ଆଜିର ଦିନରେ ୧୬ ବର୍ଷ ତଳେ କନ୍ଧମାଳରେ ବେଦାନ୍ତକେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା ।
ଦିନେ କି ଅଧେ ନୁହେଁ, ମାସେ କି ବର୍ଷେ ବି ନୁହେଁ । ବର୍ଷ ବର୍ଷ ଧରି ବେଆଇନ ମଦର ପସରା ବସାଇ ଲୋକଙ୍କ ଜୀବନ ସହ ଖେଳୁଛନ୍ତି ମାଫିଆ ।
କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କଲା ଗୃହବିଭାଗ । ୩୦ ଦିନ ଭିତରେ ଉତ୍ତର ଦେବାକୁ ଉଭୟଙ୍କୁ ବିଭାଗୀୟ ନିର୍ଦ୍ଦେଶ ହୋଇଛି ।
କୋଲକାତା ଅଭୟା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଂଜୟ ରାୟକୁ ଆଜି ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।
ଏକମାତ୍ର କ୍ରିକେଟ ବୋର୍ଡ ଭାବେ ଘରୋଇ କ୍ରିକେଟରେ ବିଦେଶୀ ଖେଳାଳିଙ୍କ ଅଂଶଗ୍ରହଣ ଅନୁମତି ଦିଏନି ବିସିସିଆଇ ।
ମଦ ଚୋରା କାରବାର ରୋକିବାକୁ ଚାଲେଞ୍ଜ ଭାବେ ନେଲେ ନୂଆ ସରକାର । ବିଧାନସଭାରେ ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା ।
ଶ୍ରୀମନ୍ଦିରରେ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି ।
ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ ଶହ ଟପିଲା । ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି ।
କୋଲକାତା ମେଡିକାଲ କଲେଜ ଜଘନ୍ୟ ହତ୍ୟାକାଣ୍ଡର ଅଭିଯୁକ୍ତ ସଞ୍ଜୟ ବିଷୟରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ । ସେ ଥିଲା ପଶୁ ପ୍ରବୃତ୍ତିର ବ୍ୟକ୍ତି ଓ ପର୍ଣ୍ଣ ଭିଡିଓ ଦେଖିବାରେ ଥିଲା ଅଭ୍ୟସ୍ତ ।
ଯୁଦ୍ଧ ଭିତରେ ମୋଦି-ଜେଲେନସ୍କି ଭେଟ । ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆପଣ ଯଦି ISROରେ ଚାକିରି କରିବା ନେଇ ସ୍ୱପ୍ନ ଦେଖୁଥାନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ। ଏନେଇ ISRO ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା । ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବ ।
‘ସ୍ତ୍ରୀ ୨’ କେବଳ ଗୋଟିଏ ସପ୍ତାହ ମଧ୍ୟରେ ଅନେକ ଫିଲ୍ମର ରୋଜଗାର ରେକର୍ଡ ଭାଙ୍ଗିଛି। ରାଜକୁମାର ରାଓ ଏବଂ ଶ୍ରଦ୍ଧା କପୁରଙ୍କ ଫିଲ୍ମ ପ୍ରଥମ ସପ୍ତାହରେ ‘ଫାଇଟର’କୁ ପଛରେ ପକାଇ ଦେଇଛି। କେବଳ ଏତିକି ନୁହେଁ, ‘ସ୍ତ୍ରୀ ୨’ ସନ୍ନି ଦେଓଲଙ୍କ ‘ଗଦର ୨’କୁ ମଧ୍ୟ ଛାଡିନି।
ସ୍କୁଲ, କଲେଜ, ମନ୍ଦିର ପାଖରେ ରହିବନି ମଦ ଦୋକାନ । ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ ।
କେତେ ମାରାତ୍ମକ ମଙ୍କିପକ୍ସ ? କୋଭିଡ ପରି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ହେଉଛି ସଂକ୍ରମଣ । ଗ୍ଲୋବାଲ୍ ଏମର୍ଜେନ୍ସି ଘୋଷଣା କରିସାରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ।
ଯାତ୍ରୀଙ୍କୁ ନେଇ କାଠମାଣ୍ଡୁରୁ ପୋଖରା ଯାଉଥିଲା ଏହି ବସ୍ ।
ସବୁଠାରୁ ବଡ଼ କଥା ହେଲା, ଏହି ସ୍କୁଲ ପାଇଁ ମାତ୍ର ଜଣେ ହିଁ ଶିକ୍ଷକ । ଆଉ ସେ ହେଉଛନ୍ତି ସେଇ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ । ଯାହାଙ୍କ ନାଁ ରବୀନ୍ଦ୍ରନାଥ ମୁର୍ମୁ । ସ୍ଥାନୀୟ ଲୋକଙ୍କ କହିବା କଥା ସ୍କୁଲକୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଖୋଲା ମଦ ଦୋକାନ କରିଦେଇଛନ୍ତି । ଯାହାକୁ ଖୋଦ୍ ସେହି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଧରିଛନ୍ତି ।
ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ ଉପରେ ଚଢ଼ିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।
ଭୁସ୍କଳନ ଯୋଗୁଁ ଏହି ରାସ୍ତାରେ ୟାତାୟତ ନ କରିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।
NHAI ଓଡ଼ିଶା ଆଞ୍ଚଳିକ ଅଧିକାରୀ ବୀରେନ୍ଦ୍ର ସିଂହଙ୍କ ସୂଚନା । ଡିସେମ୍ବର ସୁଦ୍ଧା ସରିବ କଟକ-ସମ୍ବଲପୁର NH-55 କାମ ।
ଚନ୍ଦ୍ର ଦକ୍ଷିଣ ମେରୁରେ ସଫ୍ଟଲ୍ୟାଣ୍ଡିଂ କରିଥିଲା ଲ୍ୟାଣ୍ଡର ବିକ୍ରମ । ଜହ୍ନରାଇଜରେ ବିଚରଣ କରିଥିଲା ରୋଭର୍ ପ୍ରଜ୍ଞାନ ।
RG କର୍ ହସ୍ପିଟାଲର ପୂର୍ବ ଅଧ୍ୟକ୍ଷ ସନ୍ଦୀପ ଘୋଷର ହେବ ଟେଷ୍ଟ୍ । ପଲିଗ୍ରାଫ୍ ବା ଲାଏ ଡିଟେକ୍ସନ ଟେଷ୍ଟ ପାଇଁ ସିବିଆଇକୁ କୋର୍ଟଙ୍କ ଅନୁମତି ।
ଚଳିତବର୍ଷ ପାଳନ ହେଉଛି ପ୍ରଥମ ନ୍ୟାସନାଲ ସ୍ପେଶ୍ ଡେ । ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ରହିଛି ବର୍ଣ୍ଣାଢ୍ୟ ଉତ୍ସବ ।
ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ରାତ୍ରି ୦୭.୫୪ ଗତେ ମେଷ। ତିଥି-୪ର୍ଥୀ ଦିବା ୧୦.୩୯ ଗତେ ୫ମୀ।