ଆଳି, ପଟ୍ଟାମୁଣ୍ଡାଇ ଏବଂ ରାଜନଗର ବ୍ଲକର ଅନେକ ଲୋକେ ଦୈନନ୍ଦିନ କାର୍ଯ୍ୟ ପାଇଁ ଏହି ନଈ ଉପରେ ନିର୍ଭର କରନ୍ତି। ନିର୍ବାଚନ ପରେ ନିର୍ବାଚନ ଆସୁଛି, ହେଲେ ସମସ୍ୟାର ସମାଧାନ ହେଉନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି ।
ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୬୦୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୫୫୦ ଟଙ୍କା ରହିଛି ।
ଓଡ଼ିଶା ସରକାରଙ୍କର ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଆଇକୋଲ୍ଡରେ ସାମିଲ୍ ହୋଇଛନ୍ତି । ଇଣ୍ଟର୍ ନ୍ୟାସନାଲ୍ କମିଶନ ଅନ୍ ଲାର୍ଜ ଡ୍ୟାମ୍ ବା ICOLD ଅନ୍ତର୍ଗତ ଲେଭିସ୍ ନାମକ ଏକ ଟେକ୍ନିକାଲ୍ କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଇଂ. ଲିଙ୍ଗରାଜ ଗୌଡ଼ ।
ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରିଛି । ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କର ଏହି ଟଙ୍କା ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ୍ କରି ଅଧିକ ତଦନ୍ତ କରୁଛି ଆୟକର ବିଭାଗ ।
ସମ୍ପୂର୍ଣ୍ଣ ନିରାପଦ ନୁହେଁ କରୋନା ଟିକା କୋଭିସିଲ୍ଡ । କରୋନା ଟିକା କୋଭିସିଲ୍ଡର ରହିଛି ଗୁରୁତର ପାର୍ଶ୍ୱପ୍ରତିକ୍ରିୟା । ଟିକା ନେଇଥିବା ବ୍ୟକ୍ତିଙ୍କ ଶରୀରରେ ରକ୍ତ ଜମାଟ ବାନ୍ଧିବା ଓ ବ୍ଲକ ପ୍ଲାଟେଲେଟ କାଉଣ୍ଟ କମିଯାଇପାରେ ।
ଆଇପିଏଲ ୨୦୨୪ ଚାଲିଥିବା ବେଳେ ଆଇସିସି ଟି-୨୦ ବିଶ୍ୱକପ ପାଇଁ କେତେବେଳେ ବି ଦଳ ଘୋଷଣା କରିପାରେ । ୨୦୨୪ ବିଶ୍ୱକପ୍ ପାଇଁ ନ୍ୟୁଜିଲ୍ୟାଣ୍ଡ କ୍ରିକେଟ୍ ବୋର୍ଡ ପ୍ରଥମେ ନିଜ ଦଳ ଘୋଷଣା କରିଛି ।
କେବେବି ଶୁଣି ନ ଥିଲେ ଏମିତି ରାଇମ୍ସ। ଏଭଳି ଏକ ଭିଡିଓ ଇଣ୍ଟର୍ନେଟ୍ରେ ଭାଇରାଲ ହେଉଛି। ଏହି ଭିଡିଓରେ, ଜଣେ ଝିଅ ଏମିତି ଷ୍ଟାଇଲ୍ରେ ରାଇମ୍ସ ଗାଉଛନ୍ତି ଯେପରି ସେ କାହାକୁ ଡରଉଛନ୍ତି। ଆପଣ ଏହି ଭିଡିଓ ଦେଖିଲେ ହସି ହସି ଗଡିଯିବେ।
ଚନ୍ଦ୍ରୟାନ-୩ ମିଶନକୁ ନେଇ ଆସିଲା ଆଉ ଏକ ବଡ଼ ଖବର । ଶେଷ ମୁହୂର୍ତ୍ତରେ, ୪ ସେକେଣ୍ଡ୍ ଘୁଞ୍ଚିଥିଲା ଚନ୍ଦ୍ରୟାନ-୩ ଉତକ୍ଷେପଣ ସମୟ । ଏକ ବଡ଼ ଅଘଟଣକୁ ଏଡ଼ାଇବା ପାଇଁ ନିର୍ଦ୍ଧାରିତ ସମୟ ଠାରୁ ୪ ସେକେଣ୍ଡ ବିଳମ୍ବରେ ଚନ୍ଦ୍ରୟାନ ଥିବା LVM3-M4 ରକେଟକୁ ଲଞ୍ଚ କରିଥିଲା ଇସ୍ରୋ ।
ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଅଫିସରେ ଦୁର୍ବୃତ୍ତଙ୍କ ଆତଙ୍କରାଜ । ଅଫିସରେ ମାରଣାସ୍ତ୍ର ଧରି ପଶିବା ସହ ଆତଙ୍କ ସୃଷ୍ଟି କରିଛନ୍ତି । ୪ ଅଧିକାରୀଙ୍କୁ ଆକ୍ରମଣ ମଧ୍ୟ କରିଛନ୍ତି ।
ଆଜି ନାମାଙ୍କନ ଭରିବେ ନବୀନ । ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ କରିବେ ।
ଆଜିକାଲି ପରକୀୟା ପ୍ରୀତି ଏକ ସାଧାରଣ ସମସ୍ୟା ହୋଇଗଲାଣି। ଏହି କାରଣରୁ ଅନେକ ପରିବାର ଭାଙ୍ଗି ଯାଉଛନ୍ତି ଏବଂ ସମ୍ପର୍କରୁ ଭରସା ମଧ୍ୟ ଉଠିଯାଉଛି। ଯଦି ଆପଣ ନିଜର ସମ୍ପର୍କକୁ ସୁରକ୍ଷିତ ରଖିବାକୁ ଚାହୁଁଛନ୍ତି ଏବଂ ସମ୍ପର୍କରେ କୌଣସି ତୃତୀୟ ବ୍ୟକ୍ତିଙ୍କ ପ୍ରବେଶକୁ ରୋକିବାକୁ ଚାହୁଁଛନ୍ତି, ତେବେ କେତେକ ଜିନିଷଗୁଡ଼ିକ ପ୍ରତି ଧ୍ୟାନ ଦେବାକୁ ପଡିବ।
ଟାଇଁ ଟାଇଁ ଖରାରେ ସନ୍ତୁଳି ହେଉଥିବା ଲୋକଙ୍କୁ ଆଜି ବି କଲବଲ କରିବ ତାତି । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା ।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପ୍ରବଳ ଗରମ ଯୋଗୁଁ ଲୋକଙ୍କ ହାଲତ ପୂରା ଖରାପ। ଏପରି ପରିସ୍ଥିତିରେ ଲୋକମାନେ ପ୍ରଚୁର ପରିମାଣରେ ଜୁଇସ୍ ଏବଂ ଫଳ ଖାଇବା ଉଚିତ, ଯାହା ଦ୍ୱାରା ଡିହାଇଡ୍ରେସନ୍ ସମସ୍ୟା ଉପୁଜିବ ନାହିଁ। ଏହି ସମୟରେ ବେଳ ପଣାକୁ ଅମୃତ ଭାବରେ ବିବେଚନା କରାଯାଏ।
ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହ ଉପୁଡିଛି। କିଛି ସ୍ଥାନରେ ଘର ଉପରେ ଖସି ପଡିଛି ଗଛ। ବ୍ୟାପକ କ୍ଷୟକ୍ଷତି ହୋଇଛି।
ରାଜ୍ୟ କଂଗ୍ରେସକୁ ସଂଜିବନୀ ଦେବ କି ରାହୁଲଙ୍କ ସାଲେପୁର ସମାବେଶ ? ଆଗକୁ ପ୍ରଚାରରେ ଆସିବେ ରାହୁଲଙ୍କ ସହ ପ୍ରିୟଙ୍କା, ଖାଡଗେ ଓ ରେବନ୍ତ ରେଡ୍ଡୀ ।
କାହିଁକି ଭାଷା. ସଂସ୍କୃତି ବିପଦରେ ଓ କେମିତି ଅଡୁଆରେ ବିଜେଡି ? ସାହିତ୍ୟ, ସଂସ୍କୃତି ଓ ରାଜନୀତି ସହ ବିଭିନ୍ନ ମହଲରୁ ଆସିଲା ମତ ।
ବିଜେଡି ପ୍ରାର୍ଥୀ- ଜଗନ୍ନାଥ ସାରକା, ବିଜେପି ପ୍ରାର୍ଥୀ- ଜଗନ୍ନାଥ ନୁଣ୍ଡ୍ରୁକା କଂଗ୍ରେସ ପ୍ରାର୍ଥୀ- ନୀଳମାଧବ ହିକକା, ସ୍ୱାଧୀନ ପ୍ରାର୍ଥୀ- ନୀଳମାଧବ ଉଲାକା। ରାୟଗଡ଼ା ଜିଲ୍ଲା ବିଷମକଟକରେ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ୁଛନ୍ତି ଦୁଇ ଜଗନ୍ନାଥ ଓ ଦୁଇ ନୀଳମାଧବ।
ଦିମାଗ ବା ମସ୍ତିଷ୍କ ବିଭିନ୍ନ ଦିଗରୁ କାମ କରିଥାଏ । କିନ୍ତୁ ସେହି ତୁଳନାରେ ଜଣେ କୁନି ପୁଅର ମସ୍ତିଷ୍କ ଅତି ସାଧାରଣ ଓ ସିମ୍ପଲ ହୋଇଥାଏ ।
୧୦/୧୫ ବର୍ଷ ତଳେ ରାଜଧାନୀରେ କେମିତି ବୋହୁଥିଲା ଶୀତଳ ପବନ, କେମିତି ଆରାମଦାୟକ ଥିଲା ଭୁବନେଶ୍ୱର। କିନ୍ତୁ ଆଜି ଶୀତଳ ନୁହେଁ, ଝାଞ୍ଜି ମାଡ଼ରେ ପୋଡ଼ିଯାଉଛି ସର୍ବାଙ୍ଗ। ମୁଣ୍ଡ ଉପରେ ସୂର୍ଯ୍ୟଙ୍କ ପ୍ରକୋପ, ପାଦ ତଳେ ଉତ୍ତପ୍ତ ଧରାପୃଷ୍ଠ।
ନାମାଙ୍କନ ଦାଖଲ ବେଳେ ମୁହାଁମୁହିଁ ହୋଇଥିଲେ ବିଜେପି ଓ ବିଜେଡି ସମର୍ଥକ। ବିଜେପି ପଟୁ ଜୟ ଶ୍ରୀରାମ ନାରା, ବିଜେଡି ପଟୁ ଜୟ ଜଗନ୍ନାଥ। ବିଜେପି ପଟୁ ମୋଦି ମୋଦି, ବିଜେଡି ପଟୁ ନବୀନ ନାରା।
୨୦୦୮ରୁ ଏବେଯାଏ ଆଇପିଏଲ୍ରେ ଧୋନି ମୋଟ ୨୫୯ ଟି ମ୍ୟାଚ୍ ଖେଳିସାରିଲେଣି। ୪୨ ବର୍ଷୀୟ ଦୋନି ଆଇପିଏଲ୍ର ଜଣେ ସଫଳ କ୍ୟାପ୍ଟେନ ଭାବେ ବେଶ୍ ପରିଚିତ।
ଅନେକ ମହିଳାଙ୍କୁ ବ୍ଲାକମେଲ କରି ଯୌନ ନିର୍ଯାତନା ଦେବା ଅଭିଯୋଗରେ ଫସିଥିବା ଜେଡିଏସ୍ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନାଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ଦଳ।
ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ୟୁଜର୍ସ ଏହାକୁ ଦେଖି ଆଶ୍ଚର୍ଯ୍ୟ ହେଉଛନ୍ତି । ଅନେକ ଏଭଳି ଘଟଣାକୁ ନିନ୍ଦା କରିବା ସହ ଚିନ୍ତା ପ୍ରକଟ ମଧ୍ୟ କରିଛନ୍ତି ।
ମୋଦି ମୋଦି ନାରା ଦେଉଥିଲେ ବିଜେପି କର୍ମୀ । ନବୀନ ନାରା ଦେଉଥିଲେ ବିଜେଡି ସମର୍ଥକ।