• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

Chikiti Liquor Death
ମଦ ମୃତ୍ୟୁ ନେଇ ଗୃହରେ ହଟ୍ଟଗୋଳ; RDCସ୍ତରୀୟ ତଦନ୍ତ ଦାବି କଲା ବିଜେଡି

ବିଧାନସଭାରେ ଚିକିଟି ମଦ ମୃତ୍ୟୁ ଘଟଣାରେ ବିଜେଡିର ହଟ୍ଟଗୋଳ । ଚୋରା ମଦ କାରବାର ବଢୁଥିବାରୁ ଚିକିଟିରେ ମଦ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣି ଏହାର RDC ସ୍ତରୀୟ ତଦନ୍ତ ଦାବି କରିଛି ବିଜେଡି।

cough syrup
ବେଆଇନ କଫ୍‌ ସିରପ ଚାଲାଣ ବେଳେ ମାଡ଼ିବସିଲା ପୋଲିସ; ୪ ଗିରଫ

ସମ୍ବଲପୁର ସିନ୍ଦୁରପଙ୍କ ନିକଟରେ ୨୪୦୦ ବୋତଲ କଫସିରପ ଜବତ। କୋଲକତାରୁ ସମ୍ବଲପୁରକୁ ବେଆଇନ ଭାବେ କଫ ସିରପ ଚାଲାଣ ହେଉଥିବା ବେଳେ ସମ୍ବଲପୁର ଅବକାରୀ ବିଭାଗ ଏହି କଫ ସିରପ ଜବତ କରିଛି।

Sourav Ganguly
କୋଲକାତା ପୀଡିତାଙ୍କୁ ନ୍ୟାୟ ଦାବି, ଆନ୍ଦୋଳନରେ ସାମିଲ ହେବେ ଗାଙ୍ଗୁଲି

କୋଲକାତା ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୀଡିତାଙ୍କୁ ନ୍ୟାୟ ଦାବି । ଆନ୍ଦୋଳନରେ ସାମିଲ ହେବେ ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲି ।

Accident
Video: ଅମାନବୀୟ କାଣ୍ତ ; ସ୍ତ୍ରୀ ବସିଥିବା କାର୍‌କୁ ଏମିତି ପିଟିଲା ସ୍ୱାମୀ, ଦେଖିଲେ କହିବେ...

ଅମ୍ବରନାଥରେ ଭୟଙ୍କର ଦୃଶ୍ୟ । କାର୍‌କୁ ପିଟିଲା କାର୍ । ତଥାପି ମନ ବୁଝିଲାନି ଯେ, ପଛକୁ ଫେରି ପୁଣି ଥରେ ଠେଲି ନେଲା । ଯାହାର ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି । 

mdm
ବଢିଲା ମଧ୍ୟାହ୍ନ ଭୋଜନ ସହାୟତା ରାଶି; ଆଉ ମିଳିବନି ପାଣିଆ ଡାଲି !

ମଧ୍ୟାହ୍ନ ଭୋଜନ ଯୋଗାଇବା ପାଇଁ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସରକାର ପ୍ରତି ମିଲ୍‌ ପିଛା ୧ ଟଙ୍କା ଅଧିକ ଖର୍ଚ୍ଚ କରିବେ।

Hockey Team India
ଭୁବନେଶ୍ୱରରେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକି ଟିମ୍

ଭୁବନେଶ୍ୱରରେ ପହଞ୍ଚିଲେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ।

One-year-old bites snake
ଖେଳୁ ଖେଳୁ ସାପକୁ କାମୁଡ଼ିଦେଲା ବର୍ଷକର ଛୁଆ; ହେଲା ଏମିତି...ଦେଖନ୍ତୁ ଭିଡିଓ

ଶିଶୁଟିର ମା’ ପିଲାଟିର ପାଟିରେ ସାପ ଦେଖିବା ପରେ ଭୟଭୀତ ହୋଇ ତା’ ପାଖକୁ ଦୌଡ଼ିଗଲେ। ତୁରନ୍ତ ପାଟିରୁ ସାପକୁ ବାହାର କଲେ। ସେତେବେଳକୁ ସେ ସାପକୁ କାମୁଡ଼ି ମାରି ଦେଇଥିଲା।

Kantara star rishab shetty got trolled after he criticizes bollywood
ବଲିଉଡ୍ ସାରା ବିଶ୍ୱରେ ଭାରତକୁ ନକାରାତ୍ମକ ଭାବେ ପ୍ରୋଜେକ୍ଟ କରୁଛି; ଋଷଭ ଶେଟ୍ଟୀ

'କାନ୍ତାରା' ପାଇଁ ଋଷଭ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି। ଗୋଟିଏ ପଟେ ପ୍ରଶଂସକମାନେ ଅଭିନେତାଙ୍କୁ ପ୍ରଶଂସା କରୁଥିବା ବେଳେ ଅନ୍ୟପଟେ ବର୍ତ୍ତମାନ ଅଭିନେତା ବଲିଉଡ୍‌ ଇଣ୍ଡଷ୍ଟ୍ରି ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦରେ ଛନ୍ଦି ହୋଇପଡିଛନ୍ତି।

Odisha hooch tragedy
ବିଷାକ୍ତ ମଦ ପିଇ ଜଣକର ମୃତ୍ୟୁ ଓ ୨୦ ଅସୁସ୍ଥ ଘଟଣା; ୭ ଜଣ ଗିରଫ...

ବିଷାକ୍ତ ଦେଶୀ ମଦ ପିଇ ଜଣକର ମୃତ୍ୟୁ ଓ ୨୦ ଜଣ ଅସୁସ୍ଥ ଘଟଣାରେ ୭ ଜଣ ଗିରଫ । କେ. ନୂଆଁଗାଁ ପୋଲିସ ଦ୍ୱାରା ୫ ଜଣ ଗିରଫ ହୋଇଥିବା ବେଳେ ଅବକାରୀ ବିଭାଗ ୨ ଜଣଙ୍କୁ ଗିରଫ କରିଛି । 

Mamata Mohanta
ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ମମତା...

ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହାନ୍ତ । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ ।

suicide
ସିବିଆଇ ସ୍କାନରରେ ଥିଲେ ଇଡି ଅଧିକାରୀ; ଗିରଫ ଭୟରେ ହାରିଲେ ଜୀବନ !

ଆଲୋକ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ସ୍କାନରରେ ଥିଲେ। ତେବେ ଗିରଫ ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

How to improve voice quality on any android smartphone
Technology: ସ୍ମାର୍ଟଫୋନ୍ ଭଏସ୍ କମ୍ ଶୁଣାଯାଉଛି କି… ଘରେ ଠିକ୍ କରିବାର ୪ ଉପାୟ

ଅନେକ ସମୟରେ ସ୍ମାର୍ଟଫୋନରେ କଥାବାର୍ତ୍ତା ହେବା ବେଳେ ଭଏସ୍ ସ୍ପଷ୍ଟ ଶୁଣାଯାଏ ନାହିଁ। ଆଜି ଆମେ ଆପଣଙ୍କୁ ଏପରି ଚାରୋଟି କୌଶଳ କହିବୁ ଯାହା ଦ୍ୱାରା ଆପଣ କୌଣସି ସେବା କେନ୍ଦ୍ରକୁ ନ ଯାଇ ଆଣ୍ଡ୍ରଏଡ୍ ସ୍ମାର୍ଟଫୋନରେ ଏହି ସମସ୍ୟାର ସମାଧାନ କରିପାରିବେ। ଆସନ୍ତୁ ଜାଣିବା...

Special Story
Special Story: ବାପା ମା’ଙ୍କୁ ଏକାଠି କରିବାକୁ କୁନି ପୁଅର ପ୍ରୟାସ; ହାତଯୋଡି କଲା ଆକୁଳ ନିବେଦନ...

କୁନି ପୁଅର ନିଆରା ପ୍ରୟାସ। ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ହାତଯୋଡି କରୁଛି ଆକୁଳ ନିବେଦନ । ଦୟାକରି ମୋ ବାପାଙ୍କୁ ଫେରାଇ ଆଣ...

 Maharashtra teacher
ମହାରାଷ୍ଟ୍ରରେ ପୁଣି ଲଜ୍ଜା; ୬ ଛାତ୍ରୀଙ୍କୁ ଅଶ୍ଳୀଳ ଭିଡ଼ିଓ ଦେଖାଇ ଯୌନ ଶୋଷଣ କରୁଥିଲେ ଶିକ୍ଷକ...

ମହାରାଷ୍ଟ୍ରରେ ପୁଣି ଲଜ୍ଜା । ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ । ଛାତ୍ରୀଙ୍କୁ ଯୌନ ଶୋଷଣ କରୁଥିଲେ ଶିକ୍ଷକ । 

Government Hospitals
ସରକାରୀ ହସ୍ପିଟାଲର ବିସ୍ତୃତ ତଥ୍ୟ ସଂଗ୍ରହ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ 

ସରକାରୀ ହସ୍ପିଟାଲରେ ସୁରକ୍ଷା ପ୍ରୋଟକଲ୍ ସମ୍ପର୍କିତ ୧୧ଟି ବିନ୍ଦୁ ଉପରେ ବିସ୍ତୃତ ତଥ୍ୟ ସଂଗ୍ରହ ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। 

Odisha Assembly
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ; ଆଜି ବି ହୁଲସ୍ତୁଲ ହୋଇପାରେ ଗୃହ !

ଆଜି ବି ଗୃହ ହୁଲସ୍ତୁଲ ହୋଇପାରେ। ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରୀ ଦଳକୁ ଘେରି ପାରନ୍ତି।

+2 Exam
ବଡ଼ ଖବର: ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା...

ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର।  ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । 

Bharat Bandh
ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ; ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ପ୍ରଭାବ...

ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ।

Panchang
Panchang Today 21th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ 

Avoid these common yoga mistakes that may cause physical problem
Yogasana: ଯୋଗ ଅଭ୍ୟାସ ବେଳେ କେବେ ବି କରନ୍ତୁ ନାହିଁ ଏହିସବୁ ଭୁଲ୍; ପଡିବ ଖରାପ ପ୍ରଭାବ

ଅଧିକାଂଶ ଲୋକ ଯୋଗ ଅଭ୍ୟାସ କରିବା ସମୟରେ କିଛି ସାଧାରଣ ଭୁଲ କରନ୍ତି, ଯାହା ସକରାତ୍ମକ ହେବା ପରିବର୍ତ୍ତେ ନକରାତ୍ମକ ହୋଇଥାଏ ଆଉ ଶରୀରକୁ ବହୁ କ୍ଷତି କରିଥାଏ। ତେବେ ଯୋଗ ଅଭ୍ୟାସ କରିବାବେଳେ କେଉଁସବୁ ଭୁଲକୁ ଏଡାଇବା ଉଚିତ ଆସନ୍ତୁ ଜାଣିବା।

Supreme Court
କୋଲକାତା ଦୁଷ୍କର୍ମ-ହତ୍ୟା ମାମଲା; ଗୁରୁବାର ସୁଦ୍ଧା ରିପୋର୍ଟ ଦେବାକୁ CBIକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।

khurdha - Balangir
ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପର ଖୋଲିଲା ଆଉ ଏକ ଟନେଲ

ବୌଦ୍ଧ ପୁରୁଣାକଟକରୁ ଚାରିଛକକୁ ସଂଯୋଗ କରୁଛି ରାସ୍ତା । ବୌଦ୍ଧରେ ରହିଛି ରେଳ ପ୍ରକଳ୍ପର ୪ଟି ଟନେଲ ।

Heart Attack
ଏମିତି ବି ଯାଏ ଜୀବନ ! CPR ଦେଇ ଜୀବନ ବଞ୍ଚାଇବାକୁ OTV ସାମ୍ବାଦିକଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ

ଅସୁସ୍ଥଙ୍କୁ ମେଡିକାଲ ନେବାକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ପିସିଆର ଭ୍ୟାନରେ ହସ୍ପିଟାଲ ଯିବା ପରେ ମୃତ ଘୋଷଣା ।

Potato Crisis
‘ଚିନ୍ତା କରନ୍ତୁନି, ୫ ଦିନ ଭିତରେ ୪୮ ହଜାର କ୍ୱିଟାଲ ଆଳୁ ଓଡ଼ିଶାରେ ପହଞ୍ଚିବ’

୪୮ ହଜାର କ୍ବିଣ୍ଟାଲ ଆଳୁ ଅଣାଯିବା ନେଇ ଯୋଗାଣ ମନ୍ତ୍ରୀଙ୍କ ସୂଚନା । ଆଳୁ ପରେ ତାତିଲାଣି ପିଆଜ ବଜାର ।

Officers
ଅବସର ପରେ ଥଇଥାନ ଅଫିସରଙ୍କ ଥରିଲା ଛାତି, ବିଦା ପୂର୍ବରୁ ଦେଲେ ଇସ୍ତଫା..!

ବିଜେଡିର ହାତବାରିସୀ ସାଜି ଥଇଥାନ ହୋଇଥିବା ବାବୁ ଛାନିଆ । ଆଗୁଆ ଇସ୍ତଫା ଦେଲେଣି ଏକ୍ସଟନସନ ନେଇଥିବା କିଛି ଅଧିକାରୀ ।