶୁଣାଣି ଆବଶ୍ୟକ କହିଲେ ।
ଅଭିନେତା ଚିରାଗ ପାସ୍ୱାନଙ୍କ ସହ କଙ୍ଗନାଙ୍କ ଫଟୋ ଭାଇରାଲ ହେବା ପରେ ଅଭିନେତ୍ରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହାକୁ ନେଇ ସେ କ’ଣ କହିଛନ୍ତି ଜାଣନ୍ତୁ।
ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ୍ ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ପ୍ରସ୍ତାବ । ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବୈଜୟନ୍ତ ।
ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କରୁଥିଲେ କ’ଣ ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ପଚାରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ବେହାଲ ଆନ୍ଧ୍ରପ୍ରଦେଶ। ରାଜ୍ୟରେ ବନ୍ୟା ସ୍ଥିତି ଦେଖାଦେଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ । ଭୁବନେଶ୍ବରରେ ଜଳବନ୍ଦୀ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଭୁବନେଶ୍ବର ପ୍ରକୃତରେ ସ୍ମାର୍ଟ କି ବୋଲି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ ।
ଓଡ଼ିଶା ହାଇକୋର୍ଟରେ ଚାକିରି ସୁଯୋଗ। ଏନେଇ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
କଟକ ବକ୍ସିବଜାର ଛକରେ ବକ୍ସି ଜଗବନ୍ଧୁଙ୍କ ମୂର୍ତ୍ତି ଅନାବରଣ ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି କର୍ମୀ।
ରାଜ୍ୟରେ ଖୋଲିବ ଆଉ ୨୫ଟି ନୂଆ ଅବକାରୀ ଥାନା । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣ । ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି ।
ବିଧାୟକ ସନାତନ ମହାକୁଡ଼ଙ୍କ ଲିଖିତ ପ୍ରଶ୍ନ ଉତ୍ତରରେ ସମ୍ପୂର୍ଣ୍ଣ ନିଶା ନିବାରଣ ନେଇ କୌଣସି ଯୋଜନା ନଥିବା କହିଛନ୍ତି ମନ୍ତ୍ରୀ । ମଦ୍ୟପମାନଙ୍କୁ ପଞ୍ଜୀକରଣ କରି ବୀମାଭୁକ୍ତ କରିବା ବ୍ୟବସ୍ଥା ବି ନାହିଁ’।
ଆପ୍ ନେତା ରାଘବ ଚଢାଙ୍କ ସହ ଇଂଲଣ୍ଡରେ ମସ୍ତି କରୁଛନ୍ତି ପରିଣୀତି ଚୋପ୍ରା। ପରିଣୀତି ଇନ୍ଷ୍ଟାଗ୍ରାମ୍ରେ ଏହା ଏକ ରିଲ୍ ଶେୟାର କରିଛନ୍ତି। ଏହି ରିଲ୍ରେ ପ୍ରଶଂସକମାନେ ତାଙ୍କର କିଛି ଅଣଦେଖା ଫଟୋ ଏବଂ କ୍ଲିପଗୁଡିକର ସଂଗ୍ରହ ଦେଖିପାରିବେ।
ଖାଉଟି ଅଦାଲତରେ ଆପର୍ଟମେଣ୍ଟ ମାଲିକ ଯୋଗେନ୍ଦ୍ର ସାଇଙ୍କୁ ଝଟକା । ଯୋଗେନ୍ଦ୍ର ସାଇଙ୍କୁ କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ଖାଉଟି ଅଦାଲତ ୩୦ ଲକ୍ଷ ୮୦ ହଜାର ଟଙ୍କା ମାସକ ମଧ୍ୟରେ ଫେରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।