ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜିଠୁ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ ବ୍ୟବସ୍ଥା। ଭାରତର ନ୍ୟାୟିକ ଓ ଦଣ୍ଡବିଧାନ ପ୍ରକ୍ରିୟାରେ ଆରମ୍ଭ ହୋଇଛି ନୂଆ ଯୁଗ। ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତା ଓ ସାକ୍ଷ୍ୟ ଅଧିନିୟମ ଲାଗୁ କରାଯାଇଛି।
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଲଗାଣ ବର୍ଷାରେ ବେହାଲ୍ ସିକ୍କିମ। ସିକ୍କିମ-ପଶ୍ଚିମବଙ୍ଗ ରାସ୍ତା ଏନଏଚ୍-୧୦ରେ ପୁଣି ଭୂସ୍ଖଳନ ହୋଇଛି । ଫଳରେ ସିଲିଗୁରିରୁ ସିକ୍କିମ ରାସ୍ତାରେ ଯାତାୟତ ବନ୍ଦ ରହିଛି ।
ମୌସୁମୀ ଆସିଛି ସତ, କିନ୍ତୁ ପାଣିପାଗର ପରିବର୍ତ୍ତନ ସହିତ ସଂକ୍ରାମକ ରୋଗର ମାତ୍ରା ମଧ୍ୟ ବୃଦ୍ଧି ପାଇଛି। ଆପଣ ଯଦି ସଦ୍ଗୁରୁଙ୍କ ଦ୍ୱାରା ଦିଆଯାଇଥିବା କିଛି ବିଶେଷ ପଦ୍ଧତି ବ୍ୟବହାର କରନ୍ତି, ତେବେ ଆପଣଙ୍କୁ ଏହି ସମସ୍ୟାର ସାମ୍ନା କରିବାକୁ ପଡିବ ନାହିଁ।
ଗତକାଲି ରାତିରେ ରାଜଧାନୀର ଜୟଦେବ ବିହାର ନିକଟରେ ଡ୍ୟୁଟି ସାରି ଫେରୁଥିବା ଜଣେ ଟ୍ରାଫିକ କନଷ୍ଟେବଲଙ୍କ ବାଇକକୁ ଏକ ଭାରିଯାନ ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଛି।
ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ଗରିବ କଲ୍ୟାଣ ହେବ ବିଜେପି ସରକାରର ପ୍ରାଥମିକତା। ୧୦୦ ଦିନର ରୋଡ୍ ମ୍ୟାପ୍ ଚୂଡ଼ାନ୍ତ।
୨୦୦୭ ପରେ ୨୦୨୪। ଧୋନିଙ୍କ ପରେ ରୋହିତ। ୧୭ ବର୍ଷ ଲମ୍ବା ପ୍ରତୀକ୍ଷାର ଅନ୍ତ। ଦ୍ବିତୀୟ ଥର ପାଇଁ ଟି-ଟ୍ବେଣ୍ଟି ବିଶ୍ବକପ୍ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ। ଆଉ ମେନ୍ ଇନ୍ ବ୍ଲୁର ବିଜୟ ପରେ ଝୁମି ଉଠିଥିଲା ସାରା ଦେଶ।
ଦିଲ୍ଲୀ ଦରବାରରେ ବିଜେଡିର ବିରୋଧୀ ଭୂମିକାକୁ ନେଇ ସରଗରମ ରାଜ୍ୟ ରାଜନୀତି । ନିଟ୍ ପ୍ରସଙ୍ଗରେ ରାଜ୍ୟରେ ଦଳର ସାଂସଦଙ୍କ ହଙ୍ଗାମାକୁ ବିଜେପି କଡ଼ା ସମାଲୋଚନା କରି ଦିଲ୍ଲୀରେ ଇଏ ବିଜେଡିର ଅସ୍ତିତ୍ବ ବଞ୍ଚାଇବାର ପ୍ରୟାସ ବୋଲି କହିଛି ।
ଟିମ୍ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ଘୋଷଣା କଲା ବିସିସିଆଇ । ପୁରସ୍କାର ଘୋଷଣା କଲେ ବିସିସିଆଇ ସମ୍ପାଦକ ଜୟ ଶାହ ।
ସୂର୍ଯ୍ୟକୁମାର ଯାଦବ ଏକ ଜାତୀୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଭାରତୀୟ ଦଳ ଚାମ୍ପିୟନ ହେବା ପରେ ପୂରା ମାହୋଲ ଇମୋସନାଲ ଥିଲା । ତେବେ ଏହାରି ମଧ୍ୟରେ ଯେତେବେଳେ ଏହି ଉଭୟ ଷ୍ଟାର ଖେଳାଳି ଅବସର ଘୋଷଣା କରିଥିଲା, ଏହାପରେ ସମସ୍ତେ ବହୁତ ଇମୋସନାଲ ହୋଇଯାଇଥିଲେ ।
କାଲିଠୁ ଇତିହାସ ପାଲଟିବ IPC, CrPC ଓ ଏଭିଡେନ୍ସ ଆକ୍ଟ । ବ୍ରିଟିଶ ଅମଳର ଫୌଜଦାରୀ ଆଇନ ହଟି, ଲାଗୁ ହେବ ୩ ନୂଆ ଆଇନ ।
ବିଦେଶରେ ପାଠ ପଢିବା ପାଇଁ ହେଲେ ଏକ ବଡ ବଜେଟ୍ର ଆବଶ୍ୟକ ହୋଇଥାଏ। ଯଦି ଆପଣ ବିଦେଶରେ ପଢିବାକୁ ସ୍ୱପ୍ନ ଦେଖୁଛନ୍ତି କିନ୍ତୁ ଆପଣଙ୍କ ପାଖରେ ବଜେଟ୍ ନାହିଁ ତେବେ କ’ଣ କରିବେ ଜାଣନ୍ତୁ। ଅନେକ ଉପାୟ ଅଛି ଯାହା ଦ୍ୱାରା ଆପଣ ସ୍ୱଳ୍ପ ବଜେଟ୍ରେ ମଧ୍ୟ ବିଦେଶ ଯାଇ ଆପଣଙ୍କର ଅଧ୍ୟୟନ ସମାପ୍ତ କରିପାରିବେ।
ଦୁଇଟି ବିଶ୍ୱକପ୍, ଦୁଇଟି ଅଭୁଲା କ୍ୟାଚ୍ । କୁହାଯାଏ ନା କ୍ୟାଚ୍ ବଦଳାଇ ଦିଏ ମ୍ୟାଚ୍ । ଏଠି ତ ଗୋଟିଏ କ୍ୟାଚ୍ ବିଶ୍ୱକପ୍ ଟ୍ରଫି ହିଁ ଆଣିଦେଲା।
ଗତକାଲି ଟି-୨୦ ଫର୍ମାଟରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ପରେ ଆଜି ରବୀନ୍ଦ୍ର ଜାଡେଜା ଅବସର ଘୋଷଣା କରିଛନ୍ତି ।
ପ୍ରଦୀପ ଜେନାଙ୍କ ପରେ ମୁଖ୍ୟ ଶାସନ ସଚିବ ଭାବେ ୧୯୯୦ ବ୍ୟାଚର ମନୋଜ ଆହୁଜା ଅଧିକାରୀଙ୍କ ନାଁ ଉପରେ ମୋହର ମାରିଥିଲେ ରାଜ୍ୟ ସରକାର ।
ଶେଷ ଦିନରେ ଜେନେରାଲ ମନୋଜ ପାଣ୍ଡେଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଜେନେରାଲ ମନୋଜ ପାଣ୍ଡେ ଦେଶର ୨୯ତମ ସ୍ଥଳ ସେନା ମୁଖ୍ୟ ଭାବେ ୨୦୨୨ ଏପ୍ରିଲ ୩୦ ତାରିଖରେ କାର୍ଯ୍ୟରେ ଯୋଗ ଦେଇଥିଲେ ।
ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶନାରେ ନିର୍ମିତ 'କଲ୍କୀ ୨୮୯୮ ଏଡି'କୁ ନେଇ ଚାରିଆଡେ ପ୍ରଶଂସାର ସୁଅ। ଦକ୍ଷିଣର ସୁପରଷ୍ଟାର ରଜନୀକାନ୍ତ ମଧ୍ୟ ଏହାକୁ ପ୍ରଶଂସା ନ କରି ନିଜକୁ ଅଟକାଇ ପାରି ନାହାଁନ୍ତି। ଜାଣନ୍ତୁ ସେ କ’ଣ କହିଛନ୍ତି।
ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ବ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦିଙ୍କ ପ୍ରଧାନମନ୍ତ୍ରୀ ସମୟରେ ଓଡ଼ିଶାକୁ ୩ ବର୍ଷ ହେଲା ପ୍ରତି ବର୍ଷ ୧୦ ହଜାର କୋଟିର ଅନୁଦାନ ମିଳୁଛି।
ବିଶ୍ୱକପ୍ ବିଜୟ ପରେ ଅଧିନାୟକ ରୋହିତ ଶର୍ମା କରିଥିଲେ ଏକ ନିଆରା ସେଲିବ୍ରେସନ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି।
ବିବାହ ପରେ ଦୀର୍ଘ ୩୫ ବର୍ଷ ହେଲା ସେ ଜଳେଶ୍ବରରେ ରହୁଛନ୍ତି। ଏକାକୀ ଜୀବନ ଅତିବାହିତ କରୁଛନ୍ତି। ନା କେହି ଦାୟିତ୍ୱ ନେବାକୁ ଅଛି ନା ଆହା ପଦେ କହିବାକୁ।
ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ରାଜ୍ୟରେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ପ୍ରଦାନ କରାଯିବ ବୋଲି କହିଛନ୍ତି ମୋହନ ଚରଣ ମାଝୀ ।
‘କଳ୍କୀ ୨୮୯୮ ଏଡି’ ବକ୍ସ ଅଫିସରେ ଝଡ ସୃଷ୍ଟି କରୁଛି। ନିର୍ମାତାଙ୍କ ଉପରେ ଟଙ୍କା ବର୍ଷା ଜାରି ହୋଇଛି। ଏହି ଫିଲ୍ମ ଭାରତୀୟ ବକ୍ସ ଅଫିସରେ ୨୦୦ କୋଟିରୁ ଅଧିକ ଆୟ କରିସାରିଲାଣି ଏବଂ ଆଶା କରାଯାଉଛି ଯେ ଆଜି ମଧ୍ୟ ଏହି ଫିଲ୍ମ ମଧ୍ୟ ବହୁତ ଭଲ ବ୍ୟବସାୟ କରିବ।
ଗତକାଲି ବିଶ୍ୱକପ୍ ବିଜୟ ପରେ ପ୍ରତ୍ୟେକ ଭାରତୀୟଙ୍କ ପରି ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ବେଶ୍ ଖୁସି ଥିଲେ। ମ୍ୟାଚ୍ ପରେ ସେ ଟିମ୍ ଇଣ୍ଡିଆ ଖେଳାଳିଙ୍କ ସହ ଫୋନରେ କଥା ମଧ୍ୟ ହୋଇଛନ୍ତି ।
୧୯୯୦ ବ୍ୟାଚର ଏହି ଆଇଏଏସ୍ ଅଧିକାରୀଙ୍କ ନାଁ ଉପରେ ମୋହର ମାରିଥିଲେ ରାଜ୍ୟ ସରକାର । ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ।