ହୀରାକୁଦ ଜଳଭଣ୍ଡାରକୁ ଏବେ ପ୍ରତି ସେକେଣ୍ଡରେ ଲକ୍ଷେ ୭୦ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି । ନିଷ୍କାସିତ ହେଉଛି ୩ ଲକ୍ଷ ୩୦ ହଜାର କ୍ୟୁସେକ୍ ପାଣି ।
ପୁଅ କଥା ଦେଇଥିଲା। ବୋଉ ଲୋ…କାମ ଅଛି ଟିକେ ଟାଟା ଯାଉଛି। ହେବ ଯଦି ସଞ୍ଜ ବେଳେ ଫେରିବି। ହେଲେ ରାତିରେ ଫୋନ କଲା, ଆଜି ନୁହେଁ କାଲି ଫେରିବି। କିନ୍ତୁ କିଏ ଜାଣିଥିଲା କଥା ଦେଇଥିବା ପୁଅ ଏମିତି ଠକିଦେବ ବୋଲି।
ଶ୍ରୀଜଗନ୍ନାଥ ଟେମ୍ପୁଲ ଆକ୍ଟ ୧୯୫୫ ଧାରା ୬(୧) ଅନୁସାରେ ପରିଚାଳନା କମିଟି ସଦସ୍ୟଙ୍କ ନାଁ ସୁପାରିଶ ଲାଗି ଏକ ଗାଇଡଲାଇନ୍ ଜାରି କରିଛି ଆଇନ ବିଭାଗ ।
କଟକ ଚୌଦ୍ୱାର ହାଉସିଂ ବୋର୍ଡ ବାସିନ୍ଦା ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
ଆପଣ ଖାସି ମାଂସ ବା ମଟନ୍ର ଅନେକ ରେସିପି ଖାଇଥିବେ ...କଣ ଆପଣ କେବେ ନଡ଼ିଆକୋରା ଦିଆ ମାଂସ ତରକାରି ଖାଇଛନ୍ତି । ଆଜି ଆମେ ଏହି ରେସିପିଟିକୁ ଅତି ସହଜ ଓ ଦେଶୀ ଶୈଳୀରେ ବନେଇବୁ ।
ପରାଜୟ ପରେ ଅଲିମ୍ପିକ୍ସରୁ ଅବସର ଘୋଷଣା କରିଛନ୍ତି ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ଅଶ୍ୱିନୀ ପୋନାପ୍ପା । ପ୍ୟାରିସରେ ଭାରତୀୟ ମହିଳା ବ୍ୟାଡମିଣ୍ଟନ ଟିମ୍ ନିରାଶ ହେବାପରେ ଅବସର ଘୋଷଣା ।
ଏ ଦି‘ ଭଉଣୀଙ୍କ ଦୁଃଖ ଆପଣଙ୍କୁ ବି କନ୍ଦେଇ ଦେବ । ଆପଣ ବି ସେମାନଙ୍କ କାହାଣୀ ଶୁଣିଲେ କହିବେ, ଈଶ୍ବର ଏମିତି ଦୁଃଖ କାହାକୁ ନ ଦିଅନ୍ତୁ । ଏ କୁନି ଛୁଆ ଦି’ ଜଣ ହେଉଛନ୍ତି ପ୍ରମିଳା ଆଉ ଦମୟନ୍ତି ।
ରାଜନୈତିକ ଉଦ୍ଦେଶ୍ୟ କିମ୍ବା ଅନ୍ୟ କୌଣସି କାରଣରୁ ଯୋଗ୍ୟ ହିତାଧିକାରୀ ବାଦ ପଡ଼ିଲେ ଆଉ ଥରେ ଆବେଦନ କରିପାରିବେ।
ଆପଣ ହୁଏତ ବିଶ୍ୱାସ କରିବେ ନାହୁଁ, ଯେଉଁ ଫିଲ୍ମରେ ଡିମ୍ପଲ୍ କପାଡିଆ ଦର୍ଶକ ଏବଂ ଫିଲ୍ମ ନିର୍ମାତାଙ୍କୁ ତାଙ୍କ ସୌନ୍ଦର୍ଯ୍ୟରେ ପାଗଳ କରିଦେଇଥିଲେ, ସେ ଦିନେ କୁଷ୍ଠ ରୋଗରେ ପୀଡିତ ଥିଲେ। ଆସନ୍ତୁ ସେ ସବୁ ବିଷୟରେ ଜାଣିବା।
ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି । ଯାହା ଯେତିକି କୌତୁହଳପୂର୍ଣ୍ଣ ସେତିକି ଚମତ୍କାର ।
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ଭଦ୍ରକ ସହରବାସୀଙ୍କ ଚିନ୍ତା ବଢ଼ାଇଛି ସାଳନ୍ଦୀ ନଦୀ । ପୁରା ନଦୀକୁ କବଳିତ କରିଛି ଦଳ । ନଦୀପଥର ବେଆଇନ ଅବରୋଧ ବି ଜଳ ପ୍ରବାହରେ ପ୍ରତିବନ୍ଧକ ସାଜିଛି ...
ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା । ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
କେରଳରେ ପ୍ରକୃତିର ତାଣ୍ଡବ । ବଢୁଛି ମୃତ୍ୟୁସଂଖ୍ୟା । ଭୂସ୍ଖଳନରେ ଫସି ରହିଛନ୍ତି ଶତାଧିକ ଲୋକ । ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ ।
ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଗତ ରବିବାର ପର୍ଯ୍ୟାୟ କ୍ରମେ ହୀରାକୁଦର ୨୦ଟି ଗେଟ୍ ଖୋଲାଯାଇଥିଲା । କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣ ହୋଇଯିବା ପରେ ହୀରାକୁଦର ୨ଟି ଗେଟ୍କୁ ବନ୍ଦ କରିଦିଆଯାଇଛି । ଏହାପରେ କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର କମିବାରେ ଲାଗିଛି ।
ନିକଟରେ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ ସ୍ୱାମୀ ଡକ୍ଟର ଶ୍ରୀରାମ ନେନେ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ ଲୋକମାନେ ଜଳଖିଆରେ କେଉଁ କେଉଁ ଜିନିଷରୁ ଦୂରେଇ ରହିବା ଉଚିତ। ଇନ୍ଷ୍ଟାରେ ଶେୟାର ହୋଇଥିବା ଭିଡିଓରେ, ସେହିସବୁ ଜଳଖିଆଗୁଡିକ ଦେଖାଯାଇଛି, ଯାହା ସକାଳେ ଖାଇଲେ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର। ଚନ୍ଦ୍ର- ବୃଷ ରାତ୍ରି ୧୦.୧୬ ଗତେ ମିଥୁନ। ତିଥି- ୧୧ଶୀ ଦିବା ୦୩.୫୫ ଗତେ ୧୨ଶୀ। ଘାତଚନ୍ଦ୍ର- ବିଛା ରାଶିର ରାତ୍ରି ୧୦.୧୬ ଗତେ କନ୍ୟା ରାଶିର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ଦିବା ୦୩.୫୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ।
ଫୋନ୍ରେ ବ୍ୟାକ୍ କଭର ବ୍ୟବହାର କରିବାର ଅସୁବିଧାଗୁଡିକ ବହୁତ କମ୍ ଲୋକ ଜାଣନ୍ତି। କଭର ଯୋଗୁଁ ଫୋନ୍ରେ ଅନେକ ସମସ୍ୟା ମଧ୍ୟ ଉପୁଜିଥାଏ। ଆଜି ଆମେ ଆପଣଙ୍କୁ ଫୋନରେ ବ୍ୟାକ୍ କଭରର ପାଞ୍ଚଟି ଅସୁବିଧା ବିଷୟରେ ଜଣେଇବୁ।
ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ।
ଜଣେ ଶିକ୍ଷକଙ୍କୁ ଠକିଦେଲା ଠକ ନକଲି ସିବିଆଇ ଅଧିକାରୀ ।
୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ ।
ଶନିବାର ରାତିରେ କ’ଣ ଥିଲା ଅସଲ ଘଟଣା, ବଢ଼ିଲା ଚର୍ଚ୍ଚା । RTI କର୍ମୀଙ୍କ ପିଟିସନ ପରେ ଶନିବାର ଘଟଣାକୁ ନେଇ ବଢ଼ିଲା ଚର୍ଚ୍ଚା ।
ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।
ଭାରତ ପାଇଁ ମନୁ ଆଣିଲେ ଦ୍ବିତୀୟ ପଦକ । ୧୦ ମିଟର ଏୟାର ପିସ୍ତଲ ସୁଟିଂ ମିକ୍ସଡ ଇଭେଣ୍ଟରେ ବ୍ରୋଞ୍ଜ ।
କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜ । କଟକ ଚୌଦ୍ୱାର ହାଉସିଂ ବୋର୍ଡ ବାସିନ୍ଦା ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା ଏବଂ ତାଙ୍କ ବନ୍ଧୁ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ପତ୍ତା ମିଳୁନି ।