ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ
ସବୁଠୁ ବଡ଼ କଥା ହେଲା ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତିକୁ ନେଇ ବିଜେଡି ଯେତେ ପ୍ରଚାର କରିବାକୁ ଚେଷ୍ଟା କରିଥିଲେ ବି ତାହା ଆଉ କାମ ଦେଲାନି। ଚଳିତ ନିର୍ବାଚନରେ ସବୁଠାରୁ ବଡ଼ ବିପର୍ଯ୍ୟୟର ସାମ୍ନା କରିଛି ଦଳ। ଭୁଶୁଡିଯାଇଛି ବିଜେଡି ଗଡ଼।
ପଦ୍ମନାଭ ବେହେରା, ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଉମା ସାମନ୍ତରାୟ, ବର୍ଷା ପ୍ରିୟଦର୍ଶିନୀ ପ୍ରମୁଖ ହେଭିୱେଟ ଓ ସେଲିବ୍ରିଟି ବିଜେଡି ପ୍ରାର୍ଥୀଙ୍କୁ ବି ପ୍ରତ୍ୟାଖ୍ୟାନ କରିଛନ୍ତି ଜନତା।
ଓଡ଼ିଶାରେ ନବୀନ ଯୁଗର ଅନ୍ତ। ଐତିହାସିକ ବିଜୟ ସହ ଓଡ଼ିଶାରେ ସରକାର କରିବ ବିଜେପି। ଚାରିଆଡ଼ ଅରେଞ୍ଜ ସୁନାମୀ।
କିଛି ପିଲା ଅଛନ୍ତି ଯେଉଁମାନେ ଜନ୍ମରୁ ଦେଖିବାରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି କିମ୍ବା ସମୟ ସହିତ ସେମାନଙ୍କର ଦୃଷ୍ଟି ଶକ୍ତି ଅନ୍ୟମାନଙ୍କ ତୁଳନାରେ ଦୁର୍ବଳ ହୋଇଯାଏ। ତେବେ କେଉଁ ଲକ୍ଷଣଗୁଡିକ ଦେଖି ଆପଣ ବୁଝିପାରିବେ ଯେ ପିଲାର ଦୃଷ୍ଟି ଶକ୍ତି ଖରାପ ଅଛି ଏବଂ ତାଙ୍କୁ ଚଷମା ଦରକାର ଆସନ୍ତୁ ଜାଣିବା।
୨୦୨୪ ନିର୍ବାଚନରେ ବିଜେପି ଏକପ୍ରକାର ବାଜିମାତ କରିଛି। ଭୁଶୁଡୁଛି ବିଜେଡ଼ି ଗଡ଼। ରେକର୍ଡରୁ ଅଳ୍ପକେ ବର୍ତ୍ତିଲେ ନବୀନ। ଏହି ନିର୍ବାଚନ ଜିତିଥିଲେ ମୋଟ ୬ଥର ପାଇଁ ସେ ମୁଖ୍ୟମନ୍ତ୍ରୀ ହୋଇ ସାରା ଦେଶରେ ରେକର୍ଡ କରିଥାନ୍ତେ।
ଜିତିବା ଉପରେ ବୈଜୟନ୍ତ ପଣ୍ତା । ୫୩ ହଜାରରୁ ଅଧିକ ଭୋଟ୍ରେ ଆଗୁଆ ଅଛନ୍ତି ବୈଜୟନ୍ତ ପଣ୍ତା ।
ଓଡ଼ିଶା ହୋଇକୋର୍ଟରେ ବାହାରିଛି ଚାକିରି। ଏନେଇ ହାଇକୋର୍ଟ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ବିସ୍ତୃତଭାବେ ଜାଣିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ବିଜ୍ଞପ୍ତିକୁ ଯାଇପାରିବେ।
ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରିଯାଇଛନ୍ତି।
ଉତ୍ତର ପ୍ରଦେଶରେ ସର୍ବାଧିକ ଭୋଟ୍ରେ ଜିତିଲେ ରାହୁଲ ଗାନ୍ଧି । ରାଏବରେଲିରେ ଅଞ୍ଚଳରୁ ଲଢ଼ୁଥିଲେ ରାହୁଲ । ତେବେ ସେ ନିଜ ବିପକ୍ଷ ବିଜେପିର ଦୀନେଶ ପ୍ରତାପ ସିଂଙ୍କଠାରୁ ୩ ଲକ୍ଷରୁ ଅଧିକ ଭୋଟ ପାଇଛନ୍ତି ।
କଙ୍ଗନା ରାଣାୱତଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ହିମାଚଳ ପ୍ରଦେଶର ମଣ୍ଡିରୁ କଙ୍ଗନା ରାଣାୱତଙ୍କୁ ବିଜେତା ଘୋଷିତ କରାଯାଇଛି। ସେ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟଙ୍କୁ ପରାସ୍ତ କରି ଏକ ବଡ଼ ବିଜୟ ହାସଲ କରିଛନ୍ତି। ଏଥି ସହିତ ବଲିଉଡ୍ ପ୍ରଶଂସକଙ୍କ ପାଇଁ ଖରାପ ଖବର ମଧ୍ୟ ରସିଛି। କୁହାଯାଉଛି ଯେ କଙ୍ଗନା ରାଜନୀତିରେ ପ୍ରବେଶ କରିବା ମାତ୍ରେ ବଲିଉଡ ଛାଡିଦେବେ।
ଝାରସୁଗୁଡ଼ା ବିଧାନସଭାରେ ବିଜେପି ବିଜୟୀ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ବିଜୟୀ ହେଲେ । ତାଙ୍କ ବିପକ୍ଷରେ ଛିଡ଼ା ହୋଇଥିଲେ ନବ ଦାସଙ୍କ ଝିଅ ଦୀପାଳି ।
ଆଉ ଜଣେ ବଲିଉଡ ଅଭିନେତାଙ୍କ ଘରେ ଖୁସିର ଲହରୀ ଖେଳିଯାଇଛି। ଅଭିନେତା ବରୁଣ ଧାୱନ ଏବଂ ତାଙ୍କ ପତ୍ନୀ ନତାଶା ଦଲାଲ ପ୍ରଥମ ସନ୍ତାନକୁ ସ୍ୱାଗତ କରିଛନ୍ତି। ସେହିପରି ସାଉଥ୍ ସିନେମା ଷ୍ଟାର୍ ଶିବକାର୍ତ୍ତିକେୟନ ଏବଂ ତାଙ୍କ ପତ୍ନୀ ଆରତୀ ପୁଅ ଭାବେ ସେମାନଙ୍କର ତୃତୀୟ ସନ୍ତାନକୁ ସ୍ୱାଗତ କରିଛନ୍ତି।
ଆଗରେ କଙ୍ଗନା । ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରେ ଅଭିନେତ୍ରୀ କଙ୍ଗନା ରଣାୱତ୍ ଆଗରେ ରହିଛନ୍ତି ।
ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍ରେ ଆଗୁଆ ଅଛନ୍ତି। ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି।
ପୁରୀ ବିଧାନସଭାରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଆଗୁଆ ଥିବା ବେଳେ ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ଭୋଗରାଇ ବିଧାନସଭାରେ କଂଗ୍ରେସ ଆଗୁଆ ରହିଛି।
ପ୍ରତି ରାଉଣ୍ଡ ଗଣତି ପରେ ଫଳାଫଳକୁ ଡିସପ୍ଳେ ବୋର୍ଡରେ ପ୍ରଦର୍ଶନ ସହ ମାଇକ୍ ଯୋଗେ ସୂଚନା ଦିଆଯିବ । କାଉଣ୍ଟିଂ ପାଇଁ ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଭୁବନେଶ୍ୱର ଲୋକସଭା ଆସନରେ ହେବ ଦ୍ୱିମୁଖୀ ଲଢ଼େଇ। ଏଠି ଠିଆ ହୋଇଛନ୍ତି ବିଜେପିର ଚର୍ଚ୍ଚିତ ମହିଳା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ସିଏ ଗତଥର ଜିତିଥିଲେ।
ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ।
ଆପଣ ଜାଣନ୍ତି କି ଯେତେବେଳେ ଭୋଟ୍ ଗଣନା ହୁଏ, ଇଭିଏମ୍ ମେସିନରୁ କିଛି ଭୋଟ୍ ମଧ୍ୟ ବାହାର କରିଦିଆଯାଏ। ତେବେ ଏହି ବ୍ୟବସ୍ଥା ଆଜିକାଲିରୁ ହେଉନି, ବରଂ ଯେତେବେଳେ ଇଭିଏମ୍ରେ ଭୋଟ୍ ଦେବା ଆରମ୍ଭ ହେଲା ସେବେଠାରୁ ହେଉଛି। ଏମିତି କାହିଁକି ହୁଏ ଆସନ୍ତୁ ଜାଣିବା।
ରାଜ୍ୟର ବିଧାନସଭାରେ ୧୪ ଶହ ୯୨ ପ୍ରାର୍ଥୀଙ୍କ ମଧ୍ୟରୁ କାହାକୁ ଭରସା କରିଛନ୍ତି ଭୋଟର ଜଣାପଡ଼ିବ । ଏଥିପାଇଁ ରାଜ୍ୟରେ ମୋଟ୍ ୭୦ଟି କାଉଣ୍ଟିଂ ସେଣ୍ଟରରେ ହେବ ମତଗଣନା ।
କୁଆଡ଼େ ଗଲେ ଯୁବ ଡାକ୍ତର ଅମ୍ଲାନ କୁମାର ଭୋଇ ? ନିଖୋଜ ହେବାର ୨ ଦିନ ପରେ ବି କାହିଁକି ମିଳୁନି ତାଙ୍କ ପତ୍ତା ? କି ରହସ୍ୟ ରହିଛି ନିଖୋଜ ପଛରେ ?
କେଉଁଠି NDAକୁ ୪ଶହ ପାର୍ କରାଇବାକୁ ପୂଜା-ପ୍ରାର୍ଥନା ତ ଆଉ କେଉଁଠି ପ୍ରସ୍ତୁତ ହୋଇ ସାରିଲାଣି 'ମୋଦି ମିଠା'। ବିଜେପି ଶିବିରରେ ଅପୂର୍ବ ଉତ୍ସାହ ଆଣିଛି ଏକ୍ଜିଟ ପୋଲ୍ ଆକଳନ। ମୋଦି ସରକାରର ତୃତୀୟ ଇନିଂସ ପାଇଁ ପଦ୍ମ କ୍ୟାମ୍ପରେ ଫୁଲ୍ କନଫିଡେନ୍ସ।
ରାତି ପାହିଲେ ଖୋଲିବ ଇଭିଏମ୍। ବାହାରିବ ଭାଗ୍ୟ ଫଳ। ଆଶା ଆଶଙ୍କାରେ ନେତା, ଉତ୍କଣ୍ଠାରେ ଜନତା। ବଡ଼କଥା ହେଲା, ଅନ୍ୟ ନିର୍ବାଚନଠୁ ୨୪ ନିର୍ବାଚନ ଥିଲା ଅନେକ ଦୃଷ୍ଟିରୁ ଭିନ୍ନ। ସମସ୍ତଙ୍କ ପାଇଁ ବହୁ ପ୍ରତିଦ୍ୱନ୍ଦ୍ୱିତା ପୂର୍ଣ୍ଣ, ଅନେକ ଆହ୍ୱାନ ଭରା।
ରାତି ପାହିଲେ ଭୋଟ୍ ଗଣତି। ଏଥିପାଇଁ ଜିଲ୍ଲାଠାରୁ ଆରମ୍ଭ କରି ସିଇଓଙ୍କ କାର୍ଯ୍ୟାଳୟ ଯାଏଁ, ସବୁଠି ପ୍ରସ୍ତୁତି ଶେଷ। ନିରନ୍ତର ବ୍ୟବଧାନରେ କିପରି ଗଣତି ଅପଡେଟ୍ ମିଳିବ ସେନେଇ ବ୍ୟାପକ ବ୍ୟବସ୍ଥା ହୋଇଛି।