• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

Earthquake
ଭୂମିକମ୍ପରେ ଥରିଲା ତାଇୱାନ, ୨୪ ଘଣ୍ଟାରେ ଦ୍ୱିତୀୟ ଥର ଭୂକମ୍ପ ଝଟକା

ଭୂମିକମ୍ପରେ ଥରିଲା ତାଇୱାନ । କ୍ୟାମେରାରେ କଏଦ ହେଲା  ଛାତିଥରା ଦୃଶ୍ୟ ।

Returns Gold Chain
ସଚ୍ଚୋଟ ମଣିଷ ଶ୍ରବଣ, ଫେରାଇ ଦେଲେ ୩ ଭରିର ଚେନ୍‌

ଏଭଳି ମାନବିକତାକୁ ଯେତେବ ବି ଧନ୍ୟବାଦ ଦେଲେ କମ୍‌ ହେବ । ଏ ସହୃଦୟ ବ୍ୟକ୍ତି ଜଣକ ହେଇଛନ୍ତି କଳାହାଣ୍ଡି ଜିଲ୍ଲାର ଶ୍ରବଣ କୁମାର ନାଥ ।

ISRO
ଇସ୍ରୋର ଆଉ ଏକ ମାଇଲଖୁଣ୍ଟ, ଆର୍ଥ ଅବଜରଭେସନ୍ ସାଟେଲାଇଟ୍ EOS-08ର ସଫଳ ଉତକ୍ଷେପଣ

ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08ର ସଫଳ ଉତକ୍ଷେପଣ । ଭୂପୃଷ୍ଠରୁ ୪୭୫ କିଲୋମିଟର ଉଚ୍ଚତାରେ କକ୍ଷ ପଥରେ ଅବସ୍ଥାପିତ କରିଛି ଇସ୍ରୋ ।

Vigilance Raid
ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ଚାଲିଛି ଚଢ଼ାଉ

ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ୪ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Ratna Bhandar
ରତ୍ନଭଣ୍ଡାରରେ ଅଛି କି ସୁଡ଼ଙ୍ଗ ? ଖୁବଶୀଘ୍ର ହେବ ଯାଞ୍ଚ

ଆଧୁନିକ ଯନ୍ତ୍ରପାତି ସାହାଯ୍ୟରେ ରତ୍ନଭଣ୍ଡାର ଭିତରେ ଅଧିକ କୋଠରୀ ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ ହେବ ।

ISRO
ଇତିହାସ ରଚିବ ଇସ୍ରୋ, ଆଜି ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ ଉତକ୍ଷେପଣ

ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।

Paradip Port
ଜାହାଜକୁ ଗିରଫ ନିର୍ଦ୍ଦେଶ, ବାଂଲାଦେଶରୁ ପାରାଦୀପ ଆସିଛି ଏମଭି ୱାଡି ଆଲବୋସ୍ତାନ

ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦେଶ । ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡି କୁଆଡେ ଯାଇ ପାରିବ ନାହିଁ ।

Peacock Curry
ମୟୂର ତରକାରୀ କରି ବନ୍ଧାହେଲେ ୟୁଟ୍ୟୁବର

ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ ସଂରକ୍ଷିତ ପ୍ରଜାତି ତଥା ଜାତୀୟ ପକ୍ଷୀ ମୟୂରକୁ ହତ୍ୟା କରିଛନ୍ତି ପ୍ରଣୟ । ଖାଲି ସେତିକି ନୁହେଁ ତେଲ ମସଲା ଦେଇ ରାନ୍ଧି, ଖାଇଛନ୍ତି ମଧ୍ୟ ।

Odisha Weather
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୦ଯାଏଁ ପ୍ରବଳ ବର୍ଷା

ବଢ଼ିବ ରାଜ୍ୟରେ ବର୍ଷାର ପରିମାଣ । ଘନିଭୂତ ହେଉଛି ଆଉ ଏକ ଲଘୁଚାପ । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

SUCI calls 12 hours Bengal Bandh
ତେଜୁଛି ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦ, ଆଜି ୧୨ ଘଣ୍ଟିଆ ବେଙ୍ଗଲ ବନ୍ଦ

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ ।

Panchanga
Panchang Today 16th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Koraput
ମନ୍ତ୍ରୀଙ୍କ ଆଗରେ ଦୁଃଖ ବଖାଣିଥିଲା କୁନି ଝିଅ ସୋନାଲି, ବର୍ଷକ ପରେ ବି ଫଳ ଶୂନ !

ବଦଳିଲାନି କୁନି ଝିଅ ସୋନାଲିର ଗାଁ ପଦୁଗୁଡ଼ା ଭାଗ୍ୟ । ଗାଁରେ ରାସ୍ତା, ପାଣି ଓ ସ୍କୁଲ ସ୍ଥିତି ଯାହାକୁ ତାହା।

Odisha Politics
କଂଗ୍ରେସରେ ନୂଆ ଷ୍ଟିୟରିଂ କମିଟିକୁ ନେଇ ଝଡ଼, ତାତିଲେ ତାରା-ନରସିଂହ !

ନୂଆ ଷ୍ଟିୟରିଂ କମିଟିରେ ନାହାନ୍ତି ତାରା, ନରସିଂହ, ନିରଞ୍ଜନ, ପ୍ରସାଦଙ୍କ ଭଳି ଅଭିଜ୍ଞ ।

CM Mohan Majhi
୨୦୪୭ ସୁଦ୍ଧା ଦେଢ଼ ଟ୍ରିଲିୟନ୍ ଡଲାର ଅର୍ଥନୀତିରେ ପହଞ୍ଚିବ ଓଡ଼ିଶା

ସବୁ ପ୍ରତିଶ୍ରୁତି ପାଳନ କରିବ ବିଜେପି ସରକାର କହିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କୁ ପରୋକ୍ଷରେ ବି ତୀର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Narendra Modi
କ୍ରମାଗତ ୧୧ ଥର ପାଇଁ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡ଼ାଇଲେ ମୋଦି; ପରିବାରବାଦ ଉପରେ କଲେ ପ୍ରଚଣ୍ଡ ହମଲା

ଲାଲକିଲ୍ଲାରୁ ପିଏମ୍ ମୋଦିଙ୍କ ବଡ଼ ଆହ୍ବନ ଦେଶ ପାଇଁ ଦରକାର ଧର୍ମନିରପେକ୍ଷ ନାଗରିକ ସଂହିତା ୭୮ ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଜାତୀୟ ପତାକା ଉଡ଼ାଇ ଦେଶରେ ସେକୁଲାର ସିଭିଲ୍ କୋଡ୍‌ର ଆବଶ୍ୟକତା ଉପରେ ଜୋର୍ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 

Hadua Water Irrigation Project
ମିଛ କହିଥିଲା ବିଜେଡି ସରକାର, କ୍ଷତିପୂରଣ ଦେବେ କହି ଭଣ୍ଡେଇଦେଲେ..!

ଅଧାପନ୍ତରିଆ ହାଡୁଆ ମଧ୍ୟମ ଜଳସେଚନ ପ୍ରକଳ୍ପ । କ୍ଷତିପୂରଣ ନେଇ ଚିନ୍ତାରେ ବିସ୍ଥାପିତ ପରିବାର ।

Holiday for Menstrual Cycle
କର୍ମଜୀବୀ ମହିଳାଙ୍କୁ ରାଜ୍ୟ ସରକାରଙ୍କ ଭେଟି; ମାସକରେ ଦିନେ ମିଳିବ ଋତୁସ୍ରାବ ଜନିତ ଛୁଟି

କର୍ମଜୀବୀ ମହିଳାଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଋତୁସ୍ରାବ ପାଇଁ ମାସକରେ ମିଳିବ ଦିନଟିଏ ଛୁଟି । ସ୍ବାଧୀନନତା ଦିବସରେ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 

RG Kar Medical College Protest
RG Kar ମେଡିକାଲ କଲେଜରେ ହିଂସାକାଣ୍ଡ, ମେସିନ ଭାଙ୍ଗିଦେଲେ ଲୋକେ

ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କଲା ପୋଲିସ୍ । ମେଡିକାଲ କଲେଜ ବାହାରେ ବ୍ୟାପକ ଫୋର୍ସ ମୁତୟନ ।

Minister Bibhuti Bhusan Jena
ପରେଡ୍‌ ବେଳେ ଅଚେତ୍‌ ହେଲେ ଛାତ୍ର, ମନ୍ତ୍ରୀ ଘସିଦେଲେ ଘୋଡ଼

ଗାଡ଼ିରୁ ଓହ୍ଲାଇ ଆସି ଛାତ୍ରର ଭଲମନ୍ଦ ବୁଝିଲେ ମନ୍ତ୍ରୀ । ତୁରନ୍ତ ଆମ୍ବୁଲାନ୍ସ ଡକାଇ ଛାତ୍ରକୁ ମେଡିକାଲ ପଠାଇଲେ ।

Balabhadra Pahandi
ବଳଭଦ୍ର ପଡ଼ିଯିବା ଘଟଣା; ତଦନ୍ତକୁ ନେଇ ଅସନ୍ତୁଷ୍ଟ ସେବାୟତ !

'ତିନି ଜଣିଆ କମିଟି ଆମ ସହ ଆଲୋଚନା କରିନାହାନ୍ତି । 'ଆଲୋଚନା କରିନାହାନ୍ତି କି ତଦନ୍ତ ପରିସରଭୁକ୍ତ କରାଯାଇନି ।'

Reliance Highest Paid Employees
ରିଲାଏନ୍ସରେ କିଏ ପାଉଛନ୍ତି ସର୍ବାଧିକ ଦରମା ? ଜାଣିଲେ ଉଡ଼ିଯିବ ଆପଣଙ୍କ ହୋସ୍‌...

ଦେଶର ବହୁମୂଲ୍ୟ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ବାର୍ଷିକ ରିପୋର୍ଟ ଉପସ୍ଥାପନ କରିଛି। କିଏ ପାଉଛନ୍ତି ସର୍ବାଧିକ ଦରମା ? ଜାଣନ୍ତୁ...

Manu Bhaker
ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ମୋଦିଙ୍କୁ ଶ୍ରୀଜେଶ ଓ ମନୁ ଦେଲେ ସ୍ୱତନ୍ତ୍ର ଗିଫ୍ଟ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ଖେଳାଳିମାନେ ଅନେକ ଉପହାର ଦେଇଥିଲେ । ସୁଟର ମନୁ ଭାକର ପିଏମ ମୋଦୀଙ୍କୁ ଏକ ପିସ୍ତଲ ଦେଇଥିଲେ ।

IAS Ananya Das
ପ୍ରଥମ ପ୍ରୟାସରେ IAS ବନିଥିଲେ ଏହି IIT ଗ୍ରାଜୁଏଟ୍, ବଡ଼ ଚାକିରି ଛାଡ଼ି ବାଛିଥିଲେ ସିଭିଲ ସର୍ଭିସ୍

୨୦୧୫ ବ୍ୟାଚର ଗୁଜରାଟ କ୍ୟାଡରର IAS ଅଫିସର ଅନନ୍ୟା ଦାସ । ପ୍ରଥମ ପ୍ରୟାସରେ ହାସଲ କରିଥିଲେ AIR ୧୬ ରାଙ୍କ୍ ।

Narendra Modi
ସ୍ୱାଧୀନତା ଦିବସରେ କେଉଁ ରାଜ୍ୟର ପଗଡ଼ି ପିନ୍ଧିଥିଲେ ପ୍ରଧାନମନ୍ତ୍ରୀ ?

୨୦୧୪ରୁ ୨୦୨୪ ପର୍ଯ୍ୟନ୍ତ ପ୍ରତି ବର୍ଷ ଭିନ୍ନ ଭିନ୍ନ ପଗଡ଼ି ପିନ୍ଧିଥିବାର ନଜର ଆସିଥାନ୍ତି । ଏ ବର୍ଷ ମଧ୍ୟ ଭିନ୍ନ ଏକ ଅନ୍ଦାଜରେ ନଜର ଆସିଛନ୍ତି ମୋଦି ।

chanakya niti
Chanakya Niti: କେଉଁ ଘରେ ରହିଲେ କେବେବି ହୁଏନି ଉନ୍ନତି ? ଜାଣନ୍ତୁ ଓ ମାନନ୍ତୁ...

Chanakya Niti for Life: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଜୀବନ କାଳରେ ଅନେକ ପ୍ରକାରର ନୀତି ଉପରେ ରଚନା କରିଛନ୍ତି । ତେବେ ଜାଣନ୍ତୁ କେମିତିକା ଘରେ ରହିଲେ ହୁଏନି ଜୀବନରେ ଉନ୍ନତି...