ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ୭୫.୬୮% ମତଦାନ ହୋଇଛି। ନବରଙ୍ଗପୁରରେ ସର୍ବାଧିକ ଲୋକ ଭୋଟ୍ ଦେଇଥିବା ବେଳେ ବ୍ରହ୍ମପୁରରେରେ ସର୍ବନିମ୍ନ ମତଦାନ ହୋଇଛି।
ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ପରିବାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ବର୍ତ୍ତମାନ କିନ୍ତୁ ଏହି ପରିବାର ଭାଙ୍ଗିବାରେ ଲାଗିଛି। ଏହାର ଗୋଟିଏ କାରଣ ହେଉଛି ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ମତଭେଦ। ଯଦି ଆପଣ ନିଜ ପରିବାରକୁ ମଜବୁତ କରିବାକୁ ଚାହୁଁଛନ୍ତି, ତେବେ ସର୍ବପ୍ରଥମେ ମତଭେଦ ହେବାର ପାଞ୍ଚଟି କାରଣ କ’ଣ ଜାଣିନେବା ଦରକାର।
ଡାଏବେଟିସ୍ ଥିଲେ ଭାତ ଖାଇବାରେ ପ୍ରତିବନ୍ଧକ ଲଗାଯାଏ। କେହି କେହି ତ ଭାତ ଖାଇବା ପୂରା ବନ୍ଦ ହିଁ କରିଦିଅନ୍ତି। ତେବେ ସତରେ କ'ଣ ଭାତ ବନ୍ଦ କରି କେବଳ ରୁଟି ଖାଇବା ଦ୍ୱାରା ଡାଏବେଟିସ୍ ନିୟନ୍ତ୍ରଣରେ ରୁହେ? ତେବେ ଆସନ୍ତୁ ଏ ବିଷୟରେ ଜାଣିନେବା।
ଆଜି ବଢିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୨୫୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୧୫୦ ଟଙ୍କା ରହିଛି ।
ବାଲେଶ୍ୱର NOCCI ହଲରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ ଓମ୍ ବିର୍ଲା। ପରେ ସମ୍ବଲପୁର ଯିବେ।
ତେବେ କୁମ୍ଭୀରଟି ଖୁବ୍ ଜୋର୍ରେ ହାତୀ ଶୁଣ୍ଢକୁ କାମୁଡି ଧରିଥିଲା। ଏହାଦେଖି ହାତୀପଲ ଛିନ୍ନଛତ୍ର ହୋଇଯାଇଥିଲେ ଏବଂ ହାତୀଟି ମୁଣ୍ଡ ହଲାଇ ଏକ କୁମ୍ଭୀରକୁ ପାଣିରୁ ବାହାରକୁ ଆଣି ଫିଙ୍ଗିଦେଇଥିଲା। ଶେଷରେ କୁମ୍ଭୀରଟି ଶୁଣ୍ଢକୁ ଛାଡି ପାଣି ଭିତରକୁ ଯିବାକୁ ବାଧ୍ୟ ହୋଇଥିଲା।
ଦିଲ୍ଲୀର ସ୍କୁଲ ଓ ହସ୍ପିଟାଲ ପରେ ଏବେ ତିହାର ଜେଲ୍କୁ ବୋମାରେ ଉଡ଼ାଇ ଦେବା ନେଇ ଆସିଛି ଧମକ। ଇମେଲ୍ ଜରିଆରେ ଏହି ଧମକ ମିଳିଥିବା ନେଇ ସୂଚନା ମିଳିଛି।
ଗତ ୫ ବର୍ଷ ମଧ୍ୟରେ ମୋଦି ନିଜ ଆୟର ସବିଶେଷ ସୂଚନା ମଧ୍ୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କର ୨୦୧୮-୧୯ରେ ୧୧ ଲକ୍ଷ ୧୪ ହଜାର ୨୩୦ ଟଙ୍କା, ୨୦୧୯-୨୦ରେ ୧୭ ଲକ୍ଷ ୨୦ ହଜାର ୭୬୦ ଟଙ୍କା, ୨୦୨୦-୨୧ରେ ୧୭ ଲକ୍ଷ ୭ ହଜାର ୯୩୦ ଟଙ୍କା ଇନକମ ହୋଇଛି।
ବସ୍ରେ ମୋଟ୍ ୪୨ଜଣ ଯାତ୍ରୀ ଥିଲେ। ଗତକାଲି ସେମାନେ ଭୋଟ୍ ଦେବାପାଇଁ ବସ୍ରେ ଯାଇଥିଲେ। ଆଜି ସକାଳୁ ବାପାଟଲା ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି।
ଏମିତି କିଛି ପ୍ରଶ୍ନ ଅଛି ଯାହା ଆପଣଙ୍କ ପିଲାଙ୍କୁ ସୁଯୋଗ ଦେବ ସେମାନଙ୍କର ଭାବନାକୁ ଶେୟାର କରିବାରେ ଏବଂ ନିଜ ଭିତରେ ଚାପି ହୋଇଥିବା କଥାଗୁଡିକୁ ପ୍ରକାଶ କରିବାରେ। ତେବେ ଆସନ୍ତୁ ଜାଣିବା ପ୍ରତ୍ୟେକ ବାପାମାଆ ନିଜ ପିଲାଙ୍କୁ କେଉଁ ପ୍ରଶ୍ନ ପଚାରିବା ଆବଶ୍ୟକ।
ଆସନ୍ତାକାଲିଠୁ ବଢ଼ିବ ତାତି, ୨ରୁ ୪ ଡିଗ୍ରୀ ବଢ଼ିବ । ଆସନ୍ତା ୫ ଦିନ ଯାଏ ହିଟ୍ ୱେଭ ହେବନି । ଦୁଇ ଦିନ ଯାଏ କେତେକ ସ୍ଥାନରେ ବର୍ଷା ପବନ । ମେ ୧୯ ସୁଦ୍ଧା ନିକୋବରରେ ମୌସୁମୀ ବାୟୁ ।
କିଛି ଭିଜିଲାନ୍ସ ଅଧିକାରୀ ଏବଂ ଅନ୍ୟ ବିଭାଗ ଯାଞ୍ଚ ପାଇଁ ଆସିଥିଲେ। କାମ ଦେଖିବା ପାଇଁ ଖଣି ଭିତରକୁ ପ୍ରବେଶ କରିବା ମାତ୍ରେ ଲିଫ୍ଟ ଭାଙ୍ଗି ଯାଇଥିଲା।
ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜିଠୁ ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ବଲାଙ୍ଗିର ଗସ୍ତରେ ଆସୁଛନ୍ତି କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି।
ଆପଣ ଯଦି ଲସି ପିଉଛନ୍ତି ତେବେ ଆଜିଠାରୁ ହୋଇଯାଆନ୍ତୁ ସାବଧାନ! ଏହା ଆପଣଙ୍କ ଶରୀରକୁ ଅନେକ କ୍ଷତି ପହଞ୍ଚାଇପାରେ। କେବଳ ଏତିକି ନୁହେଁ, ଯଦି ଆପଣ ରାତିରେ ଶୋଇବା ପୂର୍ବରୁ ଲସି ପିଅନ୍ତି, ତେବେ ଏହା ଆପଣଙ୍କୁ ଅନେକ ଅସୁବିଧାରେ ମଧ୍ୟ ପକାଇପାରେ।
ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ଘେରାଉ କରିଥିଲେ ବିଜେପି କର୍ମୀ। ପୋଲିସର ପ୍ରତିଶ୍ରୁତି ପରେ ଧାରଣାରୁ ହଟିଥିଲା ବିଜେପି।
ଜରୁରୀକାଳୀନ ସ୍ଥିତିରେ ସ୍ବାସ୍ଥ୍ୟସେବା ଯୋଗାଣରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଏହି ପରୀକ୍ଷଣ କରାଯାଇଛି।
ବ୍ରହ୍ମପୁର ଏମକେସିଜି ମେଡିକାଲରେ ରୁଣ୍ଡ ହୋଇଥିଲେ ପ୍ରଦୀପଙ୍କ ଶତାଧିକ ସମର୍ଥକ । ଭିତରେ ପ୍ରଦୀପଙ୍କ ଚିକିତ୍ସା ଚାଲିଥିବା ବେଳେ ବାହାରେ ପିଣ୍ଟୁଙ୍କ ଗିରଫ ଦାବିରେ କରିଥିଲେ ନାରାବାଜି। ଗୋଷାଣିନୂଆଗଁ ଥାନା ଆଗରେ ପିଣ୍ଟୁଙ୍କ ସମର୍ଥକ ବି ତାଙ୍କ ନେତାଙ୍କୁ ଛାଡ଼ିବା ଦାବିରେ ଗହଳି କରିଥିଲେ।
ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ କରିଥିଲେ। SSTକୁ ଆବଶ୍ୟକୀୟ କାଗଜ ପତ୍ର ଦେଖାଇ ନପାରିବାରୁ ଗାଡ଼ିଟିକୁ ଜଳେଶ୍ୱର ପୁଲିସକୁ ହସ୍ତାନ୍ତର କରିଥିଲେ।
କୋଟି କୋଟି ସଦସ୍ୟଙ୍କ ଜୀବନଯାପନକୁ ସହଜ କରିବାକୁ, ଇପିଏଫଓ ବର୍ତ୍ତମାନ ଶିକ୍ଷା, ବିବାହ ଏବଂ ଗୃହ ନିର୍ମାଣ ପାଇଁ ଅଗ୍ରୀମ ପରିମାଣର କ୍ଲେମ୍ଗୁଡିକର ଅଟୋ-ମୋଡ୍ ସମାଧାନ ଆରମ୍ଭ କରିଛି ।
ଭୟ ବଢ଼ାଇଲା ବିଲବୋର୍ଡ ଟ୍ରାଜେଡି । ମୁମ୍ବାଇ ଘାଟକୋପରରେ ଏକ ପେଟ୍ରୋଲ ପମ୍ପ ଉପରେ ଏକ ବିଶାଳ ବିଲବୋର୍ଡ ଭାଙ୍ଗିପଡ଼ି ୧୪ ଜଣଙ୍କ ଜୀବନ ଯିବା ପରେ, ସାରା ଦେଶରେ ଛନକା ।
ରାଜ୍ୟର ୯୦ ପ୍ରତିଶତ ଉପଭୋକ୍ତଙ୍କୁ ମାଗଣା ବିଜୁଳି ନେଇ ବିଜେଡି ଘୋଷଣାରେ ସତ୍ୟତା କେତେ ?
ସ୍ୱର୍ଗକୁ ସିଡ଼ି ପକାଇବା କଳା ପ୍ରାୟ ୧୦ ବର୍ଷ ପୁରୁଣା ବୋଲି କୁହାଯାଉଛି । ଯାହାର ଭିଡିଓ ଏବେ ଭାଇରାଲ ହେଉଛି ।
୨୪ ମହାସଂଗ୍ରାମର ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରାର୍ଥିପତ୍ର ଦାଖଲ । ଶେଷ ଦିନରେ ଲଗାତର ତୃତୀୟ ଥର ପାଇଁ ଆଜି ବାରାଣସୀରୁ ନାମାଙ୍କନ ଭରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।