ଆସୁ ଆସୁ ପଦ୍ମପୁର ସଭାରେ ବର୍ଷିଲେ ନଡ୍ଡା । କହିଲେ ରାଜନୀତିର ପରିଭାଷା ବଦଳାଇ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି ।
ବାହାଘରରେ ଯୋଗ ଦେବାକୁ ଯାଇଥିଲେ । କିନ୍ତୁ ଛୁଆକୁ କାର୍ରେ ଛାଡ଼ି ଭୁଲିଯାଇଥିଲେ । ଫେରି ଆସି ଦେଖନ୍ତି ତ ଛୁଆ ଆଉ ନାହିଁ । ଏପରି ଅଭାବନୀୟ ଘଟଣା ଘଟିଯାଇଛି ରାଜସ୍ଥାନର କୋଟାରେ ।
୩୯ ବର୍ଷୀୟ ଛେତ୍ରୀ ୨୦୦୫ରେ ଭାରତ ପାଇଁ ଡେବ୍ୟୁ କରିଥିଲେ । ଗତ ମାର୍ଚ୍ଚ ମାସରେ ଗୁଆହାଟୀରେ ଆଫଗାନିସ୍ତାନ ବିପକ୍ଷରେ ଛେତ୍ରୀ ତାଙ୍କ ୧୫୦ ତମ ଖେଳିଥିଲେ ।
ପୋଲିସ ଗାଡ଼ିକୁ ଘେରିବା ସହ ଗାଡ଼ି ଉପରକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କରିଛନ୍ତି ଲୋକ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍ର କାଚ ଭାଙ୍ଗିଛି ।
ଗଞ୍ଜାମ ଖଲ୍ଲିକୋଟରେ ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଗିରଫ । ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଗତକାଲି ଖଲ୍ଲିକୋଟ ଶ୍ରୀକୃଷ୍ଣ ଶରଣପୁର ଗାଁରେ ବିଜେପି କର୍ମୀଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା ।
ଭାରତୀୟ କ୍ରିକେଟ ଜଗତର ମହାନ କ୍ରିକେଟର ତଥା RCBର ପୂର୍ବତନ ଅଧିନାୟକ ବିରାଟ କୋହଲି । ସେ କ୍ରିକେଟରୁ ଅବସର ନେବା ପରେ କ’ଣ କରିବେ ଏହାକୁ ନେଇ ଅନେକଙ୍କ ମନରେ ପ୍ରଶ୍ନ ।
ଖଡଗେଙ୍କ ସହ ତେଲେଙ୍ଗାନା ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
ବିଜେପିରେ ଭୋଟ ଦେବା ଓ ବିଜେପିକୁ ସମର୍ଥନ କରି ପ୍ରଚାରରେ ବୁଲିବାରୁ ଗାଁ ଦାଣ୍ଡକୁ ଡାକି କଙ୍ଗାରୁ କୋର୍ଟ ଦ୍ୱାରା ଜରିମାନା ଆଦାୟ କରାଯାଇଛି।
ଷ୍ଟ୍ରୋକ୍ ପୀଡିତ ଏବଂ ଅନ୍ୟମାନେ ଯେଉଁମାନେ କଥା କହିବାର କ୍ଷମତା ହରାଇଛନ୍ତି, ଏହି ଟେକ୍ନୋଲୋଜିରୁ ସେମାନେ ଉପକୃତ ହୋଇପାରିବେ, ସେମାନଙ୍କୁ ସେମାନଙ୍କ ଭାବନା ପ୍ରକାଶ କରିବା ସହ ଅନ୍ୟମାନଙ୍କ ସହିତ ଯୋଗାଯୋଗ କରିବାର ମାଧ୍ୟମ ହୋଇପାରିବ।
ଆଜି ସ୍ଥିର ରହିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୨୫୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୧୫୦ ଟଙ୍କା ରହିଛି ।
ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ କହୁଛନ୍ତି । ଓଡ଼ିଶାବାସୀ ଏବେ ସୁସ୍ଥ, ଯୁବ ଓ ଅସ୍ମିତା ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ବୋଲି କହିଛନ୍ତି ଅପରାଜିତା। ତାଙ୍କ ଅଭିଯୋଗ ନେଇ ବିଜେଡି କିମ୍ବା ପାଣ୍ଡିଆନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଘଟଣାକୁ ମଧ୍ୟ ନିନ୍ଦା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ।
ଭିଡିଓରେ ଲୋକେ ବିଭିନ୍ନ ମୌଳିକ ସମସ୍ୟା ସମାଧାନର ଜବାବ ମାଗୁଛନ୍ତି। ୨୫ ବର୍ଷରେ କ’ଣ କରିଛ ବୋଲି ଲୋକେ ପଚାରୁଥିବା ଦେଖିବାକୁ ମିଳୁଛି।
ଏହି ପ୍ରକାରର ଠକେଇ ବିଷୟରେ ସଚେତନ ହେବା ଏବଂ ସଚେତନତା ପାଇଁ ପରାମର୍ଶ ଦିଆଯାଇଛି । ଯଦି କେହି ଏପରି କଲ୍ ପାଆନ୍ତି ତେବେ ତୁରନ୍ତ ଏନେଇ ସାଇବର କ୍ରାଇମ୍ ହେଲ୍ପଲାଇନ ନମ୍ବର 1930 କିମ୍ବା www.cybercrime.gov.inରେ ଅଭିଯୋଗ କରିବାକୁ ପରାମର୍ଶ ଦିଆଯାଇଛି।
ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ ବୋଲି କହିଥିଲେ ନଡ୍ଡା ।
ଗତ ରାତିରେ କାମ ଚାଲିଥିବା ବେଳେ ତଳେ ୩ ଶ୍ରମିକ ଥିଲେ। ହଠାତ୍ ସେମାନଙ୍କ ଉପରେ ମାଟି ଅତଡ଼ା ଖସି ପଡ଼ିଥିଲା।
ନଡ୍ଡା ମାଉସୀ ମା' ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।
ବିଜେପି ଛାଡ଼ିଲେ ରମାରଞ୍ଜନ ବଳିୟାରସିଂହ। ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ ଆଜି ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
ବାସ୍ତୁଶାସ୍ତ୍ରରେ ବ୍ୟବହାର ବିଭିନ୍ନ ରଙ୍ଗର ମଧ୍ୟ ବାସ୍ତୁ ନିୟମ ରହିଛି। ଗୃହରେ କେଉଁ ଦିଗରେ କେଉଁ ରଙ୍ଗ କରିବା କଥା ତାହାର ନିୟମ ମଧ୍ୟ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ପ୍ରାୟ ସବୁବେଳେ ଆମେ ଆମ ନିଜ ମନ ପସନ୍ଦର ରଙ୍ଗ ଆମେ ଗୃହରେ କରିଥାଉ କିନ୍ତୁ ସେତେବେଳେ ରଙ୍ଗ ବିଷୟରେ ଆମେ ବାସ୍ତୁଶାସ୍ତ୍ରର ନିୟମ ବିଷୟରେ ଜାଣି ନ ଥାଉ।
ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଖଲ୍ଲିକୋଟ୍ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ନେଇ ଅଭିଯୋଗ ହୋଇଥିଲା । ଗାଁରେ ବିଜେପି କର୍ମୀ ବ୍ୟାନର ମାରୁଥିବା ଏହାକୁ ବିରୋଧ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଥିଲା ।
ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ବେଶ୍ ପରିଶ୍ରମ କରିଥିଲେ | ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା |
ଦେଶରେ ସେକେଣ୍ଡ୍ ହ୍ୟାଣ୍ଡ୍ ମୋବାଇଲ ବିକ୍ରି ବୃଦ୍ଧି ପାଉଛି। ଲୋକମାନେ ବିନା ସଂକୋଚରେ ଆରାମରେ ସେକେଣ୍ଡ ହ୍ୟାଣ୍ଡ୍ ଫୋନ୍ କିଣୁଛନ୍ତି। ତେବେ ଆପଣ ଯଦି ସେକେଣ୍ଡ ହ୍ୟାଣ୍ଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି ତେବେ ଏହା ନକଲି କିମ୍ବା ଚୋରି ହୋଇଥିବାର ମଧ୍ୟ ସମ୍ଭାବନା ଥାଏ।
ଦୁର୍ଘଟଣା ଏତେ ଭୟଙ୍କର ଥିଲାଯେ, ଦୁଇ ଟ୍ରକ୍ ମଧ୍ୟରେ ସମସ୍ତେ ଚାପି ହୋଇଯାଇଥିଲେ।
ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ କହିଲେ ନଡ୍ଡା ।