ସୁଜାତା, ପଦବୀର ଅପବ୍ୟବହାର କରୁଥିବା ଏବଂ ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ କରିଥିଲା ବିଜେପି ।
କଞ୍ଚା ଆମ୍ବ ଅନେକ ଔଷଧୀୟ ଗୁଣରେ ଭରପୂର। ଯେଉଁଥିପାଇଁ ଅନେକ ଲୋକ ଗ୍ରୀଷ୍ମ ସମୟରେ କଞ୍ଚା ଆମ୍ବ ଖାଇବାକୁ ପସନ୍ଦ କରନ୍ତି। ଏଥିରେ ଅନେକ ପୋଷକ ତତ୍ତ୍ୱ ମିଳିଥାଏ, ଯାହା ଆମ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ତେବେ ଆସନ୍ତୁ ଗ୍ରୀଷ୍ମରେ କଞ୍ଚା ଆମ୍ଭ ଖାଇବା ଦ୍ୱାରା ସ୍ୱାସ୍ଥ୍ୟଜନୀତ କେଉଁ ଉପକାର ମିଳେ ଜାଣିବା।
ଭୁବନେଶ୍ୱରରୁ ସମ୍ବଲପୁର, କଟକରୁ କେଉଁଝର। ୩ ପ୍ରମୁଖ ଦଳର ଯୋଦ୍ଧା ନିଜର କର୍ମୀ, ସମର୍ଥକ ଏବଂ ଦଳୀୟ ନେତାଙ୍କୁ ସାଙ୍ଗରେ ନେଇ ନାମାଙ୍କନ ଭରିଛନ୍ତି।
ପ୍ରଥମ କରି ନିର୍ବାଚନ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ସଭା ।
ଯେଉଁ ଦଳ ପାଇଁ ଦିନେ ଓକିଲାତି କରୁଥିଲେ ଏବେ ସେଇ ଦଳ ତାଙ୍କୁ ଟିକେଟ ଖଣ୍ଡିଏ ଦେଲାନି। ଶେଷରେ ଖଣ୍ଡପଡାରୁ ବିଜେଡି ଟିକେଟ ନମିଳିବା ପରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଲେ ପୂର୍ବତନ ବିଜେଡି ବିଧାୟକ ଅନୁଭବ ପଟ୍ଟନାୟକ।
ବିଜେଡିର ବଡ ଭୋଟ୍ ବ୍ୟାଙ୍କ ଉପରେ ଜୋରଦାର ମାଡ଼। ଶାସକ ଦଳର ଏସ୍ଏଚ୍ଜି ସିଷ୍ଟମ୍କୁ ଇସିଆଇ ଝଟକା। ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି ନିର୍ଦ୍ଦେଶ। ଆକ୍ସନ ମୋଡରେ ନିର୍ବାଚନ କମିଶନ୍।
ଜାତୀୟ ରାଜନୀତିକୁ ସରଗରମ କରିଛି କଂଗ୍ରେସର ରାହୁଲ ମୁଭ୍ । ଏଥର ୱାଏନାଡ଼ ସହ ଅମେଠି ନୁହେଁ, ମାଆ ସୋନିଆଙ୍କ ଆସନ ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି ।
ଆଖିରେ ସର୍ଜରି ହୋଇଥିବା ହେତୁ ସେ ମେଡିକାଲ ଅବଜର୍ଭେସନରେ ରହିଛନ୍ତି। ଆଜି ତାଙ୍କ ଆଖିରେ ସର୍ଜରୀ ହୋଇଛି।
ସୁଜାତା କାର୍ତ୍ତିକେୟନଙ୍କ ସ୍ଥାନରେ ଶାଳିନୀ ପଣ୍ଡିତ ହେଲେ ମିଶନ ଶକ୍ତି ସଚିବ।
ସାଧାରଣ ନିର୍ବାଚନ ଲାଗି ଟ୍ୱିନ୍ସିଟିରେ ବଢିଲାଣି ରାଜନୈତିକ ଉଷ୍ମତା । ଆଜି ଲୋକସଭା ଓ ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ।
ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ।
ଦେଶର ଲକ୍ଷ ଲକ୍ଷ ଯୁବକ ଭାରତୀୟ ସେନାରେ ଅଧିକାରୀ ହେବାର ସ୍ୱପ୍ନ ଦେଖନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ ଆଉ ଭାରତୀୟ ସେନାରେ କ୍ୟାପ୍ଟେନ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର କେବଳ ଆପଣଙ୍କ ପାଇଁ।
ଅମେଠୀରୁ ରାହୁଲ ନିର୍ବାଚନ ନଲଢ଼ିବା ପରେ ଏବେ ଏହାକୁ ନେଇ ସିଧା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ।
ଗୋଟିଏ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଶିବସେନା(ଉଦ୍ଧବ ଠାକରେ) ନେତ୍ରୀ ସୁଷମା ଅନ୍ଧାରେ। ଆଜି ତାଙ୍କୁ ଆଣିବାକୁ ଯାଇଥିବା ହେଲିକପ୍ଟରଟି ଲ୍ୟାଣ୍ଡିଂ ସମୟରେ କ୍ରାସ୍ କରିଯାଇଛି।
ମାଆଙ୍କ ବିଗ୍ରହର ପଛ ପଟ ସମ୍ପୂର୍ଣ୍ଣ ଶଙ୍ଖ ଚିହ୍ନରେ ଘୋଡ଼ାଇ ହୋଇ ରହିଛି। ଏହାକୁ ଘୋର ନିନ୍ଦା କରିଛନ୍ତି ମନ୍ଦିରର ସେବାୟତ।
ଏହି ହତ୍ୟା ଘଟଣା ଘଟିବା ପରେ ପରେ ସ୍ଥାନୀୟ ଲୋକେ ଗୁରୁତର ବାଳକକୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ସୁନ୍ଦରଗଡ଼ ଜିଲ୍ଲାର ୧୧୨ଟି ଗାଁର ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ପ୍ରତି ସଶକ୍ତ କରିଥିଲେ ରଣଜିତ୍। ପରିବେଶ ସଂରକ୍ଷଣ ଓ ପୁନଃଦ୍ଧାର କ୍ଷେତ୍ରରେ ବି ସେ ପ୍ରୋତ୍ସାହିତ କରିଛନ୍ତି।
'ଗଦର ୨'ର ଅପାର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର 'ଲାହୋର ୧୯୪୭'ସହିତ ପୁଣି ଥରେ ଆଲୋଡ଼ନ ସୃଷ୍ଟି କରିବାକୁ ଯାଉଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଏକ ଆକ୍ସନ୍ ଡ୍ରାମା ଫିଲ୍ମ ହେବ। ଏହି ଚଳଚ୍ଚିତ୍ରରେ VFX ବହୁତ କମ୍ ବ୍ୟବହୃତ ହେବ।
ଖରାକୁ ଖାତିର ନାଇଁ, ପ୍ରଚାରରେ ମାତିଛନ୍ତି ପ୍ରାର୍ଥୀ। ଭୋଟ ପାଇଁ ନେତାଙ୍କ ଚିନ୍ତା, ହେଲେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ପାଇଁ ଚିନ୍ତା କରିବ କିଏ ? କ’ଣ ଏଥିପାଇଁ ରାଜନୈତିକ ଦାୟିତ୍ୱ ନାହିଁ ? ନେତାଙ୍କ ପ୍ରଚାରରେ ପରିବେଶ କଥା କାଇଁ ?
ମନରେଗା ଯୋଜନାରେ ଶ୍ରମିକଙ୍କୁ ୪୦୦ ଟଙ୍କା ମଜୁରୀ ପ୍ରଦାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।
୨୦୨୪ ରେ ସେ ଟିକେଟ ପାଇଁ ଆଶାୟୀ ଥିଲେ । ହେଲେ ଦଳ ତାଙ୍କୁ ଟିକେଟ ନଦେବାରୁ ଗତକାଲି ଦଳ ଛାଡିବା ସହ ବିଜେଡି ତାଙ୍କ ପ୍ରତି ଅନ୍ୟାୟ କରିଥିବା ଦର୍ଶାଇଥିଲେ ।
ଚେନ୍ନାଇରେ ଥିବା ଦିବଂଗତ ଶ୍ରୀଦେବୀଙ୍କ ଘରେ ବର୍ତ୍ତମାନ ଯିଏ ଚାହିଁବ ସିଏ ରହିପାରିବ। ଭାରତ ଏବଂ ବିଦେଶରୁ ଚେନ୍ନାଇ ଆସୁଥିବା ଯେକେହି ବି ଏହି ବଙ୍ଗଳାରେ ଅତିଥି ଭାବରେ ରହିପାରିବେ। ସେମାନେ ଏଠାରେ ହୋମ୍-ଷ୍ଟେ କରିପାରିବେ।
ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍.ଜୟଶଙ୍କର ।
ଘୋଡା ନାଚ ଆମ ପରମ୍ପରା ଆମ ସଂସ୍କୃତି ଓ ଆମ ଜାନିଯାତର ଏକ ପ୍ରତିକ। ଧୀରେ ଧୀରେ ଲୁଚିଯିବାକୁ ବସିଲାଣି। ଚାଲନ୍ତୁ ଜାଣିବା ଚାନ୍ଦବାଲିରୁ ଏକ ନିଆରା ପରମ୍ପରାର କାହାଣୀ