ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, […]
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି। କେଉଁଠି ତଳିଆ ଅଞ୍ଚଳରେ ପାଣି ପଶିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣିର ଲହଡ଼ି ଭାଙ୍ଗୁଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ମଧ୍ୟ କିଛି ସ୍ଥାନରେ ସକାଳୁ ସକାଳୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ତେବେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ୧୦ […]