• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

Minister Mukesh Mahaling
ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିଶୃଙ୍ଖଳା; ନବୀନଙ୍କ ଗିରଫ ଦାବି କଲେ ମହାଲିଙ୍ଗ

ଗତକାଲି ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି କରିଥିଲେ ।  

Banakalagi ritual
ଆଜି ହେବ ମହାପ୍ରଭୁଙ୍କ ବନକଲାଗି; ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ...

ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

Vigilance Scanner
ଭିଜିଲାନ୍ସ ଜାଲରେ ସ୍ବାମୀ-ସ୍ତ୍ରୀ: ବିଲ୍ ପାସ୍ ପାଇଁ ନେଉଥିଲେ ଲାଞ୍ଚ...

ସ୍ବାମୀଙ୍କ ସହ ଭିଜିଲାନ୍ସ ଜାଲରେ ପଡ଼ିଲେ ସରପଞ୍ଚ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁସୁବା ସରପଞ୍ଚ ମାମାଲି ସାମଲ ଓ ସ୍ୱାମୀ ଶିଶିର ସାମଲ ଭିଜିଲାନସ ହାବୁଡ଼ରେ ପଡ଼ିଛନ୍ତି। 

Smita Rani Mohanty
ଅନାସ୍ଥାରେ ହାରିଲେ ଫୁଲବାଣୀ ପୌରପରିଷଦର ପୌରାଧ୍ୟକ୍ଷା...

ଅନାସ୍ଥାରେ ହାରିଲେ ଫୁଲବାଣୀ ବିଜେପି ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି । ଅନାସ୍ଥା ସପକ୍ଷରେ ୧୧ଜଣ କାଉନସିଲର ଭୋଟ୍ ଦେଇଛନ୍ତି।

Panchang
Panchang Today 24th July 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Land Encroachment
ମାତିଛନ୍ତି ମାଫିଆ; ଚୌଦ୍ବାର ଅଞ୍ଚଳରେ ମାଡି ବସିଛନ୍ତି ଏକର ଏକର ଜମି...

କଟକ ଚୌଦ୍ବାର ଅଞ୍ଚଳରେ କିଣୁଛନ୍ତି କି ଜମି ? ସାବଧାନ୍ । ମାତିଛନ୍ତି ଜମି ମାଫିଆ । ପ୍ରତି ପାଦରେ ଛକି ରହିଛନ୍ତି ଜମି ଦଲାଲ । 

Weather Update
ଓଡ଼ିଶାକୁ ଆଉ ୩ ଦିନ ବର୍ଷା; ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି... 

ଆହୁରି ୩ ଦିନ ଏପରି ବର୍ଷା ଜାରି ରହିବ। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ।

Odisha Assembly
ସରଗରମ ବିଧାନସଭାର ବଜେଟ୍ ଅଧିବେଶନ; ଆଜି ହେବ ଉପବାଚସ୍ପତି ନିର୍ବାଚନ...

ବଜେଟ୍ ଅଧିବେଶନରେ ଗଲା ଦୁଇ ଦିନ ଧରି ହୁଲୁସ ତୁଲୁସ ଚାଲିଛି ଗୃହ। ଆଜି ତୃତୀୟ ଦିନରେ ବି ସମାନ ଧରଣରେ ସରଗରମ ରହିପାରେ ଗୃହ କାର୍ଯ୍ୟ।

Odisha Minister Mukesh Mahaling
ବିଜେଡି ଉପରେ ମୁକେଶଙ୍କ ହମଲା; କିଏ ‘ଫାଇଭ୍ ଟାଉଟର୍’ ? 

ବିଜେଡି ବିଧାୟକ, ମନ୍ତ୍ରୀ ଟେଣ୍ଟ ବାନ୍ଧୁଥିଲେ। ସେତେବେଳେ କୁଆଡ଼େ ଯାଇଥିଲା ଆପଣ ମାନଙ୍କ ଓଡ଼ିଆ ଅସ୍ମିତା ? ବିଧାନସଭାରେ କିଛି ଏଭଳି ପ୍ରଶ୍ନ ଉଠାଇ ବିରୋଧୀ ବିଜେଡିକୁ ବର୍ଷିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। 

Vehicles
ରାଜ୍ୟ ପରିବହନ ମନ୍ତ୍ରୀଙ୍କ ବଡ଼ ସୂଚନା: ଜବତ ହେବ ଫିଟନେସ୍ ନଥିବା ଗାଡ଼ି...

ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ।

If there is network problem in house use this tips to solve it
Technology: ଘରେ ପଶୁ ପଶୁ କଟିଯାଉଛି କି ନେଟ୍‌ୱାର୍କ… ଏମିତି କରନ୍ତୁ, ନେଟ୍‌ୱର୍କ ହେଇଯିବ ସ୍ପିଡ୍

ଅନେକ ସମୟରେ ଦେଖାଯାଏ ଯେ ଘରକୁ ପଶିବା ମାତ୍ରେ ମୋବାଇଲ୍‌ର ସମସ୍ତ ଟାୱାର ଚାଲିଯାଏ। ଆପଣ ଯଦି ଏହି ସବୁ ସମସ୍ୟାର ସାମ୍ନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏମିତି କିଛି ଟିପ୍ସ ଅଛି ଯାହା ଦ୍ୱାରା ଏହାର ସମାଧାନ ହୋଇପାରିବ। ଜାଣନ୍ତୁ…

Best ways to increase child memory power rapidly
Parenting Tips: ଆପଣଙ୍କ ପିଲା ପାଠ ମନେ ରଖିପାରୁନି କି… ଗାଳି ନ ଦେଇ ଏହି ଉପାୟରେ ପଢାନ୍ତୁ, ଏକାଥରେ ମନେରହିବ

ପିଲାମାନଙ୍କର ପାଠ ମନେ ନ ରହିଲେ ବାପାମାଆ ଗାଳିଦିଅନ୍ତି ନଚେତ ପିଟନ୍ତି। ଏହି ଉପାୟ କିନ୍ତୁ ଠିକ୍ ନୁହେଁ। ଏହା ବେଳେବେଳେ ପିଲାମାନଙ୍କୁ ସଜାଡିବା ବଦଳରେ ବିଗାଡି ଦେଇଥାଏ। ତେବେ ଗାଳି କିମ୍ବା ମାରଧର ପରିବର୍ତ୍ତେ, ଶିକ୍ଷାଦାନର ଶୈଳୀକୁ ପରିବର୍ତ୍ତନ କରିଦେଲେ ଏହି ସମସ୍ୟା ସମାଧାନ ହୋଇଯାଏ।

Onion will drive away mosquitoes cockroaches and lizards from the house
Tips and Tricks: ପିଆଜକୁ କରନ୍ତୁ ଏମିତି ବ୍ୟବହାର, ଘରେ ପଶିବେନି ମଶା-ମାଛି

ମଶା, ମାଛି, ଅସରପା, ଝିଟିପିଟି ଆଦି କୀଟପତଙ୍କକୁ ଘଉଡେଇବା ପାଇଁ ଅନେକ ଲୋକ ରାସାୟନିକ ଔଷଧ ବ୍ୟବହାର କରନ୍ତି। କିନ୍ତୁ ଏହି ଜିନିଷଗୁଡ଼ିକ ଆପଣଙ୍କ ସ୍ୱାସ୍ଥ୍ୟକୁ ମଧ୍ୟ କ୍ଷତି ପହଞ୍ଚାଏ। ଏଥିପାଇଁ ଆପଣ ଘରେ ଏମିତି କିଛି ଉପାୟକୁ ଚେଷ୍ଟା କରିପାରିବେ ଯାହା ଏହି ସମସ୍ତ ସମସ୍ୟା ଦୂର କରିବ ଏବଂ ସ୍ୱାସ୍ଥ୍ୟ ପାଇଁ କୌଣସି କ୍ଷତି ପହଞ୍ଚାଇବ ନାହିଁ।

Neet
ନିଟ-ୟୁଜିକୁ ନେଇ ସୁପ୍ରିମକୋର୍ଟଙ୍କ ଫାଇନାଲ୍ ଫୈସଲା

ଶୁଣାଣି କରି ପୁନଃପରୀକ୍ଷାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଏହି ରାୟ ପରେ ଆସନ୍ତାକାଲିଠୁ କାଉନସେଲିଂ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି।

Budget
ନୂଆ ଆୟକର ବ୍ୟବସ୍ଥାରେ ସଂଶୋଧନ, ୫୦ ହଜାରରୁ ୭୫ ହଜାରକୁ ବଢ଼ିଲା ଷ୍ଟାଣ୍ଡାର୍ଡ ଡିଡକ୍ସନ୍

ସୀମା ଶୁଳ୍କ ହ୍ରାସ ପରେ ଶସ୍ତା ସୁନା, ରୁପା, ପ୍ଲାଟିନମ୍, ମୋବାଇଲ ଫୋନ୍ ।

Budget
କଷ୍ଟମ ଡ୍ୟୁଟି ହ୍ରାସ ପରେ ଶସ୍ତା ହେଲା ସୁନା-ରୁପା-ପ୍ଲାଟିନମ୍

ଜିଏସଟି ଲାଗୁ ହେବା ପରେ ସୀମା ଶୁଳ୍କରେ ପ୍ରଥମଥର ପାଇଁ ବଡ ଧରଣର ପରିବର୍ତ୍ତନ ଆଣିଛନ୍ତି ସରକାର।

Budget
ମୋଦି 3.0ର ୯ ସୂତ୍ରୀ ପ୍ରଥମ ବଜେଟ୍, ମଧ୍ୟବିତ୍ତ ଓ ଯୁବବର୍ଗଙ୍କୁ ଅଧିକ ଗୁରୁତ୍ୱ

ନିଯୁକ୍ତି ଓ ଦକ୍ଷତା ବିକାଶ ପାଇଁ ପିଏମଙ୍କ ୨ ଲକ୍ଷ କୋଟିର ପ୍ୟାକେଜ୍ । ବିହାର-ଆନ୍ଧ୍ର ଉପରେ ଯୋଜନା ବର୍ଷାକୁ ନେଇ ତେଜିଲା ରାଜନୀତି ।

Odisha Congress
କିଏ ହେବେ ନୂଆ ପିସିସି ମଙ୍ଗୁଆଳ ? ରେସ୍‌ରେ ସପ୍ତଗିରି..

କିଛି ଦାୟିତ୍ୱ ନପାଇ ଅଭିମାନ କରିଛନ୍ତି ତାରା ବାହିନୀପତି । ନୂଆ ପିସିସି ସଭାପତିଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ- ରାଜନୀତି ସମୀକ୍ଷକ ।

Tamato Price Hike
ପରିବା ହାଟରେ ଟମାଟୋ ଟେନସନ୍ !

ଟମାଟୋ କେଜି କେଉଁଠି ୮୦ ତ କେଉଁଠି ସେଞ୍ଚୁରୀ ପାର୍ । କିଲେ ସ୍ଥାନରେ ଅଢ଼େଇ ଶହ କିଣି କାମ ଚଳାଉଛନ୍ତି ଖାଉଟି ।

Khurdha - Balangir Railway
ଟନେଲ୍‌ ଖୋଳା ସରିଲା, ଖୁବ୍‌ଶୀଘ୍ର ସରିବ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ କାମ

ଚାଲୁରହିଥିବା ରେଳ ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦିଆଯାଉଛି । ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ଉଭୟ ପାର୍ଶ୍ୱରୁ ଟନେଲ୍ କାର୍ଯ୍ୟ ନିର୍ମାଣ କରାଯାଉଅଛି ।

BJP National VP Jay Panda
ଇରାକରେ ଫସିଛନ୍ତି ଓଡ଼ିଆ ଯୁବକ; ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତଙ୍କ ଉଦ୍ୟମ

ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ। ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖିଛନ୍ତି ବୈଜୟନ୍ତ।

Budget
ବଜେଟ୍‌ରେ ୯ ଦିଗ ଉପରେ ସରକାର ଦେଇଛନ୍ତି ଅଧିକ ଗୁରୁତ୍ୱ, ଜାଣନ୍ତୁ...

ବଜେଟ୍‌ରେ କିଛି ଜିନିଷକୁ ଶସ୍ତା କରି ଦିଆଯାଇଛି । ମୋବାଇଲ, ଚାର୍ଜର, ବ୍ୟାଟେରୀ ସହ ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ । ଶସ୍ତା ହେବ ସୁନା, ରୁପା ଓ ପ୍ଲାଟିନମ୍ । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ ।

Follow these effective tips to give a new dimension to your career
Career Tips: ଅଫିସ୍‌ରେ ଶୀଘ୍ର ପ୍ରମୋସନ୍‌ ପାଇବାକୁ ଚାହୁଁଛନ୍ତି କି… ମାନନ୍ତୁ ଏହି ୫ ନିୟମ

ସେ ସରକାରୀ ହେଉ କି ଘରୋଇ ଚାକିରି, ସମସ୍ତେ ନିଜ ନିଜ କ୍ଷେତ୍ରରେ ପ୍ରମୋସନ୍ ପାଇବାର ସ୍ୱପ୍ନ ଦେଖନ୍ତି। ଏହା ଦ୍ୱାରା ଦରମା ବଢିବା ସହିତ ଖାତିର ମଧ୍ୟ ବଢିଥାଏ। କିନ୍ତୁ ବେଳେବେଳେ ଦେଖାଯାଏ ଅନେକ ବର୍ଷ ଧରି ଚାକିରି କରିବା ପରେ ମଧ୍ୟ ପ୍ରମୋସନ ହେଉନି। ତେବେ ଏହି ୫ ଟିପ୍ସ ସାହାଯ୍ୟ କରିବ।

Bhavani Bhoi
ତଳସରା ବିଧାୟକ ଭବାନୀ ଭୋଇ ହେବେ ଉପବାଚସ୍ପତି

ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଭବାନୀ । ଭବାନୀଙ୍କ ନାମ ଘୋଷଣା କରିଥିଲା ଭାରତୀୟ ଜନତା ପାର୍ଟି ।

CEO
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ ହେଲେ ସନ୍ଥନଗୋପାଲନ

ସନ୍ଥନଗୋପାଲନଙ୍କ ନିଯୁକ୍ତି ନେଇ ଇସିଆଇ ଅଫିସରୁ ବିଜ୍ଞପ୍ତି ହୋଇଛି।