• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

river
ପୂଜା ଫୁଲ ନଦୀରେ ପକାଇବାକୁ ଯାଇ ଭାସିଗଲା କୁନିପୁଅ

ବାଲେଶ୍ୱର:ଠାକୁର ପୂଜା  ବାସି ଫୁଲକୁ ପାଣିରେ ପକାଇବା ପାଇଁ  ମା’ଙ୍କ ସାଙ୍ଗରେ ନଦୀକୁ ଯାଇଥିଲା କୁନି ପୁଅ । ହେଲେ ଆଉ ଘରକୁ ଫେରିଲେନି। ନଦୀରେ ଭାସୁଥିବା କୁନି ପୁଅର ଚପଲ ଦେଖି ଡାକ ପକାଇଲେ ମା’। ଗାଁ ଲୋକ ଆସି ବହୁ ଖୋଜାଖୋଜି କଲେ। ହେଲେ ପୁଅ ମିଳିଲାନି। ଏପରି ଏକ ହୃଦୟ ବିଦାରକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁରାଣୀପଦା ଗ୍ରାମରେ। ଗ୍ରାମର ପ୍ରଭାସ କୁମାର ସିଅଙ୍କ ୭ବର୍ଷର ପୁଅ ଶୁଭ୍ରଜିତ।  […]

bapa pua
ଥାନାରେ ବାପ-ପୁଅଙ୍କ ହତ୍ୟା ମାମଲାରେ ୫ ପୋଲିସ ଗିରଫ

ଚେନ୍ନାଇ: ତାମିଲନାଡୁ ତୁଟିକୋରିନରେ ପୋଲିସ ହେପାଜତରେ ବାପ (ପି ଜୟରାଜ )-ପୁଅ (ଫୋନିକ୍ସ) ମୃତ୍ୟୁ ଘଟଣାରେ ୫ ଜଣ ପୁଲିସ କର୍ମଚାରୀ ଗିରଫ ହୋଇଛନ୍ତି। ଏଥିସହିତ ଅନ୍ୟ ତିନି ପୁଲିସ କର୍ମୀଙ୍କ ବିରୋଧରେ ମଧ୍ୟ ହତ୍ୟା ମାମଲା ରୁଜୁ ହୋଇଛି। ତାମିଲନାଡୁ କ୍ରାଇମବ୍ରାଞ୍ଚ  ସବ୍-ଇନ୍ସପେକ୍ଟର ବାଲ କ୍ରିଷନ୍,  କନଷ୍ଟେବଳ ମୁରୁଗାନ୍ ଏବଂ ମୁଥୁରାଜ  ଏବଂ ଇନ୍ସପେକ୍ଟର ଶ୍ରୀଧରଙ୍କୁ ଗୁରୁବାର ସକାଳେ ଗିରଫ କରିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସବ୍‌ ଇନ୍ସପେକ୍ଟର ରଘୁଗଣେଶଙ୍କୁ ବୁଧବାର ଗିରଫ କରାଯାଇଥିଲା। […]

lokseba bhawan
ଲୋକସେବା ଭବନ ପ୍ରବେଶ ମନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବେକାବୁ ହେଲାଣି। ଆକ୍ରାନ୍ତଙ୍କ ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ସବୁଠାରୁ ବେଶି ଚିନ୍ତାର ବିଷୟ ହୋଇଛି ଲୋକାଲ କେସ୍‌। ଏହାକୁ ଦୃଷ୍ଟିରେ ରଖି ଲୋକସେବା ଭବନ, ଖାରବେଳ ଭବନ, କୃଷି ଭବନ ଓ ରାଜୀବ ଭବନରେ ସାଧାରଣ ବ୍ୟକ୍ତିଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଜୁଲାଇ ୩୧ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ରହିବ। ଲୋକମାନଙ୍କ ଭିଡକୁ କମାଇବା ପାଇଁ ଏହି […]

corona-virus-w
ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: କରୋନା ନେଲା ଆଉ ୨ ଜୀବନ।  ଆଜି ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ମୃତକ ଅନୁଗୁଳ ଜିଲ୍ଲାର ବୋଲି ଜଣାପଡ଼ିଛି। ଏହା ଅନୁଗୁଳର ପ୍ରଥମ କରୋନା ମୃତ୍ୟୁ। ଅନ୍ୟ ଜଣେ  ଗଞ୍ଜାମ ଜିଲ୍ଲାର। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ […]

covid
୧୯ ଜିଲ୍ଲାରୁ ୨୨୯ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟର ୧୯ ଜିଲ୍ଲାରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୧୯୩ ଜଣ। , ଲୋକାଲ୍ କେସ୍‌ ୩୬ଜଣ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୨୪, ଯାଜପୁରରୁ ୨୨, ଖର୍ଦ୍ଧାରୁ ୨୧,  ସୁନ୍ଦରଗଡ଼ରୁ  ୧୭, କଟକରେ ୧୨, ଝାରସୁଗୁଡ଼ାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି […]

ganjam-1
ଏଇ ଜିଲ୍ଲାରେ ଗାଡ଼ି ଚଳାଚଳ ମନା

ବ୍ରହ୍ମପୁର:  ଗଂଜାମ ଜିଲ୍ଲାରେ ଭୟଙ୍କର ରୂପ ନେଲାଣି କରୋନା।  ଦ୍ରୁତ ଗତିରେ ବଢି ଚାଲିଛି କରୋନା। ସଂକ୍ରମଣକୁ ନଜରରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଗାଡି ଚଳାଚଳକୁ ମନା କରାଯାଇଛି। ଜୁଲାଇ ୧ରୁ ୩୧ ପର୍ଯ୍ୟନ୍ତ କଟକଣା ନେଇ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତେବେ ଏହି ସମୟରେ କେବଳ କୃଷି, ମାଲ ପରିବହନ ଓ ସ୍ୱାସ୍ଥ୍ୟ ସୁବିଧା ପାଇଁ ବ୍ୟବହୃତ ଗାଡିକୁ ଅନୁମତି ମିଳିବ । ଅନ୍ୟଗାଡ଼ି ଗଡ଼ିବାକୁ କଟକଣା ଜାରି କରାଯାଇଛି। ଦୁଇ […]

111
ଦେଶରେ ୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ:ଦେଶରେ ବେକାବୁ ସ୍ଥିତିରେ ପହଞ୍ଚିଲାଣି କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ଟପିଲା । ଗତ ୨୪ ଘଣ୍ଟାରେ ୧୯ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି ଏଥିସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪ ହଜାର ୬୪୧କୁ ବୃଦ୍ଧି ପାଇଛି । ଏଯାବତ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭, ୮୩୪ରେ ପହଞ୍ଚିଛି । ୨ଲକ୍ଷ ୨୬ ହଜାର ୯୪୭ଜଣ ଆକ୍ରାନ୍ତ ଚିକିତ୍ସିତ […]

murder
ଜମି ନେଇଗଲା ଜୀବନ

କେନ୍ଦ୍ରାପଡ଼ା: ଜମି ନେଲା ଜୀବନ। ଗାଁ ଦାଣ୍ଡରେ ଜଣେ ବୃଦ୍ଧଙ୍କୁ ପିିଟି ପିଟି ହତ୍ୟା କରିଦେଲେ। ଏପରି  ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳରେ। ମୃତକ ହେଉଛନ୍ତି ଧରଣୀଧର ଦାସ । ସୁରଞ୍ଜନ ମଣ୍ଡଳ ଏବଂ ଧରଣୀଧରଙ୍କ ମଧ୍ୟରେ ପୂର୍ବରୁ ଜମିଜମା ବିବାଦ ଲାଗି ରହିଥିଲା। ଗତକାଲି ସଂଧ୍ୟାରେ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିଥିବାବେଳେ ସୁରଞ୍ଜନ ହଠାତ୍‌ ଉତ୍ତ୍ୟକ୍ତ ହୋଇ ଧରଣୀଧରଙ୍କୁ ଗାଁ ଦାଣ୍ଡରେ ଠେଙ୍ଗାରେ ପିଟି ଥିଲା। ଫଳରେ ଧରଣୀଧରଙ୍କର […]

Suna_Vesha_
ସୁନାବେଶ 2020: ସୁନାବେଶରେ ରୂପା କାହିଁକି ?

ପୁରୀ: ବଡ଼ ଦେଉଳରେ ବାରମାସରେ ତେର ପର୍ବ। କେତେ ରୂପରେ, କେତେ ବେଶରେ ସଜେଇ ହୁଅନ୍ତି ଠାକୁର। ସବୁ ସେଇ ଭକ୍ତଙ୍କ ପାଇଁ। ଆଜି ରଥ ଉପରେ ତିନି ଠାକୁରଙ୍କ ବେଶ ହେବ ସୁନାରେ। ମହଣ ମହଣ ସୁନାରେ ବିମଣ୍ଡିତ ହୋଇ ଠାକୁର ଦିଶିବେ ରାଜା ପରି। ଭକ୍ତ କହିବେ ସେ ପରା ଆମ କାଳିଆ ରାଜା.. ଜଗନ୍ନାଥଙ୍କର ଅନେକ ବେଶ। ତା ମଧ୍ୟରୁ ସୁନାବେଶ ଗୋଟିଏ। ଦୈନନ୍ଦିନ ପର୍ବପର୍ବାଣିରେ ଠାକୁର ପିନ୍ଧନ୍ତି ସୂତାବସ୍ତ୍ର, ପାଟବସ୍ତ୍ର, ଫୁଲ, […]