ଭୁବନେଶ୍ୱର ସ୍ଥିତି ଓ-ହବ୍ ବିଲଡିଂରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଓଡ଼ିଆ ଉଦ୍ୟୋଗୀଙ୍କୁ ଷ୍ଟାର୍ଟ ଅପ୍ ପାଇଁ ଜାଗା ଯୋଗାଇ ଦେବାରେ ପୂର୍ବ ବିଜେଡି ସରକାର ଅଣଦେଖା କରିଥିବା ନେଇ ଅଭିଯୋଗ ହୋଇଥିଲା ।
ତେଜିଲା ବିଜେଡି କଳି। ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଉପରେ ବର୍ଷିଲେ ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ।
ଋଷରେ ଗୁଞ୍ଜରଣ ହେଲା ଜୟ ଜଗନ୍ନାଥ । ମୋସ୍କୋରେ ଭାରତୀୟଙ୍କୁ ସମ୍ବୋଧନ ବେଳେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଛି ବୋଲି କହିଥିଲେ ମୋଦି ।
ବାବା ଚନ୍ଦ୍ରଶେଖରଙ୍କୁ ଭୋଗ ଲାଗି ଗତକାଲି ବିଳମ୍ବରେ ହୋଇଥିଲା। ଆଜିର ମଧ୍ୟ ସମାନ ଅବ୍ୟବସ୍ଥା।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରବାସୀ ଭାରତୀୟଙ୍କୁ ଅଭିବାଦନ ଜଣାଇ କହିଛନ୍ତି, ‘ମୁଁ ଏକୁଟିଆ ଆସି ନାହିଁ, ମୋ ସହ ଅନେକ କିଛି ଆଣିଛି। ମୁଁ ଭାରତର ମାଟିର ସୁଗନ୍ଧ ଆଣିଛି। ମୁଁ ମୋ ସହ ୧୪୦ କୋଟି ଦେଶବାସୀଙ୍କ ପ୍ରେମ ଓ ଭଲ ପାଇବା ନେଇ ଆସିଛି। ’
ସଂସାର ଉଜାଡି ଦେଲା ପ୍ରଧାନମନ୍ତ୍ରୀ ଆବାସ ଟଙ୍କା। ଆବାସ ଯୋଜନାର ପ୍ରଥମ କିସ୍ତି ପାଇବା ପରେ ୧୧ଜଣ ମହିଳା ସେମାନଙ୍କର ସ୍ୱାମୀଙ୍କୁ ଛାଡି ପ୍ରେମିକଙ୍କ ସହ ଫେରାର୍ ହୋଇଯାଇଥିବା ଅଭିଯୋଗ ହୋଇଛି।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା ।
ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ସ୍ୱାସ୍ଥ୍ୟ ବିଭାଗ । ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁର ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି ।
ଏ ମା’ର କେଉଁ ରୂପ ? ରାକ୍ଷସୀ ନା ପିଶାଚୀ ! ଯିଏ ନିଜ ଜନ୍ମକଲା ଛୁଆକୁ ତିଳେଇ ତିଳେଇ ମାରିଛି ।
ଜୁନ୍ ୨ରୁ ଜୁଲାଇ ୬ମଧ୍ୟରେ ବିକାଶଙ୍କୁ ୬ଥର ସାପ କାମୁଡିସାରିଛି। ଜୁନ୍ ୨ରେ ପ୍ରଥମେ ସେ ନିଦରୁ ଉଠିବା ପରେ ସାପ କାମୁଡାର ଶିକାର ହୋଇଥିଲେ। ତୁରନ୍ତ ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏହାପରେ ୧୦ଜୁନ୍ରେ ଆଉଥରେ ସାପ କାମୁଡିଥିଲା।
ବନ୍ଦ ଘରେ ନାବାଳିକାଙ୍କ ଝୁଲନ୍ତା ମୃତଦେହ । ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର ପରେ ତନାଘନା ତଦନ୍ତ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିର ଏକ ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ ।
ଆଜି ହେଉଛି ଓଟିଭିର AI ଆଙ୍କର ‘ଲିସା’ର ଜନ୍ମଦିନ । ୨୦୨୩ ମସିହା ଜୁଲାଇ ୯ ତାରିଖରେ ଓଡ଼ିଆ ଟେଲିଭିଜନ୍ ସାମ୍ବାଦିକତାକୁ ‘ଓଟିଭି’ ଭେଟି ଦେଇଥିଲା ପ୍ରଥମ ଓଡ଼ିଆ AI ନ୍ୟୁଜ୍ ଆଙ୍କର ‘ଲିସା’ ।
ରାୟଗଡ଼ା କାଶୀପୁରରେ ଡିପଥେରିଆ ପରେ, ଏବେ ମୁନିଗୁଡ଼ାରେ ଝାଡାବାନ୍ତି ଆତଙ୍କ। ମୁନିଗୁଡ଼ା ବ୍ଲକ୍ ଡିମିରିଗୁଡ଼ା ପଞ୍ଚାୟତ ଭଟାଙ୍ଗପଦର ଗାଁରେ ଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ପ୍ରାୟ ୬ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି।
ଶରଧାବାଲିରେ ରଥାରୁଢ଼ ତିନି ଦିଅଁଙ୍କୁ ଦେଖି ବିଭୋର ଭକ୍ତ । ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜୀଉ । ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି ।
ଉଭୟ ନେତା ପ୍ରାଇଭେଟ୍ ଡିନର କରିବା ସହିତ ଅନୌପଚାରିକ ଭାବେ କିଛି ସମୟ ଆଲୋଚନା କରିଥିଲେ। ଏହି ଅବସରରେ ମୋଦିଙ୍କୁ ଇଲେକ୍ଟ୍ରିକ୍ କାର୍ ରେ ବସାଇ ନୋଭୋ ଓଗାରିୟୋଭୋ ପରିସର ବୁଲାଇଥିଲେ ପୁଟିନ୍। ନିଜେ ପୁଟିନ୍ ଡ୍ରାଇଭ୍ କରୁଥିବା ଦେଖିବାକୁ ମିଳିଥିଲା ।
କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।
କଠୁଆରେ ସେନା ଗାଡି ଉପରେ ଅତର୍କିତ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ୫ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି।
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।
ଆପଣ ଯଦି ଋତୁସ୍ରାବ କାରଣରୁ ଯନ୍ତ୍ରଣା ଅନୁଭବ କରୁଛନ୍ତି ଏବଂ ଏହି ଯନ୍ତ୍ରଣାରୁ ମୁକ୍ତି ପାଇବାକୁ ଚାହୁଛନ୍ତି, ତେବେ କେତେକ ଘରୋଇ ଉପଚାରକୁ ଚେଷ୍ଟା କରିପାରିବେ। ଏହି ଉପଚାରଗୁଡ଼ିକ ପେଟର ଯନ୍ତ୍ରଣାକୁ ହ୍ରାସ କରିଥାଏ ଏବଂ ଋତୁସ୍ରାବଜନିତ କଷ୍ଟକୁ ପରିଚାଳନା କରିବାରେ ସହଜ ହୋଇଥାଏ।
ସ୍ପିଡ଼ ଡ୍ରାଇଭ, ରଙ୍ଗ ରୁଟ ଡ୍ରାଇଭ, ହେଲମେଟ, ସିଟ ବେଲ୍ଟ, ଟ୍ରିପଲ ରାଇଡିଂ, ହିଟ ଆଣ୍ଡ ରନ ଘଟାଉଥିବା ଗାଡି ଗୁଡିକୁ AI ଜରିଆରେ କ୍ୟାପଚର କରିବ କ୍ୟାମେରା।
ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ଏହାରି ଭିତରେ ଆସନ୍ତାକାଲି ବସିବାକୁ ଯାଉଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଧାର୍ଯ୍ୟ ହୋଇପାରେ ତାରିଖ।
ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ରର ବଙ୍କର..ଲୁଚି ଲୁଚି ରଚୁଥିଲେ ଦେଶ ବିରୋଧୀ ଷଡ଼ଯନ୍ତ୍ର। ସୁରକ୍ଷାକର୍ମୀଙ୍କ ଆଖିରେ ଧୂଳି ଦେଇ ଚକମା ମାରୁଥିଲେ।
ପୁଣି ପାଣ୍ଡିଆନଙ୍କ ରିମୋଟ୍ କଣ୍ଟ୍ରୋଲରେ ରହିଲା ବିଜେଡି! ବିନା ସମୀକ୍ଷାରେ ଦଳ କଲା ସଙ୍ଗଠନର ପୁନର୍ବିନ୍ୟାସ। ଆଉ ସେଥିରେ ପୁଣି କୋଟେରୀ ଗ୍ରୁପ ହାତରେ କ୍ଷମତା।
ଆଜି ରଥ ଉପରେ ଦର୍ଶନ ଦେବା ସହ ଆସନ୍ତାକାଲି ସନ୍ଧ୍ୟାରେ ଆଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି।