• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

gold price today
Gold Price Today 30th August 2024: କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ସୁନା ଦରରେ ପରିବର୍ତ୍ତନ । ଆଜି କମିଛି ସୁନାର ଦାମ୍ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...

Maoist
ପୋଲିସ କବ୍‌ଜାରେ ଦୁର୍ଦ୍ଦାନ୍ତ ମାଓ ନେତା ସାଇନୁ ମୁନ୍‌ସି ଜେଟୀ

ଚିକିତ୍ସା ପାଇଁ ନିଆଯାଉଥିବା ବେଳେ ବିକାଶ ଫରସେଗଡ ପୋଲିସ ଦ୍ୱାରା ଧରାପଡିଥିଲା ଏବଂ ଅତ୍ୟଧିକ ଅସୁସ୍ଥ ଥିବାରୁ ତାଙ୍କୁ ଚିକିତ୍ସା ପରେ ଗିରଫ କରାଯାଇଥିଲା। 

Heavy Rain
ଆହୁରି ତିନି ଦିନ ପ୍ରବଳ ବର୍ଷିବ, ନିର୍ଧୁମ ଛେଚିବ..!

ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

Sulata Deo
ରତ୍ନଭଣ୍ଡାର ସୁନା-ରୂପା ଗୁଜରାଟ ଚାଲାଣ ପ୍ରସଙ୍ଗ; ସୁଲତାଙ୍କୁ ଜଗୁନିଙ୍କ କଡ଼ା ସମାଲୋଚନା

ଭୁବନେଶ୍ବର ବିମାନବନ୍ଦରରୁ ବିପୁଳ ସୁନା ଓ ରୂପା ଜବତ ପ୍ରସଙ୍ଗ । ରତ୍ନଭଣ୍ଡାରରୁ ସୁନା-ରୂପା ଗୁଜରାଟ ଚାଲାଣ ହେଉଥିଲା କହିଥିଲେ ସୁଲତା ।

Panchang
Panchang Today 30th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର। ଚନ୍ଦ୍ର- ମିଥୁନ ଦିବା ୧୧.୩୪ ଗତେ କର୍କଟ । ତିଥି- ୧୨ଶୀ ରାତ୍ରି ୦୨.୨୫ ଗତେ ୧୩ଶୀ।

Tata Power
ଟାଟା ପାୱାର ବିରୋଧରେ ହଲ୍ଲାବୋଲ, ମିଟର ଫିଙ୍ଗିଲେ ୧୫ ପଞ୍ଚାୟତର ଉପଭୋକ୍ତା

ସ୍ମାର୍ଟମିଟର ନାଁରେ ଶୋଷଣ ବିରୋଧରେ ହଲ୍ଲାବୋଲ । ବିଜୁଳି ବିଲ୍ ରେ ଟାମ୍ପରିଂ କରି କମ୍ପାନୀ ଲୁଟୁଥିବା ଅଭିଯୋଗ ।

Khandagiri Murder case
ପ୍ରେମ ପାଇଁ ରକ୍ତରଞ୍ଜିତ ରାଜଧାନୀର ରାସ୍ତା

ପ୍ରେମ ପାଇଁ ପ୍ରେମିକାର ଦାଦାକୁ ମାରିଦେଲା ପାଗଳ ପ୍ରେମିକ । ଖଣ୍ଡଗିରି ଥାନା ଅଞ୍ଚଳରେ ସିନେମା ଷ୍ଟାଇଲର ଥ୍ରିଲର ମର୍ଡର କ୍ରାଇମ ।

Odisha Politics
ସରକାରୀ ସ୍କିମ୍ କମ୍, ନିଜ ପ୍ରଚାର ବେଶି; ପାଣ୍ଡିଆନଙ୍କ ବିଜ୍ଞାପନ ବାବଦରେ ଖର୍ଚ୍ଚ ୧୫ କୋଟି..!

ସରକାରୀ ତହବିଲରୁ ହୋଇଛି ପାଣି ଭଳି ଆଡଭାଟାଇଜ୍ ଖର୍ଚ୍ଚ । ତେଜିଲା ପଲିଟିକାଲ ବୟାନବାଜି ।

Mines
ଫାଇନ୍ ଫାଙ୍କୁଛନ୍ତି ୨୩ ଖଣି ମାଲିକ, ବାକି ପଡ଼ିଛି ୨୭୨୩ କୋଟି ଜରିମାନା

ବିଧାନସଭାରେ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ବିଭୁତି ଜେନାଙ୍କ ଉତ୍ତର । ଶାହା କମିଶନଙ୍କ ତଦନ୍ତ ପରେ ଫାଇନ୍ ପାଇଁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ ।

Bird Flu
ମଣିଷକୁ ଛୁଇନି ବାର୍ଡ ଫ୍ଲୁ, ରିପୋର୍ଟ ଆସିଲା ନେଗେଟିଭ୍

ସରକାରଙ୍କ ପକ୍ଷରୁ ଛୋଟ କୁକୁଡ଼ାକୁ ୨୦ ଟଙ୍କା ଓ ବଡ଼ କୁକୁଡ଼ା ପାଇଁ ୭୦ ଟଙ୍କା ଓ ଅଣ୍ଡା ପିଛା ୩ ଟଙ୍କା କ୍ଷତିପୂରଣ ବ୍ୟବସ୍ଥା ହୋଇଛି। ବାର୍ଡ ଫ୍ଲୁ କିଭଳି ଅଲଗା ଜିଲ୍ଲାକୁ ନ ବ୍ୟାପିବ ବିଭାଗ ସଚେତନ ରହିଥିବା କହିଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ।

Kolkata Doctor Death Case
OTV ହାତରେ ଅଭୟାଙ୍କ ବାପା-ମାଆଙ୍କ EXCLUSIVE ଫୋନ୍ କଲ୍ ରେକର୍ଡ  

୯ ତାରିଖ ଦିନ RG କର୍ ମେଡିକାଲରୁ ଆସିଥିଲା ଫୋନ୍ । ଦିନ ପ୍ରାୟ ୧୧ଟା ବେଳେ ଫୋନ୍ କରିଥିଲେ ଡେପୁଟି ସୁପରିଟେଣ୍ଡେଣ୍ଟ୍ ।

Student Suicide
ଚାଷୀ ଆତ୍ମହତ୍ୟାକୁ ବଳିଗଲା ଷ୍ଟୁଡେଣ୍ଟ ସୁଇସାଇଡ୍ !

NCRBର ରିପୋର୍ଟରେ ଚିନ୍ତାଜନକ ତଥ୍ୟ । ବାର୍ଷିକ ବିଦ୍ୟାର୍ଥୀଙ୍କ ଆତ୍ମହତ୍ୟା ମାମଲା ବଢ଼ିଛି ୪ ପ୍ରତିଶତ ।

Gujarat rain
ଗୁଜରାଟରେ ଜଳପ୍ରଳୟ; ୧୮ଜିଲ୍ଲା ପ୍ରଭାବିତ, ଗଲାଣି ୩୦ ଜୀବନ

୩/୪ ଦିନର ଲଗାଣ ବର୍ଷାରେ ବେହାଲ୍ ହୋଇଯାଇଛି ଅଧାରୁ ଅଧିକ ଗୁଜରାଟ । ହଜାର ହଜାର ଲୋକ ଜଳବନ୍ଦୀ ।

Anand Bazar
ଆନନ୍ଦ ବଜାରରେ ଭକ୍ତଙ୍କୁ ଆଉ ହେବନି ଅସୁବିଧା, ହେବେନି ଠକାମୀର ଶିକାର !

୧ ତାରିଖରୁ ନିଯୁକ୍ତ ହେବେ ୨୦ ଦକ୍ଷ ଅବସରପ୍ରାପ୍ତ ସେନା କର୍ମଚାରୀ । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ଭକ୍ତ ଓ ସୁଆର ସେବକଙ୍କ ସ୍ୱାଗତ ।

Man Sexually Assaults Woman
ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ, ସୋସିଆଲ ମିଡିଆରୁ ହୋଇଥିଲା ପ୍ରେମ 

ରାଜଧାନୀ ଭୁବନେଶ୍ୱରରେ ପୁଣି ଲଭ୍, ସେକ୍ସ ଓ ଧୋକା ଅଭିଯୋଗ । ବିବାହର ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ ।

School Closed
ରେଡ୍‌ ୱାର୍ଣ୍ଣିଂ ! କୋରାପୁଟରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ..

ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପଟେ ଭୁବନେଶ୍ବରରେ ଆଜି ବର୍ଷା ଲାଗି ରହିଥିବା ବେଳେ ସକାଳୁ କୋହଲା ପାଗ ଲାଗି ରହିଛି।

National Sports Day
National Sports Day: ଅବହେଳିତ ପ୍ରତିଭାବାନ୍ ଖେଳାଳି, କିଏ ଦୋକାନୀ ତ କିଏ ପାଲଟିଛି ସିକ୍ୟୁରିଟି ଗାର୍ଡ   

ଇଚ୍ଛା ଥିଲା ଦେଶ ପାଇଁ ଗୌରବ ଆଣିବେ, ମେଡାଲ ପିନ୍ଧି ଛାତି ଚୌଡା ହେବ । ହେଲେ ଛାତିରେ ମେଡାଲ ନୁହେଁ, ରହିଛି ସିକ୍ୟୁରିଟି ଗାର୍ଡର ପୋଷାକ ।

Mukesh Ambani
ମାତ୍ର ୧୫ ମିନିଟ୍‌ରେ ୫୩ ହଜାର କୋଟି ରୋଜଗାର କଲେ ଅମ୍ବାନୀ, ଜାଣନ୍ତୁ କେମିତି...

ରିଲାଏନ୍ସ ଏଜିଏମ୍ ଆରମ୍ଭ ହେବା ମାତ୍ରେ କମ୍ପାନୀର ସେୟାରରେ ତୀବ୍ର ବୃଦ୍ଧି ଘଟିଥିଲା । ରିଲାଏନ୍ସ AGM ଆରମ୍ଭର ମାତ୍ର ୧୫ ମିନିଟ୍‌ ମଧ୍ୟରେ କମ୍ପାନୀର ଅଂଶଧନ ୨.୬୪ ପ୍ରତିଶତ ବୃଦ୍ଧି ସହିତ ୩୦୭୪.୮୦ ଟଙ୍କା ଆଜି ଦିନର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା ।

Nuakhai
ରାଜ୍ୟ ସରକାରଙ୍କ ଘୋଷଣା: ନୂଆଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ ।

Rescue Operation
ମହାନତା ଦେଖାଇଲେ ଅଗ୍ନିଶମ ବାହିନୀ କର୍ମଚାରୀ, ଉଛୁଳା ନାଳରେ ରୋଗୀଙ୍କୁ କରାଇଲେ ପାର

ଅତି ସତର୍କତାର ସହ ଦଉଡି ସାହାର୍ଯ୍ୟରେ ଟ୍ୟୁବ୍‌ ପକାଇ ମହିଳାଙ୍କୁ ନାଳ ପାର କରାଇଥିଲେ ଅଗ୍ନିଶମ ବାହିନୀ କର୍ମଚାରୀ ।

Salman Khan
ଚେୟାରରୁ ଉଠିପାରିଲେନି ସଲମାନ୍ ! ସିଟରୁ ଉଠିବାକୁ ସଂଘର୍ଷ କରୁଥିବା ଭିଡିଓ ଭାଇରାଲ୍

ସୁପରଷ୍ଟାର ସଲମାନ୍ ଖାନ୍ ନିଜ ସିଟରୁ ଉଠି ଛିଡ଼ାହେବାକୁ ସଂଘର୍ଷ କରୁଥିବା ଭିଡିଓ ଭାଇରାଲ୍ । ଆଶୁ ଆରୋଗ୍ୟ କାମନା କରିଛନ୍ତି ଫ୍ୟାନ୍ସ ।

Sorcery practice in Bhubaneswar
ଭୁବନେଶ୍ୱରରେ ଚାଞ୍ଚଲ୍ୟ, ବନ୍ଦ ଘରେ ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା

ଭୁବନେଶ୍ୱରର ରବି ଟକିଜ ଟଙ୍କପାଣି ରୋଡ଼ ନିକଟରେ ବନ୍ଦ ଘରୁ ମିଳିଲା ହାଡ଼ । ହାଡ଼ ରଖି ଚାଲିଥିଲା ପୂଜାର୍ଚ୍ଚନା ।

MLA Babu Singh
ବିଜେପି ବିଧାୟକଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିଜେଡି କର୍ପୋରେଟର ଅମରେଶ ଜେନା

ବିଜେପି ବିଧାୟକ ବାବୁ ସିଂଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିଜେଡି କର୍ପୋରେଟର ଅମରେଶ ଜେନା। ୨୫ ବର୍ଷ ହେଲା ବାବୁ ଆମ ସହ ଅଛନ୍ତି କହିଲେ ଅମରେଶ ।

Scam
‘ନବୀନ ସରକାର ବେଳେ ହୋଇଛି ବଡ଼ ବଡ଼ ସ୍କାମ, ଟାସ୍କ ଫୋର୍ସ ଗଠନ କରି କରାଯାଉ ତଦନ୍ତ’

ନବୀନ ସରକାରରେ ୨ ଶହ ଅଣ-ଓଡ଼ିଆ ଠିକାଦାରଙ୍କୁ ୧ ଲକ୍ଷ କୋଟି ଟଙ୍କା ପ୍ରକଳ୍ପର ସ୍ଥିତି ଓ ସ୍ଥାୟୀତ୍ବ ସମ୍ପର୍କରେ ତୁରନ୍ତ ସମୀକ୍ଷା କରିବାକୁ ଦାବି କରାଯାଇଛି ।

Odisha Politics
ଓଡ଼ିଶା ରାଜନୀତି: ପ୍ରତାରଣା କିଏ କାହାକୁ ଦେଇଛି, ଇତିହାସ କୁହେ ...

ଓଡ଼ିଶା ରାଜନୈତିକ ମହଲରେ ଏବେ ଗୋଟିଏ ଶବ୍ଦକୁ ନେଇ ଢେର ଚର୍ଚ୍ଚା । ଶବ୍ଦଟି ହେଲା – ‘ପ୍ରତାରଣା’ । ବିଜୁ ଜନତା ଦଳର ନେତ୍ରୀ ମମତା ମହନ୍ତ ଦଳର ପ୍ରାଥମିକ ସଦସ୍ୟ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଏହି ଶବ୍ଦଟି ଜୋର୍ ଧରିଛି ।