• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

Surya Tilak
ବାଳକ ରାମଙ୍କ ମଥାରେ ଶୋଭା ପାଇଲା ସୂର୍ଯ୍ୟ ତିଳକ

ବାଳକ ରାମଙ୍କ ମସ୍ତକରେ ଶୋଭା ପାଇଲା ସୂର୍ଯ୍ୟ ତିଳକ ।

Heat Wave
ପ୍ରବଳ ଖରା ପାଇଁ ଛୁଟି କରିଦେଲେ ସରକାର, ୩ ଦିନ ପାଇଁ ବନ୍ଦ ରହିବ ସ୍କୁଲ

ତାପମାତ୍ରା ଯୋଗୁଁ ୩ ଦିନ ସ୍କୁଲ ବନ୍ଦ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ ।

Dubai Airport Flooded
ବର୍ଷାରେ ବେହାଲ୍ ଦୁବାଇ; ଏୟାରପୋର୍ଟରେ ପଶିଲା ପାଣି, ବୁଡିଗଲା କାର୍ ...ଦେଖନ୍ତୁ ଭିଡିଓ

ପ୍ରବଳ ବର୍ଷା କାରଣରୁ ବିମାନବନ୍ଦରରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିଥିଲା। ରନ୍ ୱେରେ ପାଣି ଲହଡି ଖେଳୁଥିଲା। ଉଡାଣ ପାଇଁ ଥିବା ବିମାନ ତଳେ ପାଣି ଚାଲୁଥିବା ବେଳେ ପାର୍କିଂ ହୋଇଥିବା କାରଗୁଡିକ ଅଧା ଜଳମଗ୍ନ ହୋଇଯାଇଥିଲା।

BJD Politics
ପଶ୍ଚିମ ଓଡ଼ିଶାରୁ ଲଢ଼ିପାରନ୍ତି ମୁଖ୍ୟମନ୍ତ୍ରୀ, ଜୋର୍ ଧରିଲା ଚର୍ଚ୍ଚା

ପଶ୍ଚିମ ଓଡ଼ିଶାରୁ ଲଢ଼ିବେ କି ନବୀନ । ପୁଣି ଥରେ ଏଭଳି କଳ୍ପନାଜଳ୍ପନା ଜୋର୍ ଧରିଛି । ଏଣେ ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ବିଧାନସଭା ଆସନରୁ ଲଢ଼ିବା ନେଇ ବି ଚର୍ଚ୍ଚା ହେଉଛି ।

Ram Navami
ରାମଙ୍କୁ ଦର୍ଶନ କଲେ ବୈଜୟନ୍ତ, ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ଭୁବନେଶ୍ୱର ରାମ ମନ୍ଦିର ଯାଇ ପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ତାଙ୍କ ସହ ଉପସ୍ଥିତ ରହିଛନ୍ତି ।

Sandart
ବାଲୁକା କଳାରେ ରାମ ନବମୀର ଶୁଭେଚ୍ଛା; ପୁରୀ ବେଳାଭୂମିରେ ଶହଶହ ପର୍ଯ୍ୟଟକଙ୍କ ଭିଡ଼

ରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ୍ ମିଡିଆ ଏକ୍ସରେ ସେ ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ଏହି ପବିତ୍ରପର୍ବ ସତ୍ୟ ଓ ଧର୍ମ ମାର୍ଗରେ ଚାଲିବାର ବାର୍ତ୍ତା ଦେଇଥାଏ।

Best temperature of air conditioner in summers
Summer Tips: ଆପଣ AC ବ୍ୟବହାର କରୁଛନ୍ତି କି… ଜାଣନ୍ତୁ ରୁମ୍‌ର ତାପମାତ୍ରା କେତେ ରହିଲେ ଭଲ ନିଦ ହୁଏ

ଗରମରୁ ରକ୍ଷା ପାଇବା ପାଇଁ ଲୋକେ ଏସି ବ୍ୟବହାର କରିବାକୁ ବାଧ୍ୟ ହୋଇଛନ୍ତି। ଏଠାରେ ଜାଣିବା ଦରକାର ଯେ ରୁମ୍‌ର ତାପମାତ୍ରା ଶୋଇବା ଉପରେ ଗଭୀର ପ୍ରଭାବ ପକାଇଥାଏ। ନ୍ୟାସ୍‌ନାଲ୍‌ ସ୍ଲିପ୍ ଫାଉଣ୍ଡେସନ୍‌ ଏହି ବିଷୟରେ ଏକ ସର୍ଭେ କରିଛି, ଯାହାଦ୍ୱାରା ଜାଣିହେବ ଯେ ରୁମ୍‌ର ତାପମାତ୍ରା କେତେ ରହିଲେ ଗଭୀର ଏବଂ ଭଲ ନିଦ ହୋଇଥାଏ।

Bhadrak Ram Nabami
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ ସହର; ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ଗାଁ ଦାଣ୍ଡ

ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପୋଲିସ ପାଟ୍ରୋଲିଂ ସହ ପୋଲିସ ଭ୍ୟାନ ସ୍ଥାନରେ ବୁଲି ଯାଞ୍ଚ କରୁଛି। ଏହାସହ ପୋଲିସ ପକ୍ଷରୁ ସାମାଜିକ ଗଣମାଧ୍ୟମ ଉପରେ କଡ଼ା ନଜର ରଖିଛି ଭଦ୍ରକ ପୋଲିସ।

Election
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କାଲି ସରିବ ପ୍ରଚାର, ୨୧ ରାଜ୍ୟରେ ହେବ ଭୋଟ୍ ଗ୍ରହଣ

ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ଆସନ୍ତା ୧୯ ତାରିଖରେ ମତଦାନ । ପ୍ରଥମ ପର୍ଯ୍ୟାୟରେ ୨୧ ରାଜ୍ୟର ୧୦୨ ଲୋକସଭା ଆସନରେ ମନପସନ୍ଦର ପ୍ରାର୍ଥୀ ବାଛିବେ ମତଦାତା ।

Ram Navami know the 12 kalas of lord Ram
Ram Navami 2024: ଶ୍ରୀରାମଙ୍କ ୧୨ ଗୁଣ ତାଙ୍କୁ କରିଦେଇଥିଲା ମର୍ଯ୍ୟାଦା ପୁରୁଷୋତ୍ତମ; ଆସନ୍ତୁ ତାଙ୍କ ଠାରୁ ଏହି ଗୁଣସବୁ ଶିଖିନେବା

ଭଗବାନ ଶ୍ରୀରାମଙ୍କର ଅନେକ ଗୁଣ ଥିଲା ଯାହା ତାଙ୍କୁ ମର୍ଯ୍ୟାଦା ପୁରୁଷୋତ୍ତମମ୍ ଅର୍ଥାତ୍ ପୁରୁଷମାନଙ୍କ ମଧ୍ୟରେ ସର୍ବୋତ୍ତମ କରିଦେଇଥିଲା। ଏହି ଗୁଣକୁ ଶାସ୍ତ୍ରୀୟ ଭାଷାରେ ‘କଳା’ ବୋଲି କୁହାଯାଇଛି। ବିଶ୍ୱାସ କରାଯାଏ ଯେ ଶ୍ରୀରାମଙ୍କ ୧୨ କଳା ବା ଗୁଣ ଥିଲା। ତେବେ ଆସନ୍ତୁ ଶ୍ରୀରାମଙ୍କ ଠାରୁ ଏହି ଗୁଣସବୁ ଶିଖିନେବା।

Weather
ପ୍ରଚଣ୍ଡ ତାତିରେ ଟକମକ୍ ହୋଇ ଫୁଟୁଛି ଓଡ଼ିଶା, ୧୮ରୁ ୨୦ ମଧ୍ୟରେ ଶିଖର ଛୁଇଁବ ଗ୍ରୀଷ୍ମଲହରୀ!

ଜାରି ରହିବ ଗ୍ରୀଷ୍ମପ୍ରବାହ । ପ୍ରବଳ ଖରାରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ । ପାଣିପାଗ ବିଭାଗ ପକ୍ଷରୁ ଆଜି ୧୪ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ।

Ram Navami
ପ୍ରଭୁଙ୍କ ମସ୍ତକରେ ଶୋଭା ପାଇବେ ସୂର୍ଯ୍ୟଦେବ, ତେଜୋମୟ ଦିବ୍ୟ ଦିପ୍ତୀରେ ଉଦଭାସିତ ହେବ କପାଳ

ଆଜି ପବିତ୍ର ରାମ ନବମୀ । ଚଳଚଞ୍ଚଳ ଅଯୋଧ୍ୟା । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ରାମ ଲାଲାଙ୍କ ଦର୍ଶନ ଲାଗି ଜମୁଛି ପ୍ରବଳ ଭିଡ । ସୁନ୍ଦର ଆଲୋକମାଳରେ ସଜେଇ ହୋଇଛି ରାମ ମନ୍ଦିର ।

Panchang
Panchang Today 17th April 2024: ଆଜିର ପଞ୍ଚାଙ୍ଗ, ଶୁଭ ମୂହୁର୍ତ୍ତ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Why did Lord 'Ram' become Ramachandra even though born in the suryavansh
Ram Navami 2024: ଭଗବାନ ‘ରାମ’ ସୂର୍ଯ୍ୟବଂଶରେ ଜନ୍ମ ହୋଇ ମଧ୍ୟ କାହିଁକି ହେଲେ ରାମଚନ୍ଦ୍ର

ରାମ କେବଳ ଏକ ଶବ୍ଦ ନୁହେଁ, ଏହା ହେଉଛି ଏକ ତତ୍ତ୍ୱ। ଯଦି ‘ରାମ’ ଶବ୍ଦକୁ ନେ‍ଇ ଯୋଗଶାସ୍ତ୍ର ଅନୁସାରେ ବିଚାର କରାଯାଏ ତେବେ ଏହା ‍ଇଡା ଓ ପିଙ୍ଗଳା ନାଡି ସହିତ ସଂଯୁକ୍ତ। ‘ରାମ’ ଉଚ୍ଚାରଣ ଏକ ପ୍ରାଣାୟାମ। ତେବେ ଆସନ୍ତୁ ଏହାର ଗୂଢ ତତ୍ତ୍ୱ କ’ଣ ଜାଣିନେବା।

Narendra Modi
୨୧ ରାଜ୍ୟର ୧୦୨ ଲୋକସଭା ଆସନରେ ପ୍ରଥମେ ହେବ ଭୋଟ୍ ଗ୍ରହଣ

ସୁକମା ଜିଲ୍ଲାରେ ମୋଟ୍ ୪୨ଟି ପୋଲିଂ ଟିମ୍ ପାଇଁ ହେଲିକପଟର ବ୍ୟବସ୍ଥା କରାଯାଇଛି। ତାମଧ୍ୟରୁ ଆଜି ୨୭ଟି ଟିମ୍ ହେଲିକପଟରରେ ଯାଇଥିବାବେଳେ ବଳକା ଟିମ୍ ଆସନ୍ତାକାଲି ଯିବେ।

AIIMS
ଚିକିତ୍ସା ବିଜ୍ଞାନର ଚମତ୍କାରିତା ! ଯାହା ଅସମ୍ଭବ ଲାଗୁଥିବା, ତାହା ସମ୍ଭବ ହେଲା...

ଚ୍ୟାଲେଞ୍ଜକୁ ଗ୍ରହଣ କରି ଦମ୍ପତିଙ୍କ ମୁହଁରେ ହସ ଫୁଟାଇଛନ୍ତି ଡାକ୍ତର ।

Patanjali, Supreme Court
ପତଞ୍ଜଳିକୁ ପୁଣି ଝଟ୍‌କା ! ରାମଦେବଙ୍କ କ୍ଷମା ଆବେଦନକୁ ଗ୍ରହଣ କଲେନି ସୁପ୍ରିମକୋର୍ଟ

ଆମେ ସାର୍ବଜନୀନ କ୍ଷମାପ୍ରାର୍ଥନା ପାଇଁ ପ୍ରସ୍ତୁତ ବୋଲି ମଧ୍ୟ କହିଥିଲେ ସେମାନଙ୍କ ଓକିଲ । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୨୩ରେ ହେବ।

Odisha BJP
BJPର ପ୍ରାର୍ଥୀ ଘୋଷଣା; ୧୯ ପ୍ରାର୍ଥୀଙ୍କ ଭିତରେ ୧୬ ନୂଆ ମୁହଁ, ରଣପୁରରେ ବଦଳିଲା ଟିକେଟ...

ରାଉରକେଲାରୁ ଲଢିବେ ଦିଲୀପ ରାୟ । ରଣପୁରରେ ପ୍ରାର୍ଥୀ ବଦଳାଇ ସୁରମା ପାଢ଼ୀଙ୍କୁ ଟିକେଟ୍ ଦେଲା ବିଜେପି । BJPର ଆଜି ଘୋଷିତ ଆଉ ୧୯ MLA ସିଟରେ ୧୬ ନୂଆ ଯୋଦ୍ଧା । ବିଜେଡିରୁ ଆସିଥିବା ୫ନେତାଙ୍କୁ ବି ସୁଯୋଗ, ରିପିଟ୍ ମାତ୍ର ୩ କ୍ୟାଣ୍ଡିଡେଟ୍ ।

Pakistan Flood
ଭୟଙ୍କର ବନ୍ୟା ଯୋଗୁଁ ଗଲା ୪୯ ଜଣଙ୍କର ଜୀବନ

୨ ବର୍ଷ ତଳେ ପାକିସ୍ତାନରେ ଭୟଙ୍କର ବନ୍ୟାରେ ୧୭୩୯ ଜଣଙ୍କ ମୃତ୍ୟୁ ହୋଇଥିଲା ।

Rukuna Ratha
ବଢ଼େଇବାଙ୍କରେ ଅଟକିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ । ବାହୁଡ଼ା ଦିନ ରଥକୁ ଅମୋଡା ଭାବେ ପୁଣି ଟଣାଯିବ। ବାହୁଡ଼ା ଯାତ୍ରା ପାଇଁ କମିଶନରେଟ ପୋଲିସ୍ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି ସରିଛି । ବିଶ୍ୱାସ ରହିଛି ବାବା ଲିଙ୍ଗରାଜ ପ୍ରତିମାକୁ ରଥାରୂଢ ଅବସ୍ଥାରେ ଦର୍ଶନ କଲେ ସମସ୍ତ ପାପ ଦୂର ହୋଇଥାଏ।

Surama Padhi
ବଦଳିଲା ରଣପୁର ବିଜେପି ଟିକେଟ୍, ପୁଣି ପ୍ରାର୍ଥୀ ହେଲେ ସୁରମା ପାଢ଼ି

ରଣପୁରରେ ପୂର୍ବରୁ ବିଜେପି ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଏବେ ଏହି ଆସନରେ ପ୍ରାର୍ଥୀ ବଦଳାଇ ଦଳ ସୁରମା ପାଢ଼ୀଙ୍କୁ ଟିକେଟ ଦେଇଛି। 

Dilip Ray
ଦିଲୀପ କହିଲେ ଏଥର ମୋଦି ଲହର ଅଧିକ ରହିଛି

ବିଜେପିର ରାଉରକେଲା ବିଧାନସଭା ପ୍ରାର୍ଥୀ ଦିଲୀପ ରାୟ । ଦ୍ୱିତୀୟ ତାଲିକାରେ ଦିଲୀପଙ୍କ ନାଁ ଘୋଷଣା ।

bus accident
ବିପତ୍ତି ଆଣିଲା କି ଦ୍ରୁତଗତି; ଶୂନ୍ୟରେ ଝୁଲୁଛି ବସ୍ ଯାତ୍ରୀଙ୍କ ଜୀବନ...

କାହିଁକି ବସ୍ ଯାତ୍ରୀଙ୍କୁ ଠେଲି ଦିଆଯାଉଛି ମରଣମୁହଁକୁ ? କାହିଁକି ଘଟୁଛି ଗୋଟିଏ ପରେ ଗୋଟିଏ ବସ୍ ଟ୍ରାଜେଡି ? ବସ୍ ଯାତ୍ରୀଙ୍କ ଜୀବନକୁ କ’ଣ ଶସ୍ତା ଭାବୁଛନ୍ତି କି ବସ୍ ଡ୍ରାଇଭର କିମ୍ବା ମାଲିକ ?

Politics
ଉପହାର ଦେଇ BJDର ଭୋଟ କିଣିବାକୁ ଯୋଜନା! ଜବତ ହେଲା ୧୯ ହଜାର ୬ଶହ ଟ୍ୟାବଲେଟ୍...

ଜବତ ହେଲା ପୁଳା ପୁଳା ଟାବଲେଟ୍ । ଗୋଟିଏ କି ଦୁଇଟି ନୁହେଁ ଶହ ଶହ ପରିମାଣର ଟ୍ୟାବ୍ ରାୟଗଡ଼ାରୁ ଜବତ ହୋଇଛି । ଏକ ବଡ଼ କଣ୍ଟେନରରେ ଏସବୁ ଟ୍ୟାବକୁ ରଖାଯାଇଥିବାବେଳେ ଲୋକେ ଧରିଛନ୍ତି ।

 IPL Records
IPL Records: ରୋମାଞ୍ଚକ ମ୍ୟାଚ୍‌ରେ ଏକାଧିକ ରେକର୍ଡ; ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା...

ଗତକାଲି ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ରେକର୍ଡ ସ୍କୋର୍ (୨୮୭/୩) ସହିତ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନ୍‌ରେ ପରାସ୍ତ କରିଥିଲା । ଏହି ମ୍ୟାଚ୍‌ରେ ଏମିତି ବିଭିନ୍ନ ରେକର୍ଡ଼ ହୋଇଛି । ଦେଖନ୍ତୁ ତାଲିକା...