ଭୁବନେଶ୍ୱର: ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ସେ ଲିଭର୍ କ୍ୟାନସରରେ ପୀଡିତ ଥିଲେ। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ଏପ୍ରିଲ ୩୦ରୁ ସେ ଚିକିତ୍ସାଧୀନ ଥିଲେ। ୨୦୧୯ ସାଧାରଣ ନିର୍ବାଚନ […]
କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି। ଗଞ୍ଜାମରେ ଚିହ୍ନଟ ୧୯ ଜଣଙ୍କ ମଧ୍ୟରୁ ଜଣେ କେରଳରୁ ଫେରିଥିବାବେଳେ ଅନ୍ୟ ୧୮ ଜଣ ସୁରତରୁ ଫେରିଥିଲେ। କେନ୍ଦ୍ରାପଡ଼ାରେ ଚିହ୍ନଟ ୫ ନୂଆ ଆକ୍ରାନ୍ତ ସୁରତ ଫେରନ୍ତା। ସେମାନେ ସମସ୍ତେ ପଟ୍ଟାମୁଣ୍ଡାଇ ଅଞ୍ଚଳର।ଗତ ୩ ତାରିଖରେ ମୋଟ୍ ୫୮ […]
ମୁମ୍ବାଇ: ମାଲ୍ବାହୀ ଟ୍ରେନ୍ ଧକ୍କାରେ ୧୫ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଶିଶୁ ଅଛନ୍ତି ବୋଲି ସୂଚନା ମିଳିଛି। ଆଜି ସକାଳ ୫ଟା ୧୫ରେ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ଔରଙ୍ଗାବାଦ-ନାନ୍ଦେଡ୍ ରୁଟ୍ର କର୍ମଦ ନିକଟରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ରେଳ ଧାରଣାରେ ଚାଲି ଚାଲି ଯାଉଥିବାବେଳେ ସେମାନଙ୍କ ଉପରେ ଏକ ମାଲ୍ବାହୀ ଟ୍ରେନ୍ ମାଡ଼ି ଯାଇଥିଲା। ଫଳରେ ୧୫ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଆର୍ପିଏଫ୍ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି। ଗଞ୍ଜାମରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ […]