
ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁଲିସ୍ ଆଜି ପୀଡ଼ିତାଙ୍କ ସାନି ବୟାନ ରେକର୍ଡ କରିଛି। ମାମଲାର ତଦନ୍ତକାରୀ ଅଧିକାରୀ ଓ ମହିଳା ପୁଲିସଙ୍କ ଉପସ୍ଥିତିରେ ଧାରା ୧୬୧ ଅନୁଯାୟୀ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଗିରଫ ଅଭିଯୁକ୍ତ ଲଳିନ୍ଦ୍ରକୁ ଆଜି ଡାକ୍ତରୀମାଇନା ପରେ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକାଲି ଲଳିନ୍ଦ୍ର ହିଁ ମୁଖ୍ୟ ଖଳନାୟକ ବୋଲି ପୀଡ଼ିତା ଗଣମାଧ୍ୟମ ଆଗରେ କହିଥିଲେ। ସେ […]
କଟକ: କଟକ SCBରେ ଚିକିତ୍ସାଧୀନ ଥିବା ଜଗାକାଳିଆଙ୍କ ମଧ୍ୟରୁ କାଳିଆର ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। କାଳିଆର ସ୍ୱାସ୍ଥ୍ୟାବସ୍ଥା ବିଗୁଡ଼ି ଥିବାରୁ ଏସ୍ସିବି ମେଡିକାଲ୍ର ଡାକ୍ତରୀ ଟିମ୍ ଦିଲ୍ଲୀ ଏମ୍ସର ସହାୟତା ଲୋଡ଼ିଛନ୍ତି। ଦୁଇଜଣ ବିଶେଷଜ୍ଞଙ୍କୁ ଏସ୍ସିବି ପଠାଇବା ପାଇଁ ଦିଲ୍ଲୀ ଏମ୍ସକୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ନ୍ୟୁରୋସର୍ଜନ ଦୀପକ ଗୁପ୍ତା ଓ ପେଡିଆଟ୍ରିକ୍ ଆଇସିୟୁ କେୟାର ମୁଖ୍ୟ ରାକେଶ ଲୋଧାଙ୍କୁ ଏସ୍ସିବି ପଠାଇବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ଏସ୍ସିବି ମେଡିକାଲ୍ […]
ଭୁବନେଶ୍ୱର: ଉତ୍ତର ଓ ଉପକୂଳବର୍ତ୍ତୀ ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ବର୍ଷା ସହ ଘଡ଼ଘଡ଼ି ନେଇ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କଟକ, ସୁନ୍ଦରଗଡ଼ , […]
କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଗରାପୁର ଭିଜିଲାନ୍ସ ଅଫିସ ନିକଟରେ ପୁଲିସ୍ ଏନକାଉଣ୍ଟରରେ ଡକାୟତ ହୃଷିକେଶ ମଲ୍ଲିକ ଗୁରୁତର ଆହତ ହୋଇଛି। ତାର ଦୁଇଟି ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ କେନ୍ଦ୍ରାପଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୫ରୁ ଊର୍ଦ୍ଧ୍ୱ ଡକାୟତ ଆଳି ଜୁଆଣିଆ ଗାଁର ନବଘନ ପରିଡା ନାମକ ବ୍ୟକ୍ତିଙ୍କ ଘରର କବାଟ କାଟି ଘର ଭିତରେ ପଶିଥିଲେ। ହଠାତ୍ ଘରଲୋକେ ଉଠି ପଡ଼ିବାରୁ ଡକାୟତମାନେ […]
ମାଲକାନଗିରି(ଜିତେନ୍ଦ୍ର ବେଉରା): ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା ମାଲକାନଗିରି ପୁଲିସ୍ ନିକଟରେ ଗତକାଲି ଆତ୍ମସମର୍ପଣ କରିଛି। କୋରାପୁଟର ବୈପାରୀଗୁଡା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଉପରକୁ ଆକ୍ରମଣ ଘଟଣାରେ ସେ ସାମିଲ ଥିଲା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ସଚିବ ଉଦୟର ସୁରକ୍ଷା ଦାୟିତ୍ୱରେ ରହିଥିଲା। ମାଡକାମୀ ନାଁରେ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ଗତକାଲି ମାଲକାନଗିରି ଏସ୍ପି ଋଷିକେଶ ଖିଲାରୀ ଓ ସୁକମାରେ ଅବସ୍ଥାପିତ ୭୪ ସିଆରପିଏଫ୍ […]