ନୟାଗଡ଼ରେ ଚାଞ୍ଚଲ୍ୟକର ଘଟଣା । ଦେବୋତ୍ତର ଲେନ୍ ୪ରେ ଘଟିଛି କିଛି ହୃଦୟବିଦାରକ ଘଟଣା ।
ପ୍ରତିବର୍ଷ ଦ୍ରୁତ ଗତିରେ ଗାଡ଼ି ଚଳାଇବା ପାଇଁ ଯାଉଛି ଲକ୍ଷାଧିକ ଜୀବନ । ୨୦୧୮ରୁ ୫ ବର୍ଷ ମଧ୍ୟରେ ଦେଶରେ ସବୁଠୁ ଅଧିକ ଦୁର୍ଘଟଣା ୨୦୨୨ରେ ଘଟିଛି ।
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ। ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ।
କ୍ୟାପିଟାଲ୍ ଥାନା ପୋଲିସ ଘଟଣାସ୍ଥଳରେ ଛାନଭିନ ଚଳାଇଥିବା ବେଳେ ମୃତ୍ୟୁର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।
ରାଜ୍ୟପାଳଙ୍କ ପୁଅ ବିବାଦ ପ୍ରସଙ୍ଗରେ ସ୍ପଷ୍ଟୀକରଣ ସତ୍ତ୍ୱେ ନଛୋଡ଼ବନ୍ଧା ବିଜେଡି । ସର୍ବଦଳୀୟ ବୈଠକ ଫେଲ୍ ।
ତୁରନ୍ତ ଆକ୍ସନ ପାଇଁ ପରିବହନ ବିଭାଗର ନିର୍ଦ୍ଦେଶନାମା । ରାଜ୍ୟବାପୀ ଘୂରି ବୁଲିବ ଏନଫୋର୍ସମେଣ୍ଟ ଟିମ୍ ।
ରାଜଧାନୀରୁ ବିପୁଳ ନକଲି ସସ୍ ସିଜ୍ ପରେ ମିଳିଲା ସାଙ୍ଘାତିକ ତଥ୍ୟ । ପୋଲିସର ଖୋଳତାଡ଼, କୁଆଡ଼େ ହେଉଥିଲା ନକଲି ସସ୍ ସପ୍ଲାଏ ।
ଯାଜପୁର ଜିଲ୍ଲା ପ୍ରଶାସନ-ବିଜେଡି ନେତାଙ୍କ ବୈଠକକୁ ନେଇ ଚର୍ଚ୍ଚା । ବୈଠକକୁ ନେଇ ପ୍ରଶ୍ନ ଉଠାଇଲେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ।
ଘର ଅଗଣାରେ ବସି ପୁଅକୁ ଝୁରି ହେଉଛି ମା । ହେଲେ ପୁଅ କ’ଣ ଆଉ ଫେରିବ ? ପରିବାର ପେଟରେ ଦାନା ଦେବାକୁ ଆନ୍ଧ୍ରକୁ ଦାଦନ ଖଟି ଯାଇଥିଲା ଭେଣ୍ଡିଆ ପୁଅ ।
ମାତ୍ର କେଇ ସେକେଣ୍ଡ୍ ଭିତରେ ସବୁ ଶେଷ... ନେପାଳରେ ଜଳିଲା ପୁଣି ଗୋଟିଏ ବିମାନର ଚିତା...ଉଡ଼ାଣ ଭରିବା ମାତ୍ରେ ଖାଇରେ ଖସି ଅଗ୍ନିପିଣ୍ଡୁଳା ପାଲଟିଗଲା...।
ଓଡ଼ିଶାରେ ଆୟୁଷ ହାର ପୂର୍ବ ତୁଳନାରେ ୧୦ ବର୍ଷ ବଢ଼ିଛି । ଆୟୁଷ ବୃଦ୍ଧି ନେଇ ଅର୍ଥନୈତିକ ସର୍ଭେ ରିପୋର୍ଟରୁ ମିଳିଛି ଏହି ତଥ୍ୟ ।
ଖେଳ ଅପେକ୍ଷା ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ୩୩ ବର୍ଷୀୟ ମହମ୍ମଦ ଶାମିଙ୍କ ବିରୋଧରେ ତାଙ୍କ ପତ୍ନୀ ହସିନ୍ ଜାହାନ ଘରୋଇ ହିଂସା ଓ ମ୍ୟାଚ୍ ଫିକ୍ସିଂର ଅଭିଯୋଗ ଆଣିଥିଲେ । ଯାହାକୁ ନେଇ ଚିନ୍ତାରେ ଥିଲେ ଶାମି ।
ଆପଣ ଯଦି ରେଳବାଇରେ ଚାକିରି କରିବା ନେଇ ସ୍ୱପ୍ନ ଦେଖୁଥାନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର। ଦକ୍ଷିଣ ରେଳବାଇ(SR)ରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ SR ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ୨୪୦୦ରୁ ଅଧିକ ପଦବୀ ପୂରଣ ହେବ।
କେନ୍ଦ୍ର ବଜେଟରେ ରେଳ ବିଭାଗକୁ ମିଳିଥିବା ଅନୁଦାନ ସମ୍ପର୍କରେ ସୂଚନା ଦେଇ ସେ ଆହୁରି କହିଛନ୍ତି ଯେ, ଓଡ଼ିଶାରେ ଏବେ ୪୦ଟି ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି, ଶତ ପ୍ରତିଶତ ବିଦ୍ୟୁତ୍ କରଣ ହୋଇଯାଇଛି।
ଏ ଘଟଣାଟି ଚୀନର । ସେଠାରେ ୨୪ବର୍ଷୀୟା ପ୍ୟାନ୍ ସାଓଟିଙ୍ଗ୍ ବାସ କରନ୍ତି । ବୃତ୍ତିରେ ସେ ଏକ ହୋଟେଲରେ ଓ୍ବେଟର ଭାବେ କାମ କରୁଥିଲେ ।
‘ଘୁଡ୍ଚଡି’ର ଟ୍ରେଲର୍ ରିଲିଜ ହୋଇଛି। ଏହି ଫିଲ୍ମଟି ଦୀର୍ଘ ଦିନ ଧରି ଚର୍ଚ୍ଚାରେ ରହିଆସିଛି। ବିଶେଷ କଥା ହେଉଛି ‘ଘୁଡ୍ଚଡି’ରେ ସଞ୍ଜୟ ଦତ୍ତଙ୍କ ସହ ରବିନା ଟଣ୍ଡନଙ୍କ ରୋମାଣ୍ଟିକ୍ ଯୋଡି ଦେଖିବାକୁ ମିଳିବ। ଏଥିରେ ବୁଢା ବୟସରେ ପ୍ରେମ ହେବାର ଦେଖିବାକୁ ମିଳିବ।
ବାଲେଶ୍ୱର ଜିଲ୍ଲା ସୋର ବ୍ଲକର ରଘୁନାଥ ଜେନାଙ୍କ ଝିଅ ହେଉଛନ୍ତି ପରୀ ଜେନା । ସେ ଏବେ ନବମ ଶ୍ରେଣୀରେ ପାଠ ପଢ଼ୁଛନ୍ତି । ଏତେ ଛୋଟ ବୟସରେ ରେଳ ବିଭାଗକୁ ପରୀ ଏକ ନୂଆ ସନ୍ଦେଶ ଦେଇଛନ୍ତି l
ମାସକ ମଧ୍ୟରେ ହିତାଧିକାରୀଙ୍କୁ ମିଳିପାରେ ରାସନ କାର୍ଡ । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି। ଏନେଇ ରାଜ୍ୟ ସରକାର ପ୍ରକିୟା ଆରମ୍ଭ କରିଥିବା କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଯେତେବେଳେ ଜାହ୍ନବୀ ତାଙ୍କ ମା’ଙ୍କଠାରୁ ବ୍ରା ମାଗିଥିଲେ, ସେ ମନା କରିଦେଇଥିଲେ। ଜାହ୍ନବୀ କପୁର ନିଜେ ଏକ ସାକ୍ଷାତକାର ସମୟରେ ଏହି କଥା କହିଛନ୍ତି। ଆଉ କହିଛନ୍ତି କିଏ ତାଙ୍କୁ ପ୍ରଥମେ ବ୍ରା ସହିତ ପରିଚିତ କରେଇଥିଲେ।
ରତ୍ନଭଣ୍ଡାର ମରାମତି ପାଇଁ ଏଏସଆଇକୁ ହସ୍ତାନ୍ତର କରିବ ଶ୍ରୀମନ୍ଦିର ପ୍ରଶାସନ । ଗଣତି ମଣତି ପରେ ରତ୍ନ ଓ ଅଳଙ୍କାର ତାଲିକା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ ବୋଲି ଜଷ୍ଟିସ ରଥ କହିଛନ୍ତି ।
ନିଟ୍-ୟୁଜିକୁ ନେଇ ଆସିଛି ସୁପ୍ରିମକୋର୍ଟଙ୍କ ଫାଇନାଲ୍ ଫୈସଲା । ପୁନଃ ହେବନି ନିଟ୍-ୟୁଜି ପରୀକ୍ଷା । ତେବେ ୪.୨ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମିଳିବନି ୫ ମାର୍କ । ଜାଣନ୍ତୁ କାହିଁକି...
ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ କକ୍ଷତ୍ୟାଗ କରିଥିଲେ ବିଜେଡି ବିଧାୟକ । ସେହିପରି କଂଗ୍ରେସ ବିଧାୟକ କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ ଉଠାଇ ଗୃହ ମଧ୍ୟଭାଗରେ ନାରାବାଜି କରିଥିଲେ ।
ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ଘୋଷଣା କରିବା ପରେ ବାଇଡେନ୍ଙ୍କୁ ଆଉ ସର୍ବସାଧାରଣରେ ଦେଖିବାକୁ ମିଳି ନ ଥିଲା। ତାଙ୍କୁ ନେଇ ଅନେକ ଗୁଜବ ଉଠିଥିଲ। ସେ ମୃତ୍ୟୁବରଣ କରିଛନ୍ତି ବୋଲି ମଧ୍ୟ କୁହାଯାଉଥିଲା। ଆଜି ହ୍ୱାଇଟ୍ ହାଉସରୁ ବାଇଡେନ୍ ଦେଶକୁ ସମ୍ବୋଧିତ କରିବେ ବୋଲି ସୂଚନା ଆସିଛି।
ନେପାଳ ବିମାନ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । କେବଳ ବଞ୍ଚିଗଲେ ପାଇଲଟ୍ । ଦୁର୍ଘଟଣାସ୍ଥଳରୁ ୧୮ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି।
ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । କଟକ ଓ ଭୁବନେଶ୍ୱରରେ ସୁନା ଦର ୩୫୦୦ ଟଙ୍କା ହ୍ରାସ ପାଇଛି ।