ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରଣପୁର ବିଧାୟିକା ସୁରମା ପାଢୀ। ଆଜି ସର୍ବସମ୍ମତି କ୍ରମେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି।
ପାଟନା ପୋଲିସ୍ ଖୁବଶୀଘ୍ର ବିସ୍ତୃତ ରିପୋର୍ଟ ପଠାଇବ। ପ୍ରାଥମିକ ସୂଚନା ଅନୁସାରେ ତ୍ରୁଟି କେବଳ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୀମିତ ରହିଛି।’
ଛତିଶା ନିଯୋଗରେ ପ୍ରସଙ୍ଗ ଉଠିନଥିବା କହିଲେ ସେବାୟତ । ଆଇନମନ୍ତ୍ରୀଙ୍କ ସୂଚନା, ଖୋଲିବା ପ୍ରକ୍ରିୟାରେ ଅଛନ୍ତି ସରକାର ।
ଆଉ ନା କିଣି ହେଉଛି ପରିବା, ନା ଭଲରେ ଚଳାଇ ହେଉ ତେଲ ଲୁଣର ସଂସାର। ଦରବୃଦ୍ଧିର ମାଡ଼ରେ ଥରହର ନିମ୍ନ ମଧ୍ୟବିତ୍ତ ପରିବାର। ନାଲି ଟହ ଟହ ଟମାଟୋ ଛୁଇଁଲେ ସତେ ଯେମିତି କରେଣ୍ଟ ମାରୁଛି।
ପରୀକ୍ଷା ବାତିଲ ପରେ ତାତିଲେ ଛାତ୍ର ସଂଗଠନ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଘର ଓ ମନ୍ତ୍ରାଳୟ ଆଗରେ ବିକ୍ଷୋଭ ।
ଏଥିରେ ବିନିଯୋଗ ହୋଇଥିବା ଟଙ୍କା କଳାଧନ ବୋଲି ଅଭିଯୋଗ କରିଛି ଟିଡିପି। ଗତଥର ଜଗନ୍ କ୍ଷମତାକୁ ଆସିବା ପରେ ଚନ୍ଦ୍ରବାବୁଙ୍କ ଘରକୁ ବେଆଇନ ଦର୍ଶାଇ ଭଙ୍ଗା ଯାଇଥିଲା ତେଣୁ ଏଥର ଜଗନଙ୍କ ଘର କଣ ହେବ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି।
ନବୀନବାବୁଙ୍କ ହାତ କ’ଣ ପାଇଁ ଏମିତି ଥରୁଥିବା ପ୍ରଶ୍ନରେ ତାରା କହିଛନ୍ତି, ଜାଣିଶୁଣି ଏମିତି କରୁଥିବେ ବୋଲି ଭାବୁଛି। ଡ୍ରାମା କରୁଥିଲେ। ଲେଖା ଛିଡିଗଲା। ପାଇଟି ସରିଲାବୋଲି ତାରା କହିଛନ୍ତି।
ଆସନ୍ତା ୩ ଦିନ ଭିତରେ ରାଜ୍ୟର ଆଉ କିଛି ଅଞ୍ଚଳକୁ ଅଗ୍ରସର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷାର ପ୍ରଭାବ ରହିବ।
ଚାଷୀ ଧାନ ଦେବାର ୪୮ ଘଣ୍ଟା ମଧ୍ୟରେ ପ୍ରାପ୍ୟ ପାଇଯିବେ । କୌଣସି କଟ୍ନୀଛଟ୍ନୀ କରାଯିବନି, କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।
ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ୍ଡେ ମ୍ୟାଚ୍। ଫେବ୍ରୁଆରୀ ୯ ତାରିଖ ରବିବାର ଦିନ ଖେଳାଯିବ ୱାନ୍ ଡେ।
ସାଙ୍ଗଲଡାନରୁ ରିଆସି ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳର ସଫଳ ପରୀକ୍ଷଣ ପରେ ଲୋକଙ୍କ ମଧ୍ୟରେ, ବିଶେଷକରି ଯୁବକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ରବିବାର ପ୍ରଥମ ଥର ପାଇଁ ଏକ ଇଲେକ୍ଟ୍ରିକ୍ ଇଞ୍ଜିନ୍ ରିଆସି ଷ୍ଟେସନରେ ପରୀକ୍ଷାମୂଳକ ଭାବରେ ଗଡିଥିଲା। ଏହାକୁ ଦେଖିବା ପାଇଁ ରିଆସି ଷ୍ଟେସନରେ ଯୁବକଙ୍କ ଭିଡ ଲାଗିଥିଲା।
ରିପୋର୍ଟ ଅନୁସାରେ, ଇଜିପ୍ଟର ସର୍ବାଧିକ ୬୫୮ ଜଣ ତୀର୍ଥ ଯାତ୍ରୀ ପ୍ରାଣ ହରାଇଲେଣି। ସେମାନଙ୍କ ମଧ୍ୟରୁ ୬୩୦ଜଣ ତୀର୍ଥଯାତ୍ରୀଙ୍କର ରେକର୍ଡ ରେଜିଷ୍ଟର ହୋଇନି।
ସ୍କୁଲ୍ ଖୋଲିବା ନେଇ ସ୍ଥିତି ଦେଖି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଥିଲା।
ଭୂମିହୀନ ଲୋକଙ୍କ ପାଇଁ କାର୍ଯ୍ୟ କରୁଥିବା ଏକ ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ୍ ଡେଭଲପମେଣ୍ଟ ଦାବି କରିଛି ଯେ ଜୁନ୍ ୧୧ରୁ ୧୯ ତାରିଖ ମଧ୍ୟରେ ଦିଲ୍ଲୀରେ ଅତ୍ୟଧିକ ଗରମ ହେତୁ ୧୯୨ଜଣ ବାସହୀନଙ୍କ ମୃତ୍ୟୁ ଘଟିଛି। ଗତ ଦୁଇ ଦିନ ମଧ୍ୟରେ ୨୨ଜଣ ରୋଗୀଙ୍କୁ ରାମ ମନୋହର ଲୋହିଆ (ଆରଏମଏଲ) ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ସଂଧ୍ୟାରେ ହେମନ ତାଙ୍କ ୪ରୁ ୫ ଜଣ ସାଙ୍ଗଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଆସିଥିଲେ । ଗାଧୋଇବା ବେଳେ ହେମନ ପାଣିରେ ଭାସି ଯାଇଥିଲେ ।
ଆନ୍ଦୋଳନକାରୀ ଛାତ୍ର ନକଲି ଟଙ୍କା ଉଡ଼ାଇ ବିରୋଧ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା । ସେମାନଙ୍କୁ ପୋଲିସ ଅଟକ ରଖିଛି ।
ଗତ ମାର୍ଚ୍ଚ ୩୧ତାରିଖରେ ଆଇଆଇଟି ବମ୍ୱେରେ ଆର୍ଟ ଫେଷ୍ଟିଭାଲ୍ ଆୟୋଜିତ ହୋଇଥିଲା। ଏଥିରେ ରାମାୟଣ ଉପରେ ଆଧାରିକ ଏକ ନାଟକ ‘ରାହୋବନ’ ପରିବେଷଣ କରିଥିଲେ କିଛି ଛାତ୍ର
ଭଦ୍ରକରେ ଜଣେ ନାବାଳକର ନାରକୀୟ କାଣ୍ଡ । ଗତକାଲି ରାଇମଣି ଗାଁ ବିଲରୁ ମା, ଝିଅଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା । ଆଜି ସେହି ପାଖରୁ ଅଟକ ନାବାଳକର ଆଈର ମୃତଦେହ ମିଳିଛି ।
ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ଉତ୍ସବ ହେଉଛି ଶ୍ରୀଜୀଉଙ୍କ ବାହୁଡାଯାତ୍ରା। ଆଷାଢ଼ ଶୁକ୍ଳପକ୍ଷ ଦଶମୀରେ ପାଳନ ହୁଏ ମହାପ୍ରଭୁଙ୍କ ଏହି ବାହୁଡା ଯାତ୍ରା। ୯ ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଭାଇ ଭଉଣୀଙ୍କ ସହ ବଡ଼ ଦେଉଳକୁ ଫେରନ୍ତି କାଳିଆ ସାଆନ୍ତେ। କାଳିଆ ଠାକୁରଙ୍କ ଏହି ଫେରିବା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ।
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ପାଳିତ ହୋଇଥାଏ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ନିର୍ମିତ ହୋଇଥାଏ ତିନୋଟି ସୁଦୃଶ୍ୟ ରଥ। ଏହି ତିନି ରଥର ଭିନ୍ନ ଭିନ୍ନ ନାମ ଥିବାବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥର ନାମ ହେଉଛି ‘ନନ୍ଦିଘୋଷ’। ତେବେ ଆସନ୍ତୁ ଏହି ନନ୍ଦିଘୋଷ ରଥକୁ ନେଇ କିଛି ରୋଚକ କଥା ଜାଣିନେବା।
ଏହା ଦେଖି ଯାତ୍ରୀ ଭୟଭୀତ ହୋଇପଡିଥିଲେ। ତେବେ ହାଇଦ୍ରାବାଦ ରାଜୀବ ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୋର୍ ପ୍ରାୟ ୩ଟାରେ ବିମାନଟି ଏମର୍ଜେନ୍ସି ଲ୍ୟାଣ୍ଡିଂ କରିଥିଲା।
ଓଡ଼ିଶାର ମୁଖ୍ୟ ଯାତ୍ରା ଭାବେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ। ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ।
ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସୋସିଆଲ୍ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଯଦି ରାଜ୍ୟରେ ଯେଉଁଠି ବେଆଇନ ଭାବେ ମଦ ତିଆରି ହେଉଛି, ତେବେ ତୁରନ୍ତ ପୋଲିସ ନିକଟରେ ଅଭିଯୋଗ କରନ୍ତୁ । ଲୋକଙ୍କ ସୂଚନା ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ବିଚିତ୍ର ଠାକୁର କାଳିଆ ଗୋସେଁଇ। ଅଜବ ତାଙ୍କର ନୀତିକାନ୍ତି। ସବୁକିଛି ମାନବ ପରି। ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ କଳସୀର ପବିତ୍ର ଜଳରେ ସ୍ନାନ କରନ୍ତି ଶ୍ରୀଜିଉ। ଏହି ଅନନ୍ୟ ପରମ୍ପରା ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ ଭାବବିହ୍ୱଳ କରିଦିଏ।
କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୮ ମସିହାଠାରୁ ଚାଷୀଙ୍କ ପାଇଁ ଏହି ଯୋଜନା ଲାଗୁ କରାଯାଇଛି । କ୍ଷୁଦ୍ର ଓ ନାମମାତ୍ର ଚାଷୀ ଯେଉଁମାନଙ୍କ ନାମରେ ଅଳ୍ପ ଜମି ଅଛି ସେମାନଙ୍କ ସୁବିଧା ପାଇଁ କେନ୍ଦ୍ର ସରକାର ଏହି ସୁନ୍ଦର ଯୋଜନା ପ୍ରଣୟନ କରିଛନ୍ତି ।