ପାରାଦୀପ ଇମିଗ୍ରେସନ ପକ୍ଷରୁ ଜାହାଜକୁ ନୋଟିସ୍ କରାଯାଇଛି। ଜାହାଜରୁ କାହାକୁ ଓହ୍ଲାଇବାକୁ ଅନୁମତି ଦିଆଯାଉନି । ତନାଘନା କରୁଛି ଇମିଗ୍ରେସନ ବିଭାଗ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସାକ୍ଷରତା ଓ ପ୍ରାଥମିକ ଶିକ୍ଷା ବର୍ତ୍ତମାନ ଏକ ସମସ୍ୟା ହୋଇନାହିଁ। ଆମେ ଯୁବବର୍ଗଙ୍କୁ କିଭଳି ସାଧାରଣ ଶିକ୍ଷା ପରେ ଦକ୍ଷତା ବୃଦ୍ଧି କରିବା ତାହା ଉପରେ ଅଧିକ ଧ୍ୟାନ ଦେବାକୁ ପଡିବ।
ଛତୁଆ ମାନକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍ବେଗ । ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।
ଭୁବନେଶ୍ବର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପୁଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି । ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରିଛି ବିଏମସି ।
ମାଓ ବିରୋଧୀ ଅପରେସନ ବେଳେ ୩ ମାଓବାଦୀ ନିପାତ । ଛତିଶଗଡ଼ରେ ଚାଲିଥିଲା ମାଓ ବିରୋଧୀ ଅପରେସନ । ଗୁଳିବିନିମୟରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି ।
ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ରେଡ୍ ଟିମ୍। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଛି।
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
ତ୍ରୁଟିପୂର୍ଣ୍ଣ ହେଲିକପ୍ଟରକୁ ଆଜି ସକାଳ ପ୍ରାୟ ୭ଟା ସମୟରେ MI 17 ହେଲିକପ୍ଟର ଯୋଗେ ଗୌଚାର ଏୟାରଷ୍ଟ୍ରିପକୁ ମରାମତି ପାଇଁ ନିଆଯାଉଥିଲା। ତେବେ ବାୟୁସେନା ହେଲିକପ୍ଟର ଭାରସାମ୍ୟ ହରାଇ ବସିଥିଲା।
ସାବତ ଝିଅକୁ ବିବାହ କରିବା ପାଇଁ ନିଜ ସ୍ତ୍ରୀକୁ ବିଷ ଦେଇ ହତ୍ୟା ଉଦ୍ୟମ। ଆମେରିକାର ଇଣ୍ଡିଆନାର ଏହି ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ନିର୍ଧୁମ ଛେଚିବ । ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେ ପୁଅ ହୁଅନ୍ତୁ କି ଝିଅ କିଛି ଲୋକଙ୍କ ପେଟ ହାଣ୍ଡି ପରି ଗୋଲ ହୋଇଯାଇଥାଏ ତ ପୁଣି କାହାର ଓହଳି ପଡିଥାଏ। ଏହା ସମସ୍ତଙ୍କୁ ଖରାପ ଦେଖାଯାଏ। ତେବେ ଏଭଳି ପେଟରୁ ଚର୍ବିକୁ ତରଳାଇବା ପାଇଁ ଏମିତି କିଛି ସରଳ ଟିପ୍ସ ମଧ୍ୟ ଅଛି, ଯାହାକୁ ଆପଣେଇ ଏହି ସମସ୍ୟାକୁ ସମାଧାନ କରାଯାଇ ପାରିବ।
ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହରେ ତଦନ୍ତ ଆରମ୍ଭ କଲା ପୋଲିସ୍ । ମହିଳା ଜଣକ ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳର ସୂଚନା
ଅଭିଯୋଗକାରିଣୀଙ୍କ ଆତ୍ମହତ୍ୟା ଉଦ୍ୟମ । ପୁରୁଷ ବନ୍ଧୁଙ୍କ ବିରୋଧରେ ଆଣିଥିଲେ ଦୁଷ୍କର୍ମ ଅଭିଯୋଗ । କୋର୍ଟ ପୁରୁଷ ବନ୍ଧୁଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ । ନିର୍ଦ୍ଦୋଷରେ ଖଲାସ ଖବର ଶୁଣି ଆତ୍ମହତ୍ୟା ଉଦ୍ୟମ କଲେ
ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲିବ ସେନେଇ ନିଷ୍ପତ୍ତି ହୋଇନି। ଖୁବଶୀଘ୍ର କାର୍ଯ୍ୟ ସରିବା ପରେ ଭକ୍ତଙ୍କ ପାଇଁ ଖୋଲି ପାରେ ଗୁଣ୍ଡିଚା ମନ୍ଦିର।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବୈବାହିକ ଜୀବକୁ ଉନ୍ନତି କରିବା ପାଇଁ ମଧ୍ୟ ଖୋଲା କଥାବାର୍ତ୍ତା ଖୁବ ଉପଯୋଗୀ ହୋଇଥାଏ। ଯଦି ଆପଣ ନିଜ ପାର୍ଟନର୍ଙ୍କ ସହିତ ବିନା ଦ୍ୱିଧାରେ ଖୋଲା କଥାବାର୍ତ୍ତା କରିବାକୁ ସକ୍ଷମ, ଏହା ନିଶ୍ଚିତ ଯେ ଆପଣଙ୍କ ବୈବାହିକ ଜୀବନ ସୁରୁଖୁରୁରେ ଚାଲିବ।
ଭୁବନେଶ୍ୱର ବିମାନ ବନ୍ଦର ପରିସରରୁ ଦୁଇ ଦୁଇଟି ଭ୍ୟାନରୁ ମିଳିଥିବା ବିପୁଳ ସୁନା, ରୁପା ଗଣତିରେ ଯବନିକା ପଡ଼ିଛି ସତ । କିନ୍ତୁ, ଫିଟୁନି ପ୍ରେରକ ଓ ଗ୍ରାହକଙ୍କ ସଂପର୍କିତ ରହସ୍ୟ ।
କେବଳ ଥ୍ରୀ-ଷ୍ଟାର ହୋଟେଲକୁ ହିଁ ନୂଆ ବାର ଲାଇସେନ୍ସ ମିଳିବ। ସେହିପରି ଡ୍ୟାନ୍ସ ବାର ଆଉ ଚାଲିବ ନାହିଁ ।
କାଳନ୍ଦୀ ହ୍ରଦରେ କୃଷ୍ଣଙ୍କୁ ଦଂଶନ କଲା କାଳୀନାଗ, ମୂର୍ଚ୍ଛା କୃଷ୍ଣଙ୍କୁ ଡେଣାରେ ଝାଡ଼ି ଅମର ଲଡ଼ୁ ଭୁଞ୍ଜାଇଲେ ଗରୁଡ଼, କାଳୀୟଦଳନ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ ଠାକୁର...
ରାଜଧାନୀରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା କରିବେ ମୋହନ ସରକାର। ଭୁବନେଶ୍ବର ଗୋଠପାଟଣାରେ ଦେଢ଼ ଶହ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ମେଗା ସ୍ପୋର୍ଟସ ଭ୍ୟାଲି।
ନୂଆ ଓ ଯୋଜନା ବନ୍ଦ ନିଷ୍ପତ୍ତିକୁ ସହଜରେ ହଜମ କରି ନପାରି ସୋସିଆଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ କରି ଦେଇଛି ବିଜେଡି ।
ନୀତି ନ ଥାଇ ବି ପେଡ୍ ନ୍ୟୁଜ୍ ଦେଇ ପାଣ୍ଡିଆନଙ୍କ ପ୍ରଚାରରେ ମାତିଥିଲା ବିଜେଡି ସରକାର ! ବିଜ୍ଞାପନ ବଦଳରେ ପେଡ୍ ନ୍ୟୁଜ୍ ଆଉ ତା ବି ସ୍ଥିରିକୃତ ଦରଠାରୁ ଅଧିକ ଦର ପାଇଁ କିଏ ନେଇଥିଲା ନିଷ୍ପତ୍ତି ?
ଆଜି ଆମେ ଏପରି ଏକ ତାରକାଙ୍କ କଥା କହିବୁ, ଯିଏ ଗୋଟେ ସମୟରେ ଟେଲିଫୋନ୍ ବୁଥରେ କାମ କରୁଥିଲେ । ନିଜ ଭାଗ୍ୟ ଓ ଅଧ୍ୟବସାୟ ବଳରେ ସେ ବର୍ତ୍ତମାନ ଏକ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରୁଛନ୍ତି ।
‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ ବି କରିପାରିବେ ଆବେଦନ । ଏନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର ।
ସମ୍ବେଦଶୀଳ ସ୍ଥାନ ହସ୍ପିଟାଲ, ମାର୍କେଟ, ସ୍କୁଲ, କୋର୍ଟ, ସବରେଜିଷ୍ଟର ଅଫିସ ସାମ୍ନାରୁ ଗାଡି ଲୁଟୁଥିବା ଏହି ଗ୍ୟାଙ୍ଗ ଏବେ ପୋଲିସ କବ୍ଜାରେ ।