ବିଶ୍ୱ ଜରୁରୀ ସ୍ଥିତି ସୃଷ୍ଟି କରିଥିବା ମଙ୍କିପକ୍ସ ବା M-ପକ୍ସକୁ ନେଇ ଭାରତର ଚିନ୍ତା । ଉଚ୍ଚସ୍ତରୀୟ ସମୀକ୍ଷା କରି ସତର୍କ ରହିବାକୁ ପରାମର୍ଶ ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ।
ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସବିଶେଷ ତଥ୍ୟ ଜଣାଇବେ। ସବୁ ରାଜ୍ୟ ଗୃହ ମନ୍ତ୍ରାଳୟକୁ ଗୋଟି ଗୋଟି କରି ୨ ଘଣ୍ଟାକୁ ଥରେ ଅପଡେଟ୍ ଜଣାଇବେ।
ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ ।
କଟକରେ ପୂଜା ପ୍ରସ୍ତୁତି ବୈଠକରେ ପୋଲିସ୍ କମିଶନରଙ୍କ ସୂଚନା । ଗଣେଶ ମୂର୍ତ୍ତି ବିକୃତ ନକରିବାକୁ ଗୁରୁତ୍ୱ ।
ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଉ କିଏ ସଂପୃକ୍ତ? ଦୁଷ୍କର୍ମ ନା ଗଣଦୁଷ୍କର୍ମ? ଏଥିରେ ରହିଛି କି କିଛି ବଡ଼ ବଡ଼ିଆଙ୍କ ହାତ? ଏବେ ଏହାକୁ ନେଇ ଜୋରଦାର ଖୋଳତାଡ଼ କରୁଛି ସିବିଆଇ।
‘ଯଥାଶୀଘ୍ର ଭିତର ରତ୍ନଭଣ୍ଡାର ସିନ୍ଧୁକ ସ୍ଥାନାନ୍ତରଣ ସହ ମରାମତି କରାଯି । ଖୁବଶୀଘ୍ର ମରାମତି କାର୍ଯ୍ୟ ସହ ଗଣତି ମଣତି କରାଯିବ ।’
ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୩ଶୀ ପ୍ରାତଃ ୦୫.୫୧ ଗତେ ୧୪ଶୀ ରାତ୍ରି ୦୩.୦୫ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର ।
କାନ୍ଦି କାନ୍ଦି ଶେଷ ବିଦାୟ ଜଣାଇଲେ ଜୁଏଲ । ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ ।
ଚୁଟିକୁ ଗହଳିଆ, କଳା ଏବଂ ବଢିବାରେ ସାହାଯ୍ୟ କରିବା ପାଇଁ ଯୋଗାସନ ଅଭ୍ୟାସ କରିବା ପ୍ରଭାବଶାଳୀ ହୋଇଥାଏ। ଯୋଗ କରିବା ଦ୍ୱାରା ଚୁଟିର ସ୍ୱାସ୍ଥ୍ୟ ଉପରେ ଲାଭଦାୟକ ପ୍ରଭାବ ପକାଇଥାଏ। ତେବେ ଆସନ୍ତୁ କେଉଁ ସବୁ ଯୋଗାସନ କରିବା ଦ୍ୱାରା ଏ ସବୁ ଫଳ ମିଳିବ ସେ ବିଷୟରେ ଜାଣିନେବା।
ସେହିପରି ପୀଡ଼ିତା ଯେଉଁଭଳି ଭାବେ ୩୬ ଘଣ୍ଟିଆ ଡ୍ୟୁଟିରେ ଥିଲେ ଏବଂ ସେଠାରେ ବିଶ୍ରାମ ନେବା ପାଇଁ ନିରାପଦ ସ୍ଥାନ କି ପର୍ଯ୍ୟାପ୍ତ ରେଷ୍ଟରୁମ ନଥିଲା, ଏହା ରେସିଡେଣ୍ଟ ଡାକ୍ତରଙ୍କ ସ୍ଥିତିକୁ ସୁଚାଉଛି କହି ଉଦବେଗ ପ୍ରକାଶ କରିଛି ଭାରତୀୟ ଡାକ୍ତରୀ ସଂଘ ।
ବିଧାନସଭାରେ ଭଲ ପରଫର୍ମାନ୍ସ ଦେଖାଇ ଶ୍ରେଷ୍ଠ ବିଧାୟକ ହେବାକୁ ପାଠଶାଳାରେ ଜ୍ଞାନ ଦେଲେ ହେଭିୱେଟ୍ । ବିଧାନସଭାରେ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଧାୟକମାନଙ୍କୁ ମନ୍ତ୍ର ଦେଲେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ।
ପଚା ନଳା ପାଣିରେ ଭାସିଲା ଶ୍ରୀମନ୍ଦିର ସିଂହଦ୍ବାର । ନାକ ଟେକିଲେ ସେବାୟତ ଓ ଦିଅଁ ଦର୍ଶନ ପାଇଁ ଯାଉଥିବା ଭକ୍ତ । ରୋଷଘର ପେଜନଳା ସହ ସଂପୃକ୍ତ ଡ୍ରେନ୍ ଚୋକ୍ ହୋଇଯିବାରୁ ଏଭଳି ସ୍ଥିତି ଉପୁଜିଥିବା କୁହାଯାଉଛି ।
ରାଜଧାନୀରେ ସିମବକ୍ସ ହଇଚଇ । ଖୋଲିଛି, ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ସହ ଗୁପ୍ତ ଫୋନ୍ କଲ୍ ପାଇଁ ବ୍ୟବହୃତ ସିମବକ୍ସର ଗୁମର।
ଖଣି ଅଞ୍ଚଳ ବିକାଶ ନାଁରେ କେଉଁଠି ଏକାଧିକ ଥର ଅନୁଦାନ ମଞ୍ଜୁର ହୋଇଥିଲେ ବି ପ୍ରସ୍ତାବିତ ପ୍ରକଳ୍ପର ଅବସ୍ଥା ଯାହାକୁ ସେୟା, ଆଉ କେଉଁଠି ଜରୁରୀକାଳୀନ ପାଣ୍ଠି ଖର୍ଚ୍ଚକୁ ନେଇ ଘୋଟାଲା ଅଭିଯୋଗ।
ନିଜ ଛାଇକୁ ଦେଖିଲେ ଛନକା ପଶୁଛି । ନିଛାଟିଆ ଜାଗାରେ ଅଣନିଶ୍ବାସୀ ଲାଗୁଛି। ମହିଳା ଡାକ୍ତର ଓ ଡାକ୍ତରୀ ଛାତ୍ରୀଙ୍କ କଲିଜା ଥରାଇ ଦେଇଛି କୋଲକାତା 'ଅଭୟା' କାଣ୍ଡ।
ଆଜି ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।
ଗୁମୁଟରେ ପାଣି ପଶିବାରୁ ଓଦା ହୋଇ ଦୁର୍ଗନ୍ଧ ବାହାରିଲାଣି । ଶ୍ରୀମନ୍ଦିର ଉତ୍ତରଦ୍ବାର ଓ ପଶ୍ଚିମଦ୍ବାରରେ ପଡିଛି ବସ୍ତା ବସ୍ତା ଅର୍ପଣ ଚାଉଳ ।
Numerology: ଅଙ୍କ ଜ୍ୟୋତିଷ ଅନୁଯାୟୀ, ନିର୍ଦ୍ଦିଷ୍ଟ ମାସରେ ଜନ୍ମିତ ଲୋକମାନେ ବହୁତ ସୁନ୍ଦର ଓ ବୁଦ୍ଧିମାନ ହୋଇଥାନ୍ତି । ତା’ହେଲେ ଆସନ୍ତୁ ଜାଣିବା ଜନ୍ମ ମାସ ଅନୁଯାୟୀ ବ୍ୟକ୍ତିର ବ୍ୟକ୍ତିତ୍ୱ ଓ ସ୍ୱଭାବ କିପରି ହୋଇଥାଏ...
SSC ପ୍ରତିଯୋଗିତାମୂଳକ ପରୀକ୍ଷାରେ ହାଜର ହେବା ପୂର୍ବରୁ ଏକ ଫର୍ମ ପୂରଣ କରିବାକୁ ପଡିଥାଏ। ତେବେ SSC ପରୀକ୍ଷା ଫର୍ମ ପୂରଣ କରିବା ଏତେ ସହଜ ନୁହେଁ। ଯଦିବି ଏଥିରେ ଗୋଟିଏ ଛୋଟ ଭୁଲ ହୋଇଯାଏ, ତେବେ ଆପଣଙ୍କର ଫର୍ମକୁ ପ୍ରତ୍ୟାଖ୍ୟାନ କରିଦିଆଯିବ।
ମହୀଶୁର ସହର ବିକାଶ କର୍ତ୍ତୃପକ୍ଷ ଅଞ୍ଚଳରେ ଥିବା ଜମି ଆବଣ୍ଟନରେ ହେରଫେର ଅଭିଯୋଗ ମାମଲାରେ ତାଙ୍କ ବିରୋଧରେ ତଦନ୍ତ ହେବ ।
ବଲିଉଡ୍ କିଙ୍ଗ୍ ଶାହରୁଖ ଖାନ ପ୍ରକାଶ କରିଛନ୍ତି ଯେ ସେ ଦିନକୁ ଥରେ ଖାଆନ୍ତି ଏବଂ ମାତ୍ର ୪ ଘଣ୍ଟା ଶୁଅନ୍ତି। ରାତି ୨ଟାରେ ଫେରି ବ୍ୟାୟାମ ମଧ୍ୟ କରନ୍ତି। ତେବେ ଆସନ୍ତୁ ତାଙ୍କ ଜୀନଶୈଳୀକୁ ନେଇ ସେ କ’ଣ କହିଛନ୍ତି ଜାଣିବା।
ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ମାନସ ଚୌଧୁରୀ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି। ନନ୍ ଫିଚର ଫିଲ୍ମ ବର୍ଗରେ ତାଙ୍କୁ ଏହି ଆୱାର୍ଡ ମିଳିଛି।
ଆସନ୍ତା ୨୫ ତାରିଖରେ ଶଙ୍ଖ ଭବନରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି ସୂଚନା ଦେଇଛନ୍ତି ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ।
'ସ୍ତ୍ରୀ ୨’ ରୋଜଗାର ଦୃଷ୍ଟିରୁ ବହୁତ ଆଗରେ ଅଛି। ଦ୍ୱିତୀୟ ଦିନରେ ମଧ୍ୟ ଭଲ ରୋଜଗାର କରିଏହି ଚଳଚ୍ଚିତ୍ର ୨୦୨୪ର ପ୍ରଥମ ସର୍ବାଧିକ ଆୟ କରିଥିବା ଚଳଚ୍ଚିତ୍ର ହୋଇପାରିଛି। ଜାଣନ୍ତୁ କେତେ କଲାଣି ରୋଜଗାର, କିଏ ନେଇଛନ୍ତି କେତେ?
ବିମାନବନ୍ଦରରେ ପହଞ୍ଚିବା ପରେ ଭିନେଶ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସରେ ମେଡାଲ୍ ଆଣିପାରିନଥିଲେ ମଧ୍ୟ ତାଙ୍କୁ ଏଭଳି ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇଛନ୍ତି ଭିନେଶ।