ବାଲେଶ୍ୱର/ଟାଙ୍ଗି: ବାଲେଶ୍ୱର ଜିଲ୍ଲାର ୨ଟି ସ୍ଥାନରେ ଦୁର୍ଘଟଣା ଘଟି ଜଣେ ପ୍ରବାସୀଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖନ୍ତାପଡ଼ା ଉଳିଆପାଟଣାରେ ଟ୍ରକ ପଛରୁ ଟ୍ରକ ଧକ୍କା ଦେବାରୁ ଜଣେ ପ୍ରବାସୀଙ୍କର ମୃତ୍ୟୁ ହୋଇଛି । ଆଗ ଟ୍ରକର ଡ୍ରାଇଭର ଗୁରୁତର ହୋଇଛନ୍ତି । ପ୍ରବାସୀ ଜଣକ ପଛ ଟ୍ରକର ସାମନାରେ ବସିଥିଲେ । ସେହିପରି ପଣପଣା ନିକଟରେ କୋଲକାତାରେ […]
ଭୁବନେଶ୍ୱର: ଦୁର୍ବଳ ହେଉଛି ମହାବାତ୍ୟା ଅମ୍ପନ। ଧୀରେ ଧୀରେ ଶକ୍ତି ହରାଉଛି ବୋଲି ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମ୍ଡି ଡିଜି ଦେଇଥିବା ସୂଚନା ଅନୁସାରେ ମହାବାତ୍ୟା ଅମ୍ପନ ୬ ଘଣ୍ଟାରେ ଏକ୍ସଟ୍ରିମ୍ଲି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ଏହାର ପ୍ରଭାବ ପ୍ରଥମେ ଜଗତସିଂହପୁର, କେନ୍ଦ୍ରାପଡ଼ାରେ ଅନୁଭୂତ ହେବ । ପରେ ପରେ ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ତେବେ ଓଡ଼ିଶାକୁ ବିଶେଷ ବିପଦ […]
ରେଢାଖୋଲ: ମଦ ନିଶାରେ ମଣିଷକୁ ରାକ୍ଷସ ପାଲଟିଯାଏ। ହଜିଯାଏ ମଣିଷ ପଣିଆ। ଭୁଲିଯାଏ ସ଼ମ୍ପର୍କର ମୋହ। ମଦ ନିଶାରେ କିପରି ପୁଅ ନିଜର ବୁଢୀ ମା’କୁ ପିଟି ପିଟି ହତ୍ୟା କରିଛି ତାହାର ଉଦାହରଣ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲାରେ। ଅନୁଗୁଳ ଜିଲ୍ଲା କିଶୋରନଗର ଥାନା,ଉଷକାପାଲୀ ପଞ୍ଚାୟତର ସାହାଜଵାହାଳ ଗାଁରେ ଗତ କାଲି ରାତିରେ ସାନ ପୁଅ ଆର୍ତ୍ତତ୍ରାଣ ବେହେରା ମଦ ପିଇ ଘରକୁ ଫେରିଥିଲେ। କୌଣସି କାରଣରୁ ନିଜ ମାଁ ଅନ୍ନପୂର୍ଣ୍ଣା ବେହେରା (୭୦ ବର୍ଷ)ଙ୍କ […]
ଭୁବନେଶ୍ୱର: ଲକଡାଉନ ପାଇଁ ରାଜ୍ୟରେ ଗାଡ଼ି ଚଳାଚଳ ନେଇ ଥିବା କଟକଣା ପ୍ରତ୍ୟାହାର କରି ନିଆଯାଇଛି । ଚତୁର୍ଥ ପର୍ଯ୍ୟାୟ ଲକଡାଉନରେ ଏହି କଟକଣା ପ୍ରତ୍ୟାହାର ହୋଇଛି ବୋଲି ଭୁବନେଶ୍ୱର-କଟକ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟ୍ୱିଟ୍ କରି ଜଣାଇଛନ୍ତି । ରାଜ୍ୟରେ ସମସ୍ତ ପ୍ରକାର ସରକାରୀ, ବେସରକାରୀ ଓ ବାଣିଜ୍ୟିକ ପରିବହନରେ ଲାଗୁଥିବା ୨ ଚକିଆ ଯାନ ଓ ୪ ଚକିଆ ଯାନ ଏଣିକି ସ୍ୱଚ୍ଛନ୍ଦରେ ଚଳାଚଳ କରିପାରିବ । ତେବେ ନିରାପଦ ଭାବେ ଡ୍ରାଇଭିଂ […]
ଭୁବନେଶ୍ୱର: ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ମହାବାତ୍ୟା ଅମ୍ପନ । ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ଥିବାବେଳେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ତେବେ ଓଡ଼ିଶା ଉପକୂଳ ଦେଇ ଦେଇ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାଟିଆ ଦ୍ୱୀପ ମଧ୍ୟରେ ଥିବା ସୁନ୍ଦରବନରେ ପାଖାପାଖି ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ଭିତରେ ଲ୍ୟାଣ୍ଡଫଲ୍ କରିବ । ଲ୍ୟାଣ୍ଡଫଲ୍ ସମୟରେ ବେଗ ୧୬୫ରୁ ୧୭୫ କିଲୋମିଟର ଏବଂ ସ୍ଥଳବିଶେଷରେ ଘଣ୍ଟାକୁ ୧୯୫ କିମି […]
ଭୁବନେଶ୍ୱର: ମାଡି ଆସୁଛି ମହାବାତ୍ୟା ଅମ୍ପନ୍ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏବେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ସେହିପରି ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ରେ ଏ ନେଇ ସୂଚନା ଦିଆଯାଇଛି । ଏହା ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ସିଧା ସଳଖ […]
ନୂଆଦିଲ୍ଲୀ:ଦୀର୍ଘ ଦିନ ଧରି କରୋନା ସହ ମହାଯୁଦ୍ଧ ଚାଲିଛି। ହେଲେ କିଛି ଲାଭ ମିଳୁନି। ଏବେ କରୋନା ସହ ବଞ୍ଚିବା ପାଇଁ ମଣିଷ ପ୍ରସ୍ତୁତ ହୋଇଗଲାଣି। ସେଥିପାଇଁ ସାନିଟାଇଜର, ମାସ୍କକୁ ଜୀବନର ଏକ ଅତ୍ୟାବଶ୍ୟକ ସାମଗ୍ରୀ ବୋଲି ଗ୍ରହଣ କରି ନେଇଛି। କରୋନା ଭାକ୍ସିନ ଏ ପର୍ଯ୍ୟନ୍ତ ବାହାରିନାହିଁ। ହେଲେ କରୋନାରୁ ବର୍ତ୍ତିବା ପାଇଁ ଗବେଷକମାନେ ଭିନ୍ନ ଭିନ୍ନ ଉପାୟ ଖୋଜୁଛନ୍ତି। ଇତି ମଧ୍ୟରେ ହାଓଡା ଏବଂ ଏମଆଇଟ ପରି ବିଶ୍ୱବିଦ୍ୟାଳୟରେ ଏମିତି ମାସ୍କ ତିଆରି ପାଇଁ […]
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ସକାଳେ ରାଜ୍ୟରେ ନୂଆ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି ଯାହା ପ୍ରଶାସନର ଚିନ୍ତା ବଢାଇ ଦେଇଛି। ତେବେ ଏପରି ପରିସ୍ଥିତିରେ ,କ ଆଶ୍ୱସ୍ତିର ଖବର ମଧ୍ୟ ମିଳିଛି। ରାଜ୍ୟରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଉଛି। ଆଜି ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ଥାସ୍ଥ୍ୟ ଓ […]
ନୂଆଦିଲ୍ଲୀ: ଜୁଲାଇ ୧ରୁ ହେବ CBSE ଦ୍ୱାଦଶ ଶ୍ରେଣୀ ବାକି ରହି ଯାଇଥିବା ପରୀକ୍ଷା। ଏ ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଜୁଲାଇ୧ରେ ହୋମ୍ ସାଇନ୍ସରୁ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ତେବେ ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି CBSE । ସବୁ ପରୀକ୍ଷାର୍ଥୀ ସ୍ୱଚ୍ଛ ବୋତଲରେ ସାନିଟାଇଜର ନେଇ ଆସିବେ। ନାକ, ମୁହଁ ଘୋଡ଼ାଇବା ପାଇଁ ସମସ୍ତେ ମାସ୍କ ବ୍ୟବହାର କରିବା ସହ ସାମାଜିକ ଦୂରତ୍ୱ ରଖିବେ। ତେବେ ପିଲା […]
ୱାଶିଂଟନ୍: ଆମେରିକାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଭୟଙ୍କର ଭାବେ ବଢୁଥିବାବେଳେ ଏହାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ଏପରି ପରିସ୍ଥିତିରେ ଟ୍ରମ୍ପ ପ୍ରଶାସନ କଡ଼ା ସମାଲୋଚନାର ଶିକାର ହେଉଛି। ଏ ନେଇ ଟ୍ରମ୍ପ ପୂର୍ବତନ ରାଷ୍ଟ୍ରପତି ବରାକ୍ ଓବାମାଙ୍କୁ ଟାର୍ଗେଟ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ଜଣେ ଅଯୋଗ୍ୟ ରାଷ୍ଟ୍ରପତି ବୋଲି କହିଛନ୍ତି ଟ୍ରମ୍ପ। ଶନିବାର ଛାତ୍ରମାନଙ୍କ ସହ ଏକ ଭିଡିଓ ଲିଙ୍କରେ ଆଲୋଚନା ସମୟରେ ଓବାମା ଟ୍ରମ୍ପ ସରକାରଙ୍କ ଉଦ୍ଦେଶ୍ୟରେ କହିଥିଲେ,‘ଏମିତି ଅନେକ ଅଛନ୍ତି […]
ନୂଆଦିଲ୍ଲୀ: କରୋନା ମୁକାବିଲାରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଭୂମିିକାକୁ ନେଇ ନିରପେକ୍ଷ ତଦନ୍ତ ଦାବି କରାଯାଇଛି। ଭାରତ, ଅଷ୍ଟ୍ରେଲିଆ ଓ ୟୁରୋପିଆନ୍ ୟୁନିୟନ୍ ସମେତ ୬୨ ଟି ଦେଶ ସ୍ୱତନ୍ତ୍ର ଯାଞ୍ଚ୍ ପାଇଁ ଆହ୍ୱାନ ଦେଇଛନ୍ତି । ଆଜିଠାରୁ ଜେନେଭାରେ ଆରମ୍ଭ ହେଉଥିବା ୭୩ ତମ ବିଶ୍ୱ ସ୍ୱାସ୍ଥ୍ୟ ସଭା ବୈଠକରେ ଏ ନେଇ ଆସିବ ଚିଠା ପ୍ରସ୍ତାବ। ଏଥିରେ କରୋନା ସଙ୍କଟର ନିରପେକ୍ଷ, ସ୍ୱତନ୍ତ୍ର ଓ ବ୍ୟାପକ ଯାଞ୍ଚ କରିବା ପାଇଁ ପ୍ରସ୍ତାବ ରହିଛି । […]
ନୂଆଦିଲ୍ଲୀ:କରୋନାସଂକ୍ରମଣକୁ ରୋକିବା ଦିଗରେ ଚୀନ ଉଚିତ୍ ପଦକ୍ଷେପ ନେଇ ନାହିଁ। ଚୀନର ଏହି ସାମାନ୍ୟ ଅବହଳା ଆଜି ବିଶ୍ୱବାସୀଙ୍କୁ ସଙ୍କଟ ମଧ୍ୟକୁ ଠେଲି ଦେଇଛି। ଆଉ ଏଥିପାଇଁ ଆମେରିକା ସମେତ ଅନେକ ରାଷ୍ଟ୍ର ଚୀନକୁ ଘେରିଛନ୍ତି। ଆଗକୁ ଚାଇନା ପାଇଁ ଆହୁରି କଠିନ ସମୟ ଆସୁଛି। କାରଣ ମେ’ ୨୨ ତାରିଖରେ ଭାରତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଚେୟାରମ୍ୟାନ ପଦ ସମ୍ଭାଳିବାକୁ ଯାଉଛି। ଦାୟିତ୍ୱ ସମ୍ଭାଳିବା ପରେ ଭାରତ ଏହାର ତଦନ୍ତ ପାଇଁ ଅନୁମତି ଦେଇପାରେ। […]
ନୂଆଦିଲ୍ଲୀ: କରୋନା ଭାଇସରସ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆକ୍ରନ୍ତଙ୍କ ସଂଖ୍ୟା ସର୍ବାଧିକ ବୃଦ୍ଧି ପାଇଛି । ଦେଶରେ ଲକ୍ଡାଉନ ୪.୦ ଲାଗୁ ହୋଇଯାଇଛି। ୪ର୍ଥ ପର୍ଯ୍ୟାୟର ଏହି ଲକ୍ଡାଉନ୍ରେ କଟକଣା କୋହଳ କରାଯାଇଥିବାବେଳେ ଆଜି ପ୍ରଥମ ଦିନରେ ସର୍ବାଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସୋମବାର ଭାରତରେ କୋଭିଡ-୧୯ ସଂକ୍ରମିତଙ୍କ ସଂଖ୍ୟା ୯୬,୦୦୦ ଅତିକ୍ରମ କରିସାରିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦେଶରେ […]
ନୂଆଦିଲ୍ଲୀ:କରୋନା ଭାଇରସ ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଜାରି ହୋଇଥିବା ଲକ୍ଡାଉନ ୩.୦ରବିବାର ଶେଷ ହେବ। ଏତେ ଦିନର ଲକଡାଉନ ସତ୍ତ୍ୱେ କରୋନା ଭାଇରସକୁ ନିୟନ୍ତ୍ରଣ କରାଯାଇ ନାହିଁ। ବରଂ ଏହାର ସଂଖ୍ୟା ଆହୁରି ବଢିବାରେ ଲାଗିଛି। ଏପରି ପରିସ୍ଥିତିରେ ଲକ୍ଡାଉନ ଅବଧି ବଢିବା ନେଇ ସ୍ପଷ୍ଟ ଆଭାସ ମିଳୁଛି। ତା ଛଡା ପ୍ରଧାନମନ୍ତ୍ରୀ ୪ର୍ଥ ପର୍ଯ୍ୟାୟ ଲକ୍ଡାଉନ ସମ୍ପର୍କରେ ସଙ୍କେତ ଦେଇ ସାରିଛନ୍ତି। ତେବେ ଯାହା ଅନୁମାନ କରାଯାଉଛି ଲକ୍ଡାଉନ ଅବଧି ୩୧ ମେ’ […]
ବ୍ରହ୍ମପୁର: କରୋନା ସଂକ୍ରମଣ ଆଶଙ୍କାରେ ବ୍ରହ୍ମପୁର ମହାନଗର ନିଗମର କଡା ପଦକ୍ଷେପ । ବ୍ରହ୍ମପୁରରେ ପ୍ରଥମ ଥର ପାଇଁ ଆକ୍ସେସ୍ କଣ୍ଟ୍ରୋଲ ଜୋନ୍ ଘୋଷଣା କରିଛି ମହାନଗର ନିଗମ । ସହରର ବଡ଼ବଜାର ଥାନା ଶଙ୍କରପୁର ସାହିକୁ ଆକ୍ସେସ୍ କଣ୍ଟ୍ରୋଲ ଜୋନ ଘୋଷଣା କରାଯାଇଛି । ଏଥିସହିତ ଶଙ୍କରପୁର ସାହିର ସମସ୍ତ ପ୍ରବେଶ ପଥକୁ ସିଲ୍ କରିଛି ପ୍ରଶାସନ । ଏହି ଜୋନ୍ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗଯାଇଛି । ସେହିପରି ସାହି […]
ଜୋହାନ୍ସବର୍ଗ: ମହାତ୍ମାଗାନ୍ଧିଙ୍କ ଐତିହାସିକ ଦାଣ୍ଡି ଯାତ୍ରାର ଶେଷ ସାକ୍ଷୀ ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି। ଗୁରୁବାର ଜୋହାନ୍ସବର୍ଗରେ ତାଙ୍କର ମୃତ୍ୟୁ ଘଟିଛି। ୯୬ ବର୍ଷ ବୟସ୍କ ଏହି ଶେଷ ସାକ୍ଷୀ ହେଉଛନ୍ତି ଛୋଟୁ ଭାଇ ମାକନ। ଦାଣ୍ଡି ଯାତ୍ରାରେ ସାମିଲ ହୋଇଥିବା ଦକ୍ଷିଣ ଆଫ୍ରିକାର ଅନ୍ତିମ ଜୀବିତ ବ୍ୟକ୍ତି ଥିଲେ ଛୋଟୁ ଭାଇ। ସେ ଦକ୍ଷିଣ ଆଫ୍ରିକାର ପୁରୁଣା ଟ୍ରାନ୍ସବାଲ୍ଡ ପ୍ରବିନ୍ସର ହିନ୍ଦୁ ସମାଜ ସେବାର ଅଧ୍ୟକ୍ଷ ଭାବେ ମଧ୍ୟ କାମ କରୁଥିଲେ। ଗାନ୍ଧିବାଦୀ ନେତା […]
ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୮ ବର୍ଷର ବାଳକ ଅଛି। ବାଳକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରେ ଯେଉଁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହେଇଛନ୍ତି, ସେଥିରେ ଜଣେ ୮ ବର୍ଷର ବାଳକ ରହିଛି । ତେବେ ସବୁଠାରୁ ଚିନ୍ତାର ବିଷୟ ହେଉଛି, ସେ […]
ନୂଆଦିଲ୍ଲୀ: ଆତଙ୍କବାଦୀ ଲଢେଇରେ ଭାରତକୁ ଏକ ବଡ଼ ସଫଳତା ମିଳିଛି। NSA (National Security Advisor) ଅଜିତ୍ ଡୋଭାଲଙ୍କ ତତ୍ତ୍ୱାବଧାନରେ ଚାଲିଥିବା ଏକ ଗୁପ୍ତ ଅଭିଯାନ ଅନୁଯାୟୀ ମ୍ୟାଁମାର ୨୨ ଉଗ୍ରବାଦୀଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ପ୍ରଥମ ଥର ପାଇଁ ଭାରତକୁ ଏପରି ବ୍ୟାକ୍ଡୋର ଡିପ୍ଲୋମାସିର ଫଳ ମିଳିଛି। ଏହି ଆତଙ୍କବାଦୀଙ୍କୁ ପ୍ରତ୍ୟର୍ପଣ କରି ମ୍ୟାଁମାର ଆତଙ୍କବାଦ ଲଢେଇରେ ଭାରତ ସହ ଅଛି ବୋଲି ସ୍ପଷ୍ଟ କରିଛି। ଏହି ମିଶନ ସମ୍ପୂର୍ଣ୍ଣ ଭାବେ NSA (National Security […]
ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨,୭୫୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଶତାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୯୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ୯୪୦ ଛୁଇଁଲାଣି। ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣଙ୍କର ମୃତ୍ୟୁ ଘଟିଲାଣି। ବର୍ତ୍ତମାନସୁଦ୍ଧା ୫୩ […]