ଭଡ଼ାରେ ଆସିଥିଲା ଆଧାର କାର୍ଡ, ଛଦ୍ମ ବେଶରେ ବୁଲୁଥିଲେ; ଶେଷରେ ପୂଜାଙ୍କ ମା’ଙ୍କୁ ବାନ୍ଧିଲା ପୋଲିସ।
ବାଂଲାଦେଶରୁ ଫେରିଲେ ୧୦୦୦ ଭାରତୀୟ ଛାତ୍ରଛାତ୍ରୀ । ଭାରତ ସରକାରଙ୍କ ହସ୍ତକ୍ଷେପ ପରେ ସୁରକ୍ଷିତ ସ୍ବଦେଶ ଫେରିଛନ୍ତି ପ୍ରାୟ ୧ ହଜାର ଭାରତୀୟ ଛାତ୍ରଛାତ୍ରୀ
ପ୍ରଭାସ ଏବେ ମାରୁତିଙ୍କ ନିର୍ଦ୍ଦେଶିତ ହରର୍ କମେଡି ଫିଲ୍ମ 'ଦି ରାଜା ସାବ୍'ରେ ଅଭିନୟ କରିବେ। ଏହା ସହିତ ପ୍ରଭାସ ଆଉ ଏକ ନୂଆ ଫିଲ୍ମ ପାଇଁ ହନୁ ରାଘବପୁଡିଙ୍କ ସହିତ ହାତ ମିଳାଇଛନ୍ତି। ଖବର ଆସୁଛି ଯେ ଏହି ଫିଲ୍ମରେ ସେ ପାକିସ୍ତାନୀ ସୁନ୍ଦରୀଙ୍କ ସହ ରୋମାନ୍ସ କରିବେ। ଜାଣନ୍ତୁ ସେ କିଏ….
ମହର୍ଷି ବେଦବ୍ୟାସ ଦେଇଥିବା ଜ୍ଞାନକୁ ଆଧାର କରି ଏହି ଗୁରୁ ପୂଜନ ପରମ୍ପରା ଚାଲି ଆସିଛି । ଶିକ୍ଷାର ଆଲୋକରେ ସମାଜକୁ ଆଲୋକିତ କରୁଥିବା ଗୁରୁମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ନରେନ୍ଦ୍ରଙ୍କ ପତ୍ନୀ ପଦ୍ମାବତୀ ନନ୍ଦିପଦା ଥାନାରେ ଅଭିଯୋଗ କରିବା ସହ କହିଛନ୍ତି, ଅପହରଣକାରୀ ମାନେ ଫୋନ୍ କରି ୫ ଲକ୍ଷ ଟଙ୍କା ମାଗୁଛନ୍ତି। ନଚେତ୍ ପୁଅକୁ ଜୀବନରୁ ମାରିଦେବୁ ବୋଲି ଧମକ ଦେଇଛନ୍ତି।
ରାଜ୍ୟରେ କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ଅଧିବେଶନ । ଆସନ୍ତାକାଲି ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଏହି ଅଧିବେଶନ ।
ପୋଟେରୁ ପୋଲ୍ କିଛିଟା ଅଂଶ ନଷ୍ଟ ହୋଇଛି । ପ୍ରବଳ ଜଳ ପ୍ରବାହ ଯୋଗୁଁ ପୋଲର ସ୍ଲାବ୍ର କିଛି ଅଂଶ ଧୋଇ ନଷ୍ଟ ହୋଇଛି ।
ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାରର ନାଁ ବଦଳାଯାଇ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ହୋଇଥିବା ନେଇ ଗତକାଲି ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା ।
ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କରାଯିବ କହିଲେ ଆଇନ ମନ୍ତ୍ରୀ । ଖୁବଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପରେ ASI ମରାମତି ଆରମ୍ଭ କରିବ ଏବଂ ତା ପରେ ଗଣତି ମଣତି କରାଯିବ ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।
ଆସନ୍ତା ନଭେମ୍ୱରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ। ଏହାପୂର୍ବରୁ ଜୋର୍ଦାର ହୋଇଛି ପ୍ରଚାର। ଏହାରି ଭିତରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଆସିଛି ବଡ଼ ଖବର। "ଦି ହିଲ"ରେ ପ୍ରକାଶିତ ଏକ ସ୍ତମ୍ଭ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି।
'ସତସାହସ ଥିଲେ...' ସାନିଆଙ୍କ ସହ ବିବାହ ଖବର ପ୍ରଚାର କରୁଥିବା ଲୋକଙ୍କୁ କ୍ରିକେଟର ମହମ୍ମଦ ସାମିଙ୍କ ଚେତାବନୀ
କୋଇଡା କାଲଟା ଫାଣ୍ଡି ଅଞ୍ଚଳରେ ପୋଲ ତଳୁ ମିଳିଲା କଙ୍କାଳ । ପୋଲିସ୍ ଓ ଫରେନସିକ୍ ଟିମ୍ ପହଞ୍ଚି କରୁଛି ଖୋଳତାଡ଼ । କଙ୍କାଳ ପାଖରୁ ମିଳିଲା ବ୍ୟାଗ୍, କିଛି କାଗଜପତ୍ର ଜବତ ।
ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।
ପାଣିପାଗ ବିଭାଗର ସୂଚନାନୁସାରେ, ଦେବଭୂମୀ ଦ୍ୱାରାର ଦ୍ୱାରକା ତାଲୁକା ଶନିବାର ୨୨ଘଣ୍ଟା ମଧ୍ୟରେ ୨୩୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । କେନ୍ଦ୍ର ଶ୍ରମ ଓ ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭିୟ ପୋରବନ୍ଦରର ବନ୍ୟା ପ୍ଳାବିତ ଅଞ୍ଚଳ ବୁଲି ସ୍ଥିତିର ସମୀକ୍ଷା କରିଛନ୍ତି।
ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ। କାନ୍ଥ ପଡ଼ି୨ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ବେଳେ ଅନ୍ୟଜଣେ ବୃଦ୍ଧ ରହିଛନ୍ତି।
୨୫ତାରିଖ ଯାଏ ପ୍ରବଳ ବର୍ଷିବ। ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ଭ୍ରମଣ ସମୟରେ ଆପଣ ଯଦି ବାନ୍ତି ପରି ସମସ୍ୟା ଭୋଗୁଛନ୍ତି, ତେବେ ଏଠାରେ କିଛି ଟିପ୍ସ ଏବଂ ଘରୋଇ ଉପଚାର ଅଛି, ଯାହାକୁ ଆପଣେଇ ଆପଣ ଏହି ସମସ୍ୟାକୁ ଦୂର କରିପାରିବେ। ଏହି ଟିପ୍ସ ଆପଣଙ୍କ ବାନ୍ତିକୁ ନିୟନ୍ତ୍ରଣ କରିବ ଏବଂ ଆପଣଙ୍କର ଯାତ୍ରା ଉପଭୋଗ କରିବାରେ ସାହାଯ୍ୟ କରିପାରିବ।
ଟାଟୁରୁ ହୋଇପାରେ ଲିମ୍ଫୋମା ବ୍ଲଡ କ୍ୟାନସର ବା ରକ୍ତ କର୍କଟ। ସ୍ବିଡେନରେ କରାଯାଇଥିବା ଏକ ଷ୍ଟଡିରୁ ସାମ୍ନାକୁ ଆସିଛି ଏଭଳି ସାଂଘାତିକ ତଥ୍ୟ।
ଶାସନ କଳକୁ ଧରି ଖଣି ଗିଳିଛନ୍ତି ମାଳ ମାଳ ବିଜେଡି ନେତା । ଆଉ ଏବେ କ୍ଷମତାଚ୍ୟୁତ ହେବା ପରେ ଫୁଟି ବାହାରୁଛି ଖଣି ଦୁର୍ନୀତିର ନୂଆ ନୂଆ ଚିତ୍ର ।
କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଏହାରି ଭିତରେ ରାଜ୍ୟରେ ଲଗାଣ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ।
ଦେଶୀ ଧାନ ଦୁନିଆର ଦେଶୀ ମଣିଷ । ଧାନକୁ ନେଇ ବଞ୍ଚୁଥିଲେ । ଧାନକୁ ନିଜେ ବଞ୍ଚାଉ ବି ଥିଲେ। ଜାଣନ୍ତୁ, କିଭଳି ଥିଲା ଏହି ବିରଳ ସାଧିକାଙ୍କ ସାଧନାର ଯାତ୍ରା।
ଆପଣ ଯଦି SBIରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି ତେବେ ସୁଯୋଗ ହାତମୁଠାରେ। ଏନେଇ SBI ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ୧୦ ହଜାରରୁ ଅଧିକ ପଦବୀ ପୂରଣ ହେବ।
ବେଆଇନ ଭାବେ ଛିଡା ହୋଇଛି କି ଶଙ୍ଖ ଭବନ? ସରକାରରେ ଥିବାବେଳେ ଏହି ଭବନ ନିର୍ମାଣ ପାଇଁ ଆଇନକୁ ମୋଡି ମକଚି ଦିଆଯାଇଛି କି? କେମିତି ସଡ଼କ ବା ଉପଗଳି କିସମକୁ ଘରବାଡିରେ ପରିଣତ କରାଗଲା? ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର୍।
ରତ୍ନଭଣ୍ଡାର ଖୋଲିଲା, ବାହାର ଓ ଭିତର ଦୁଇଟିଯାକ ଭଣ୍ଡାର ଘରୁ ସ୍ୱତନ୍ତ୍ର ଷ୍ଟ୍ରଙ୍ଗରୁମ୍କୁ ରତ୍ନ ବି ସ୍ଥାନାନ୍ତର ହେଲା। ହେଲେ କେବେଠୁ ମରାମତି କାମ ଆରମ୍ଭ ହେବ ତାକୁ ନେଇ ଚର୍ଚ୍ଚା। କୁହାଯାଉଛି ଗୁପ୍ତ କୋଠରୀ ଓ ସୁଡ଼ଙ୍ଗର ସନ୍ଧାନ ପାଇଁ ଆଗ ଲେଜର ସ୍କାନିଂ ଓ ଜିପିଆରଏସ୍ ସର୍ଭେ ପରେ ମରାମତି ହୋଇପାରେ। ତେଣୁ କେବେ ଏ କାମ ସରୁଛି ଏବେ ତା ଉପରେ ନଜର।