ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସାଇଟ୍ ଦୈର୍ଘ୍ୟ ୪ କିଲୋମିଟର ଏବଂ ପ୍ରସ୍ଥ ୨.୪ କିଲୋମିଟର ରହିଥିଲା। ସଫ୍ଟଲ୍ୟାଣ୍ଡିଂ ସଫଳ ହେବା ପରେ ଲ୍ୟାଣ୍ଡର୍ ଭିତରୁ ରୋଭର ପ୍ରଜ୍ଞାନକୁ ବାହାର କରାଯାଇଥିଲା। ଯାହା ଚନ୍ଦ୍ର ପୃଷ୍ଠର ଅନୁସନ୍ଧାନ ଆରମ୍ଭ କରିଥିଲା ।
ବୈଠକ ପରେ ପ୍ରତିକ୍ରିୟା ରଖିଲେ ଜଷ୍ଟିସ ବିଶ୍ୱନାଥ ରଥ। ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯିବେ। ୧ଟା ୨୮ରେ ଶୁଭ ମୁହୂର୍ତ୍ତ ନିର୍ଦ୍ଧାରିତ ହୋଇଛି। ସେତିକିବେଳେ ରତ୍ନଭଣ୍ଡାର ଚାବି ଖୋଲାଯିବ।
ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚାଲେଞ୍ଜ କରି ହାଇକୋର୍ଟ ପହଞ୍ଚିଛନ୍ତି ବିଜେଡିର ପୂର୍ବତନ ବିଧାୟିକା ଦୀପାଳି ଦାସ ।
ଜନ୍ମବେଦିରେ ସରିସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା। ବାହୁଡା ଯାତ୍ରା ପାଇଁ ପୁରୀରେ ଆରମ୍ଭ ହୋଇଛି ପ୍ରସ୍ତୁତି। ତିନି ରଥର ଦକ୍ଷିଣ ମୋଡ଼ ସରିଛି।
ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୮.୪୨ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ରତ୍ନଭଣ୍ଡାର ଖୋଲାଯିବା ପୂର୍ବରୁ ଲୋକନାଥ ମହାପ୍ରଭୁଙ୍କୁଠାରୁ ଆଜ୍ଞାମାଳ ନିଆଯିବା ସହ ବିମଳଙ୍କ ପାଖରେ ଗୁଆଟେକା ହେବ । ତାସହ ମାଆ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ସହ ମହାପ୍ରଭୁଙ୍କ ଆଶିର୍ବାଦ ଭିକ୍ଷା କରି କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ଅରବିନ୍ଦ ପାଢୀ ।
ଘଟଣାକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ ଦୁଃଖ ପ୍ରକାଶ କରିବା ସହ ଆମେରିକା ରାଜନୀତିରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ଦୃଢତାର ସହ ନେବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି।
ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟା ଦର୍ଶନ ଅତ୍ୟନ୍ତ ପୁଣ୍ୟଦାୟକ। ନୀଳାଦ୍ରି ମହୋଦୟରେ ବର୍ଣ୍ଣିତ ହୋଇଛି ଯେ, ନୀଳାଚଳରେ ଦଶ ବର୍ଷ ପର୍ଯ୍ୟନ୍ତ ତ୍ରିକାଳ ପୂଜା କାଳରେ ଭକ୍ତ ଶ୍ରୀବିଗ୍ରହମାନଙ୍କର ଦର୍ଶନରେ ଯେଉଁ ଫଳ ପାଏ, ସେହି ଫଳ ମହାବେଦୀ ବା ଆଡ଼ପ ମଣ୍ଡପରେ ଗୋଟିଏ ଦିନର ଦର୍ଶନରେ ମିଳେ।
ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରି, ସେସବୁ ଯେପରି ଶୃଙ୍ଖଳିତ ଓ ବ୍ୟବସ୍ଥିତ ହେବ ତାହା ସୁନିଶ୍ଚିତ କରିବାକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ପୁଣି ଚର୍ଚ୍ଚାରେ ବିବାଦୀୟ IPS ଅଫିସର ଡିଏସ କୁଟ୍ଟେ । ନିର୍ବାଚନ ପରେ ନିଲମ୍ବନ ହଟିଲା, ହେଲେ ଏବେ ସେ କେଉଁଠି, କେଉଁ ପଦବୀରେ । ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ।
ପରାଜୟ ପରଠୁ ବିଜେଡିରେ ଏବେ ସବୁ ଗୋଳମାଳିଆ । ଦଳ ଭିତରୁ ଧିରେ ଧିରେ ବିରୋଧର ସ୍ବର ତୀବ୍ର ହେଉଛି । ଗୋହି ଖୋଳାଖୋଳି ବଢ଼ିଚାଲିଛି । କାହା ମୁହଁରେ ଯେମିତି ଲଗାମ୍ ନାହିଁ।
‘ଦିନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ହିଁ ରତ୍ନଭଣ୍ଡାର ଖୋଲାଯିବ । ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ ।
ଜଣେ ASOଙ୍କୁ ରାଜ୍ୟପାଳଙ୍କ ପୁଅ ଓ ଅନ୍ୟ ୫ ଜଣ ମାଡ଼ ମାରିବା ଅଭିଯୋଗ ଘଟଣା । ASO ବୈକୁଣ୍ଠନାଥ ପ୍ରଧାନ ଓ ତାଙ୍କ ପତ୍ନୀଙ୍କୁ ଭେଟି ନ୍ୟାୟ ପାଇଁ ଆଶ୍ୱାସନା ଦେଲେ ରାଜ୍ୟପାଳ ।
ଟଳିଗଲା ବଡ଼ ଅଘଟଣ । କଟକ ପୁରୀଘାଟ ଥାନା ନିକଟ ତ୍ରିଶା ହସ୍ପିଟାଲରେ ନିଆଁ ଆଉ ଧୂଆଁରୁ ବର୍ତ୍ତିଗଲା ଅନେକଙ୍କ ଜୀବନ ।
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଗଲା ନିର୍ଦ୍ଧାରିତ ଏସ୍ଓପି । ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍ଓପି ମିଳିବା ପରେ, ଶ୍ରୀମନ୍ଦିର ପ୍ରଶାସନର ଜରୁରୀ ବୈଠକ ଚାଲିଥିବା ସୂଚନା ମିଳିଛି ।
ଦିନକ ପରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । କିନ୍ତୁ, କ୍ରମାଗତ ବିଭ୍ରାଟ ସହ ଶ୍ରୀଜିଉଙ୍କ ନୀତିକାନ୍ତିରେ ଅହେତୁକ ବିଳମ୍ବର ଘଟୁନି ଅନ୍ତ । କେତେବେଳେ ସକାଳ ଧୂପ ମଧ୍ୟାହ୍ନରେ ତ ଆଉ କେତେବେଳେ ମଧ୍ୟାହ୍ନ ଧୂପ ରାତିରେ ହେଉଛି ।
ସାତ୍ତ୍ବିକ ଆହାର ଭୋଜନ, ସେବାୟତଙ୍କ ଭଳି ପୋଷାକ ପରିଧାନ ! ଶ୍ରୀଲୋକନାଥଙ୍କ ଆଗରେ ଶପଥ, ବାହାରେ କରିବେନି ରହସ୍ୟ ପ୍ରଘଟ ! ରତ୍ନଭଣ୍ଡାର ଭିତରେ ସଭିଏଁ ମାନିବେ ନିର୍ଦ୍ଧାରିତ ବିଧି ବ୍ୟବସ୍ଥା ।
ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହସ୍ପିଟାଲରେ ଅଗ୍ନି ନିରାପତ୍ତା ସମ୍ପର୍କରେ ତଦନ୍ତ ପାଇଁ ଅଗ୍ନିଶମ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଭାରତୀୟ ବିଶ୍ୱକପ ବିଜେତା ଅଧିନାୟକ କପିଲ ଦେବ ରକ୍ତ କର୍କଟ ସହ ଲଢ଼ୁଥିବା ପୂର୍ବତନ ସାଥୀ ଅଂଶୁମାନ ଗାଏକୱାଡଙ୍କ ପାଇଁ ସ୍ୱର ଉଠାଇଛନ୍ତି ।
ସୀମା ସୁରକ୍ଷା ବଳ (BSF) ପୁନର୍ବାର ଗ୍ରୁପ୍ B ଏବଂ C ବର୍ଗର ଅନେକ ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ଯେଉଁମାନେ ଏନେଇ ଆବେଦନ କରି ନ ଥିଲେ ସେମାନେ ଏହାର ସୁଯୋଗ ନେଇପାରିବେ।
କଟକର ଏକ ଘରୋଇ ନର୍ସିଂହୋମ୍ରେ ଲାଗିଲା ନିଆଁ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍ର ୩ୟ ମହଲାରେ ନିଆଁ ଲାଗିଛି ।
ଅନନ୍ତ ଅମ୍ବାନୀଙ୍କ ରାଧିକା ମର୍ଚାଣ୍ଟଙ୍କ ଦମଦାର ବିବାହରେ ଯୋଗ ଗୁରୁ ବାବା ରାମଦେବ ମଧ୍ୟ ଭାଗ ନେଇଥିଲେ। ଏହାରି ଭିତରେ ଅନନ୍ତଙ୍କ ବିବାହର ଏକ ଇନ୍ସାଇଡ୍ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ରାମଦେବ ଅନନ୍ତଙ୍କ ହାତ ଧରି ଧୂଆଁଦାର୍ ଡ୍ୟାନ୍ସ କରୁଥିବାର ନଜର ଆସିଛନ୍ତି।
ବିଚ୍ ରାସ୍ତା ଉପରେ ହୋମଗାର୍ଡଙ୍କ ଉପରେ ଚଢ଼ିଗଲା ଟ୍ରକ୍, ଘଟଣାସ୍ଥଳରେ ହୋମଗାର୍ଡଙ୍କ ମୃତ୍ୟୁ । ଗତକାଲି ରାତିରେ ପାରାଦୀପ ଦୋଛକିରେ ହୋମଗାର୍ଡ ରାଜନ୍ ପ୍ରଧାନ ଡ୍ୟୁଟି କରୁଥିବା ବେଳେ କୌଣସି ଟ୍ରକ୍ ଧକ୍କା ଦେଇଥିଲା ।
ନୃସିଂହଙ୍କ ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ସୁଧୀର ସାମଲ। ସେ କହିଛନ୍ତି, ଢୋଲ ଭିତରେ ମୂଷା ନେଇ ଯିଏ ଯାହା ମନ୍ତବ୍ୟ ଦେଉଛନ୍ତି ତାହା ବ୍ୟକ୍ତିଗତ। ଗଛ ଅଛି, ପତ୍ର ଝଡ଼ିଛି। ପାଣି ଦେଲେ ପୁଣି କଅଁଳିବ।
ଆଡ଼ପ ପହଣ୍ଡି ବେଳେ ବଡ଼ଠାକୁର ବଳଭଦ୍ର ଖସିପଡ଼ିବା ଘଟଣାରେ ଶେଷରେ ମୁହଁ ଖୋଲିଛନ୍ତି ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର ।