ଗ୍ରୀସର କାତାର ଏୟାରୱେଜ୍ ବିମାନରେ ଯାଉଥିବା ଯାତ୍ରୀମାନଙ୍କୁ ଏସି ଖରାପ ହେତୁ ତିନି ଘଣ୍ଟାରୁ ଅଧିକ ସମୟ ଗରମରେ ବସିବାକୁ ପଡିଲା ।
ବୈଠକରେ ଏନଏସଏ ଅଜିତ ଡୋଭାଲ, ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବଙ୍କ ସମେତ ସେନା ମୁଖ୍ୟ ମନୋଜ ପାଣ୍ଡେ, ଗୁଇନ୍ଦା ନିର୍ଦ୍ଦେଶକ ତପନ ଡେକା, ସିଆରପିଏଫ୍ ଡିଜି ଅନିଶ ଦୟାଲ, ବିଏସଏଫ୍ ଡିଜି ନୀତିନ ଅଗ୍ରୱାଲଙ୍କ ସମେତ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ଆସନ୍ତା ସପ୍ତାହେ ଓ ଦୁଇ ସପ୍ତାହ ଭିତରେ କେନ୍ଦ୍ର କ୍ୟାବିନେଟକୁ ଏହି ରିପୋର୍ଟ ପ୍ରଦାନ କରିବାକୁ ଆଇନ ମନ୍ତ୍ରଣାଳୟ ଯୋଜନା କରିଛି। ଗତ ବର୍ଷ ସେପ୍ଟେମ୍ବର ମାସରେ କେନ୍ଦ୍ର ସରକାର ସାରା ଦେଶରେ ଏକକାଳୀନ ନିର୍ବାଚନ ସମ୍ଭାବ୍ୟତା ଉପରେ ଆଲୋଚନା ପାଇଁ ୮ ଜଣିଆ କମିଟି ନିଯୁକ୍ତ କରିଥିଲେ।
ଗ୍ରୁପ୍ ଏ ଷ୍ଟ୍ରେପଟୋକୋକସ୍ (GAS) ଯୋଗୁ ସାଧାରଣତଃ ଶରୀର ଫୁଲିଥାଏ ଓ ଗଳାରେ ସମସ୍ୟା ହୋଇଥାଏ। ପିଲାମାନଙ୍କ ଗଳାରେ ଘା ମଧ୍ୟ ସୃଷ୍ଟି ହେବା ଦେଖାଯାଏ। ତେବେ କେତେକ ପ୍ରକାରର ଜୀବାଣୁ କ୍ଷେତ୍ରରେ ଲକ୍ଷଣ ଦ୍ରୁତଗତିରେ ମାଡ଼ି ଯିବାର ମଧ୍ୟ ନଜିର ରହିଛି।
ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରରେ ଖାଇକୁ ଟ୍ରାଭେଲର ଗାଡ଼ି ଖସିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି ।
ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ସ୍ଲିପର ଟ୍ରେନରେ ଯାତ୍ରୀଙ୍କୁ ଆରାମଦାୟକ ଯାତ୍ରା ସହ ରହିବ ବିଶ୍ୱସ୍ତରୀୟ ସୁବିଧା । ୧୬ କୋଚ୍ ବିଶିଷ୍ଟ ରହିବ ଏହି ବନ୍ଦେ ଭାରତ ସ୍ଲିପର ଭର୍ସନ ।
ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଜୁନ୍ ୨୪ ରୁ ଜୁଲାଇ ୩ ଯାଏଁ ଚାଲିବାକୁ ଥିବା ବେଳେ, ମୌସୁମୀ ଅଧିବେଶନ ଜୁଲାଇ ୨୨ରୁ ଅଗଷ୍ଟ ୯ ଯାଏଁ ଚାଲିପାରେ ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି।
ମା’ଟିଏ ସିନା ପିଲାଟିକୁ ୯ ମାସ ପର୍ଯ୍ୟନ୍ତ ନିଜ ଗର୍ଭରେ ରଖି ଯତ୍ନ ନେଇଥାଏ, ହେଲେ ଜଣେ ବାପା ପିଲାଟିକୁ ଆତ୍ମନିର୍ଭର ହେବା ପର୍ଯ୍ୟନ୍ତ ଯତ୍ନ ନେଇଥାଏ। ପ୍ରତ୍ୟେକ ବାପା ନିଜ ସନ୍ତାନକୁ କେବଳ ଭଲ ପାଆନ୍ତି ନାହିଁ, ତାଙ୍କ ଭବିଷ୍ୟତକୁ ସଜାଇବା ଏବଂ ତାଙ୍କୁ ଏକ ଆଦର୍ଶ ଜୀବନ ଦେବା ପାଇଁ ବାଟ ତିଆରି କରିଥାନ୍ତି।
ନୂଆ ସରକାର, ନୂଆ ମୁଖ୍ୟମନ୍ତ୍ରୀ। ଶପଥକୁ ୪ ଦିନ ପୂରିଥିବା ବେଳେ, ଆଗକୁ ରହିଛି ଅନେକ ବାଟ । ଅନେକ ଚାଲେଞ୍ଜ। ଫୋକସ୍ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ...
ପଟ୍ଟ ପରିବର୍ତ୍ତନ ପରେ ରାଜ୍ୟରେ ଏଥର ସଶକ୍ତ ବିରୋଧୀଙ୍କ ଅଭ୍ୟୁଦୟ ହୋଇପାରେ । ଯାହାକୁ ନେଇ ଆକଳନ କରୁଛନ୍ତି ରାଜନୈତିକ ସମୀକ୍ଷକମାନେ।
ଦିନ ପ୍ରାୟ ୧୧ଟା । ଭୀମଭୋଇ ମେଡିକାଲ କଲେଜ୍ ଆଣ୍ଡ ହସପିଟାଲର ମେଡିସିନ ବିଭାଗ ବାରଣ୍ଡାରେ ପଡିରହିଥିଲା ମୃତଦେହ । କେହି ପାଖ ମାଡୁନଥିଲେ । ମାଆ, ପତ୍ନୀ, ଭାଇ, ପାଖରେ ସମସ୍ତେ ଥିଲେ, ହେଲେ ଶବ ଛୁଇଁବାକୁ କାହାର ଜୁ ନଥିଲା ।
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ
ଆନନ୍ଦ ଓ ଉତ୍ସାହ ଭିତରେ ସରିଲା ଦ୍ବିତୀୟ ରଜ । ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର । ଦୋଳି ଖେଳ ଓ ପାରମ୍ପରିକ ନାଚଗୀତରେ କମ୍ପୁଛି ଗାଁଠୁ ସହର ।
କଡ଼ା ମିଜାଜ୍ ନୁହେଁ, ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଅ । ନ୍ୟାୟ ପାଇଁ ଆସୁଥିବା ଲୋକଙ୍କୁ ହଇରାଣ ହରକତ ନକରି, ତୁରନ୍ତ ନ୍ୟାୟ ଦିଅ । ରାଜ୍ୟ ଗୃହ ବିଭାଗର ସମୀକ୍ଷା ବେଳେ ଏଭଳି ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
କାଶୀପୁର ମନୁଷପଦର ଗାଁରେ ଅଜଣା ରୋଗରେ ୪ ଶିଶୁଙ୍କ ମୃତ୍ୟୁର କାରଣ ଖୋଜା। ଗାଁରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ପହଞ୍ଚି ଅନୁଧ୍ୟାନ କରିଛନ୍ତି ।
ପରିବାର ପାଇଁ ଭିଟାମାଟି ଛାଡ଼ିଥିଲେ, ବିଦେଶୀ ଯାଇ କାମ କରୁଥିଲେ । ଆଶା ଥିଲା ଭଲ ଦି ପଇସା ରୋଜଗାର ହେଲେ ପରିବାର ସ୍ବଚ୍ଛନ୍ଦରେ ଚଳିବ । ହେଲେ ବିଧିର ବିଧାନ କିଛି ଅଲଗା ହିଁ ଥିଲା ।
ଟି-ଟ୍ବେଣ୍ଟି ବିଶ୍ବକପରେ ଆଜି ଭାରତ-କାନାଡା ମ୍ୟାଚ୍ । ଫ୍ଲୋରିଡାରେ ଭାରତୀୟ ସମୟ ରାତି ୮ଟାରେ ମ୍ୟାଚ ଆରମ୍ଭ । ଲିଗ୍ ପର୍ଯ୍ୟାୟରେ କ୍ଲିନ୍ ସୁଇପ୍ ଭାରତର ଲକ୍ଷ୍ୟ...
କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ, ଯୁବ ପୁରସ୍କାର ଘୋଷିତ । ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ବାଲ୍ ପୁରସ୍କାର । କଥାକାର ସଞ୍ଜୟ ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ।
ଆଇଆଇଟି ଖଡଗପୁର ଛାତ୍ର ଫୈଜନ ଅହମ୍ମଦ ମୃତ୍ୟୁ ମାମଲା ନୂଆ ମୋଡ଼ ନେଇଛି । ଫୈଜନ ଆତ୍ମହତ୍ୟା କରିନାହାନ୍ତି। ତାଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଛି।
କୋରାପୁଟରେ ମାଟି ଅତଡ଼ା ଧସିବାରୁ ୨ ମହିଳା ମୃତ । କୋଲାବ ଡ୍ୟାମ୍ ମଙ୍ଗଳା ମନ୍ଦିର ନିକଟରେ ଧସିଲା ମାଟି ଅତଡ଼ା ।
ଦୁର୍ଘଟଣା ସଂପର୍କରେ ଖବର ପାଇଁ ମୃତାହତଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି । ଦୁର୍ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟକୁ ତ୍ୱରାନିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟଜାତିରେ ବିବାହ କରିଥିବାରୁ ତାଙ୍କୁ ସମାଜରୁ ବାସନ୍ଦ କରାଯାଇଥିଲା। ଗତକାଲି ଦେହ ଖରାପ ହେବାରୁ, ଉପେନ୍ଦ୍ରଙ୍କୁ ତାଙ୍କ ସ୍ତ୍ରୀ ହସପିଟାଲରେ ଭର୍ତ୍ତି କରିଥିଲେ । ବିଳମ୍ବିତ ରାତିରେ ଆଖି ବୁଜିଦେଲେ ଉପେନ୍ଦ୍ର ।