୨ ମାସ ମଧ୍ୟରେ ଏହି ଜରିମାନା ଅର୍ଥ ଦାଖଲ ପାଇଁ ଏଭସକୁ ନିର୍ଦ୍ଦେଶ ଦେଇଛି ଓରେରା।
ଲୁଟେରାଙ୍କ ଅଜବ କାଣ୍ଡ । ଭୁକିବା ବନ୍ଦ ପାଇଁ କୁକୁରଙ୍କୁ ନିଶା ଔଷଧ ଦେଇ ସବୁ ଲୁଟିନେଲେ ।
ପଶ୍ଚିମବଙ୍ଗ ପୋଲିସ ଗାଡିକୁ ଜବତ କରିବା ସହ ଗାଡିରେ ଥିବା ଆଳୁ ସବୁ ଓହ୍ଲାଇ ପୁଣି ପଶ୍ଚିମବଙ୍ଗକୁ ଫେରାଇ ନେଇଛି ।
ଭୂକମ୍ପ ପରେ ଜାପାନ ପାଣିପାଗ ବିଭାଗ(JMA) ପକ୍ଷରୁ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମୀ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି ସବୁ ସାମୁଦ୍ରିକ ଥାନାକୁ ଅଧିକ ଷ୍ଟାଫ୍ ଓ ସହଯୋଗ ଯୋଗାଇ ଦିଆଯାଇଛି । ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଛି ଏବଂ ସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବା କହିଛନ୍ତି ପୋଲିସ ଡିଜି ।
ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
ଅଲିମ୍ପିକ୍ସରେ ଆଜି ଏକାଧିକ ପଦକ ଆଶାରେ ଭାରତ । ଗୋଲ୍ଡେନ ବୟ ନୀରଜ ଚୋପ୍ରା ଓ ପୁରୁଷ ହକି ଟିମ ପାଖରେ ରହିଛି ପଦକ ଜିତିବାର ସୁଯୋଗ ।
ଆଜି ହେବ ଶପଥଗ୍ରହଣ ଉତ୍ସବ । ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ।
ଅମଲଭିଟା ନାଁରେ ଆଇସକ୍ରିମ୍ ତିଆରି କରି ଜଣେ ବ୍ୟକ୍ତି ସ୍ଥାନୀୟ ବଜାରକୁ ଛାଡୁଥିଲେ। ଆଇସକ୍ରିମ୍ ତିଆରି ପାଇଁ ଉଦ୍ଧିଷ୍ଟ ନାନା ପ୍ରକାର ନିମ୍ନ ମାନର ସାମଗ୍ରୀ ଏବଂ ପ୍ୟାକିଂ ଜରି ଏଠାରେ ବ୍ୟବହାର ହେଉଥିଲା ।
ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ ।
ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଲଗାତାର ନବମ ଥର ପାଇଁ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ ।
ଆସନ୍ତା ବର୍ଷ ଯେଉଁ ମଦନୀତି ହେବ, ସେଥିରେ ଓଡ଼ିଶାରେ ଚୋରାମଦ ବିକ୍ରି ବନ୍ଦ କରିବାକୁ ବାଟ ବାହାର କରାଯିବ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଦେହାନ୍ତ । ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ।
ସବୁ ସାରିଦେଲା ଉଧାର ଟଙ୍କା । ବାହାଚିତା ଲିଭିନି, ନୂଆବୋହୂ ମଥାରୁ ଲିଭିଗଲା ସିନ୍ଦୂର ।
ବର୍ଷେ ହେଲା ଭୁଶୁଡି ପଡ଼ିଛି ଅଙ୍ଗନବାଡ଼ି କେନ୍ଦ୍ର । ବିପଦ ମୁଣ୍ଡାଇ ପାଠ ପଢ଼ୁଛନ୍ତି କୁନି କୁନି ପିଲା ।
ମାଟି ଅତଡ଼ା ତଳୁ ଦୁଇଟି କୁନି ମାଙ୍କଡ଼ ଉଦ୍ଧାର ହୋଇଛନ୍ତି । ପାଖରେ ମା’ ନାହିଁ, ବଞ୍ଚିବାକୁ ସାହାରା ବି ନାହିଁ, ହେଲେ ଭଗବାନ ବଞ୍ଚାଇ ଦେଇଛନ୍ତି ।
ସ୍ୱାଧୀନତା ଦିବସରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଭୁବନେଶ୍ୱରରେ ଘଟିଛି ଡବଲ ମର୍ଡର ।
ବାଇଓଲୋଜିକାଲ ସାଇନ୍ସ ପାଇଁ ପ୍ରଫେସର ଗୋବିନ୍ଦରାଜନ୍ ପଦ୍ମନାଭନଙ୍କୁ ମିଳିବ ବିଜ୍ଞାନ ରତ୍ନ । ବିଜ୍ଞାନ ଟିମ୍ ପୁରସ୍କାର ପାଇବେ ଇସ୍ରୋର ଚନ୍ଦ୍ରାୟନ-ଥ୍ରୀ ଟିମ୍ ସଦସ୍ୟ ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।
ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।
କୁସ୍ତିକୁ ଅଲବିଦା କହିଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ସବୁଦିନ ପାଇଁ କୁସ୍ତି ଛାଡିଛନ୍ତି ଭିନେଶ୍। ସେ କୁସ୍ତିରୁ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଏଥିସହ ଭାବ ବିହ୍ଵଳ ପୋଷ୍ଚ କରି ଲେଖିଛନ୍ତି, କୁସ୍ତି ମୋ ବିପକ୍ଷରେ ମ୍ୟାଚ୍ ଜିତିଗଲା, ମୁଁ ହାରିଗଲି।
ବାସ୍ତୁଦୋଷ ରହିଲେ ମାନବ ଶରୀରର ଚୁମ୍ବକୀୟ କ୍ଷେତ୍ର ସହିତ ପୃଥିବୀର ଚୁମ୍ବକୀୟ କ୍ଷେତ୍ର ମଧ୍ୟରେ ସମନ୍ୱୟ ରକ୍ଷା ହୋଇପାରେ ନାହିଁ। ଫଳରେ ଶରୀରରେ ଅନେକ ପ୍ରକାର ରୋଗ ସୃଷ୍ଟି ହୋଇଥାଏ, ମାନସିକ ଅସ୍ଥିରତା ମଧ୍ୟ ଦେଖାଦେଇଥାଏ। ତେଣୁ ଯାଗା କିଣିବା ପୂର୍ବରୁ କେଉଁ ଦିଗ ପ୍ରତି ଧ୍ୟାନ ଦେବେ, ଦେଖନ୍ତୁ…
ଚଳିତ ବର୍ଷଠାରୁ ପ୍ରତ୍ୟେକ ବର୍ଷ ପ୍ରଦାନ କରାଯିବ ଏହି ସମ୍ମାନଜନକ ‘ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'