ଓଡ଼ିଶାରେ ପ୍ରାୟ ୫୦ବର୍ଷ କଂଗ୍ରେସ ଶାସନ ଥିଲା। ଗତ ୨୫ବର୍ଷ ଧରି ବିଜେଡି ଶାସନ ଚାଲିଛି। ମାତ୍ର ଏଠାରେ ଆଖିଦୃଶିଆ ବିକାଶ ହୋଇପାରିନି। ଓଡ଼ିଶାରେ ଦୁର୍ନୀତି ବଢିବାରେ ଲାଗିଛି, ବେରୋଜଗାରୀ ବି ବଢିଛି।
ଆଜି ବଢିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୬୦୦ ଟଙ୍କା ରହିଛି ।
ଏହି ଚାରି ବର୍ଷର ଝିଅଟି ତା’ର ଆଙ୍ଗୁଠି ଅସ୍ତ୍ରୋପଚାର ପାଇଁ ମେଡିକାଲ କଲେଜକୁ ଆସିଥିଲେ, କିନ୍ତୁ ଡାକ୍ତରମାନେ ଭୁଲ୍ରେ ଝିଅଟିର ଜିଭରେ ଅସ୍ତ୍ରୋପଚାର କରିଥିଲେ ।
ରତ୍ନଭଣ୍ଡାର ଚାବି ପାଣ୍ଡିଆନ୍ ଲୁଚାଇଛନ୍ତି। କମିଶନ ତଦନ୍ତ କଲେ, ଏବେବି ତଦନ୍ତ ସରୁନି। ୧୦ ଜୁନ୍ ପୂର୍ବରୁ ସେ ଚାବି ଫେରାନ୍ତୁ, ନହେଲେ ଆମେ ଖୋଜି ବାହାର କରିବୁ ।
ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ ।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଞ୍ଜାମରେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରିବା ପାଇଁ ଅନୁମୋଦନ ଦେଇଛନ୍ତି ।
ଆଜିର ଖରାପ ଜୀବନଶୈଳୀ ଏବଂ ଗଡବଡ ଖାଦ୍ୟ ଅଭ୍ୟାସ କାରଣରୁ ଉଚ୍ଚ ରକ୍ତଚାପ ବିପଦ ଯଥେଷ୍ଟ ବୃଦ୍ଧି ପାଉଛି। ଯଦି ଖାଇବା ଅଭ୍ୟାସ ଏବଂ ଜୀବନଶୈଳୀରେ ଉନ୍ନତି ଆସେ ତେବେ ଉଚ୍ଚ ରକ୍ତଚାପର ଆଶଙ୍କା କମିଯାଏ। ଉଚ୍ଚ ରକ୍ତଚାପକୁ ଦୂର କରିବା ପାଇଁ କେଉଁ ଯୋଗ କରିବେ ଜାଣନ୍ତୁ।
ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ବାଘଟି ସହର ଭିତରକୁ ପଶି ଆସିଥିବା କୁହାଯାଉଛି।
କିଛି ସମୟ ପରେ ଆହତ ଅବସ୍ଥାରେ ୨ କର୍ମୀ ଉଦ୍ଧାର ହେବା ପରେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ସଇଁତଳା ଥାନାରେ ୧୫ ଜଣଙ୍କ ନାଁରେ ଅଭିଯୋଗ କରିଛନ୍ତି ଆହତ ୨ ବିଜେପି କର୍ମୀ।
ଗତକାଲି ଦିଲ୍ଲୀ AIIMS ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ସ୍ବାତୀ । ସ୍ୱାତୀ ମାଲିୱାଲ ନିଜ ସହ ଘଟିଥିବା ଘଟଣାର ପ୍ରଥମ ପ୍ରତିକ୍ରିୟା ଜାରି କରିଛନ୍ତି । ଆପ ସାଂସଦ ନିଜ ଏକ୍ସ ଆକାଉଣ୍ଟର ପୋଷ୍ଟରେ କହିଛନ୍ତି ଯେ, ପୋଲିସକୁ ସେ ବୟାନ ଦେଇଛନ୍ତି ।
ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଗତକାଲି ରାତିରେ ରେମୁଣା ବ୍ଲକ ଗଡିଆମାଳ ଅଞ୍ଚଳରେ ଥିବା ଏକ ଚିଙ୍ଗୁଡ଼ି କମ୍ପାନୀରେ ବିଷାକ୍ତ ଗ୍ୟାସ ଲିକ ହୋଇ ବହୁ କର୍ମଚାରୀ ଅସୁସ୍ଥ ହୋଇଥିଲେ । ସେଥିରୁ ୧୮ ଜଣ ମହିଳା ଓ ଯୁବତୀ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ ।
ଆଜି ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ଆଜି ସେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଉତ୍ତର ଭୁବନେଶ୍ବର, କଟକ କିଶନ ନଗରରେ ସଭା କରିବେ। ପରେ ପରେ ପିପିଲିରେ ରୋଡ୍ ସୋ’ କରିବେ ହେମାମାଳିନୀ।
୧୦ ଜୁନ୍ ପୂର୍ବରୁ ସେ ଚାବି ଫେରାନ୍ତୁ, ନହେଲେ ପାତାଳରେ ଥିଲେ ବି ଖୋଜି ବାହାର କରିବୁ। ଅଯୋଧ୍ୟାରେ ରାମ ମନ୍ଦିର ହେବନି ଭାବୁଥିଲେ, ମୋଦିଙ୍କ ପାଇଁ ସମ୍ଭବ ହେଲା। ସେହିଭଳି ରତ୍ନଭଣ୍ଡାର ଚାବି ମୋଦି ବାହାର କରିବେ ବୋଲି କହିଛନ୍ତି ହିମନ୍ତ ବିଶ୍ୱଶର୍ମା।
ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ବ୍ୟବହୃତ ବିଷାକ୍ତ ଗ୍ୟାସ ଲିକରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।
ପ୍ରଦୀପଙ୍କ ଆକ୍ରମଣକାରୀ ଶିବଶଙ୍କର ଦାସ- ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ବିଜେଡି ମେୟର ଓ ଏବେ ବ୍ରହ୍ମପୁର ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ, ତେଣୁ ତାଙ୍କର ଏଭଳି ହିଂସାତ୍ମକ ଆଚରଣ ପଛରେ ଏକ ବିରାଟ ଷଡ଼ଯନ୍ତ୍ରର ଗନ୍ଧ ବାରିଛି ବିଜେପି।
ବିଜେଡିକୁ ସହଯୋଗ କରୁଥିବା ସରକାରୀ ବାବୁଙ୍କୁ ନଡ୍ଡାଙ୍କ ଚେତାବନୀ। ନିର୍ବାଚନୀ ମୈଦାନରୁ ବିଜେଡିର ହାତବାରିସୀ ସାଜିଥିବା ଅଧିକାରୀଙ୍କୁ କଲେ ସତର୍କ। ସୁଧୁରି ଯାଅ, ନହେଲେ ବିଜେପି ସରକାର ଆସିଲେ କଡ଼ାଗଣ୍ଡା ହିସାବ ହେବ।
ଭୋଟ୍ ପୂର୍ବରୁ ରକ୍ତରଞ୍ଜିତ ହେଲା ଗଞ୍ଜାମ । ଖଲ୍ଲିକୋଟରେ ଗଡ଼ିଛି ବିଜେପି କର୍ମୀଙ୍କ ମୁଣ୍ଡ । ବ୍ୟାନର ମରାକୁ କେନ୍ଦ୍ର କରି ଜଣେ ବିଜେପି କର୍ମୀଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି ।
ବିଜେପି ପାଇଁ ବଡ଼ ପ୍ରସଙ୍ଗ ଚିଟ୍ଫଣ୍ଡ ଦୁର୍ନୀତି। ଚଳିତ ନିର୍ବାଚନରେ ଦଳ ଏହାକୁ ବଡ଼ ମୁଦ୍ଦା କରିଛି। ସରକାରକୁ ଆସିଲେ ଦେଢ ବର୍ଷ ଭିତରେ କ୍ଷତିପୂରଣ ମିଳିବ ବୋଲି ଘୋଷଣା ବି କରିଛି ଦଳ।
ଏହି ମୃତଦେହ ଅବସରପ୍ରାପ୍ତ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ଏଟିସି) ମ୍ୟାନେଜର ମନୋଜ ଚାନସୋରିଆ ଏବଂ ତାଙ୍କ ପତ୍ନୀ ଅନୀତାଙ୍କର ଅଟେ ।
ଏହି ଘଟଣା ହାଇଦ୍ରାବାଦର ରହମତ ନାଗର ଅଞ୍ଚଳର। ଯେଉଁଠାରେ ସ୍ୱାମୀ-ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ମାଡ଼ ମରାଯାଇଛି ।
କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିଜେଡି ଆଦର୍ଶ ଆଚରଣ ବିଧି ଉଲଂଘନ କରୁଛି । ଏ ନେଇ ପ୍ରେସମିଟ୍ କରି ଅଭିଯୋଗ କରିଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଜେପି ସଭାପତି ଦୁର୍ଯ୍ୟୋଧନ ସାହୁ ।
ବିଜେପି ଲୋକସଭା ସଂଯୋଜକ ଯଜ୍ଞ ନାରାୟଣ ଦାଶଙ୍କ କହିବା ଅନୁସାରେ ଗତକାଲି ରାତିରେ ରାଣୀଙ୍କ ବଙ୍ଗଳାରେ ଭୋଜିଭାତ ଚାଲିଥିଲା । ଆଉ ସେଠାରୁ ହିଂସାକାଣ୍ଡ ଲାଗି ଯୋଜନା ହୋଇଥିଲା ।
ବଢିଚାଲିଛି ସାଇବର୍ ଠକେଇ। ଦିନକୁ ଦିନ ନୂଆ ନୂଆ ତରିକାରେ ସାଇବର ଠକମାନେ ଲୁଟ୍ ଚଳାଇଛନ୍ତି।
ସେ ଆହୁରି କହିଛନ୍ତି, ‘ଓଡ଼ିଶାରେ ସବୁ କିଛି ଅଛି । ୨୪ ବର୍ଷ ଧରି ଜଣେ ସରକାରରେ ରହିବି ଲୋକଙ୍କ କଥା ଚିନ୍ତା କରୁନାହାନ୍ତି ।ବିଜେପି ତାଠୁ ଅଧିକ ବି ଦାଇ । ମୁଖ୍ୟମନ୍ତ୍ରୀ ଓ ବିଜେପି ମିଶି ଓଡ଼ିଶାକୁ ବର୍ବାଦ କରିଛନ୍ତି ।