• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

kendrapara
କ୍ଷମା ମାଗିଲେ କେନ୍ଦ୍ରାପଡ଼ା ଏସ୍‌ପି

ଭୁବନେଶ୍ୱର: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ହାତ ଉଠାଇବା ଘଟଣାରେ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର କ୍ଷମା ପ୍ରାର୍ଥନା କରିଛନ୍ତି। ଭିଡ଼ ନିୟନ୍ତ୍ରଣ ବେଳେ ସେଠାରେ ଅଧିକ ଶବ୍ଦ ଥିବାରୁ ସେ ଉଚ୍ଚ ଗଳାରେ କଥା ହୋଇଥିଲେ ବୋଲି ଏସ୍‌ପି କହିଛନ୍ତି। ସେ ଆହୁରି କହିଛନ୍ତି, ସାମ୍ବାଦିକଙ୍କୁ ମୁଁ ଯଥେଷ୍ଟ ସମ୍ମାନ ଦିଏ। କେବେବି ସାମ୍ବାଦିକଙ୍କୁ ଖରାପ ବ୍ୟବହାର କରେ ନାହିଁ। ସୂଚନାଥାଉ କି, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରାକୁ ନିର୍ବାଚନ ପ୍ରଚାର ପାଇଁ ଯାଇଥିଲେ। ଏହି ସମୟରେ ଖବର […]

nabarangabur
ନବରଙ୍ଗପୁରରୁ ୧୨ଜଣ ଦାଦନ ଶ୍ରମିକ ଉଦ୍ଧାର

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ବାହାର ରାଜ୍ୟକୁ ଚାଲାଣ ବେଳେ ୧୨ ଜଣ ଦାଦନ ଶ୍ରମିକଙ୍କୁ ନବରଙ୍ଗପୁର ପୁଲିସ୍‌ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ୭ ଜଣ ଝିଅ ଓ ୫ ଜଣ ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ଥିବା ଜଣାପଡ଼ିଛି। ଏଥିସହ ଶ୍ରମିକମାନଙ୍କୁ  ସାଙ୍ଗରେ ନେଉଥିବା ୨ ଦଲାଲଙ୍କୁ ପୁଲିସ୍ ଅଟକ ରଖିଛି। ଉଦ୍ଧାର ଶ୍ରମିକଙ୍କ ଘର ଉମରକୋଟ, ତେନ୍ତୁଳିଖୁଣ୍ଟି ବ୍ଲକ ଓ କଳାହାଣ୍ଡି ଜିଲ୍ଲାରେ […]

Capture
ନ୍ୟୁଜ୍‌ ଦେଖିବାକୁ ଯୁବତୀଙ୍କଠୁ ମୋବାଇଲ ମାଗି ‘ଏଚ୍‌ଡି ପର୍ଣ୍ଣ’ ସର୍ଚ୍ଚ କଲେ ଅଜଣା ବ୍ୟକ୍ତି

ମୁମ୍ବାଇ: ମୁମ୍ବାଇ କୋଠା ଭୁଶୁଡ଼ିବା ଘଟଣା ବାବଦରେ ଖବର ଜାଣିବା ନାମରେ ଅଜଣା ଯୁବତୀଙ୍କଠାରୁ ମୋବାଇଲ ମାଗିବା ପରେ ଜଣେ ବ୍ୟକ୍ତି ‘ଏଚ୍‌ଡି ପର୍ଣ୍ଣ’ ସର୍ଚ୍ଚ କରିବା ଘଟଣା ଏବେ ଟ୍ୱିଟରରେ ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଯୁବତୀ ଜଣକ ଟ୍ୱିଟର୍‌ରେ ସେଦିନର ଘଟଣା ବାବଦରେ ବଖାଣିବା ପରେ ଏ ବିଷୟରେ ସମସ୍ତେ ଜାଣିବାକୁ ପାଇଛନ୍ତି। ଯୁବତୀ ଜଣକ ସ୍କ୍ରିନ୍‌ ଶଟ୍‌ ଦେଇ ବଖାଣିଛନ୍ତି, ମୁଁ ହଷ୍ଟେଲକୁ ଫେରୁଥିଲି। ଜଣେ ବୟସ୍କ ମଉସା ମୋ ପାଖକୁ ଆସି […]

accident
ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଳ ଛକ ନିକଟରେ ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମୃତକ ମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ଏକ ଅଟୋରେ ୨ ଜଣ ଯାତ୍ରୀ ଯାତ୍ରା କରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା […]

patkura
ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ପାଟକୁରା: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ସରିବ। ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଜି ଜାନ୍ ଲଗାଇବେ। ବିଜେଡିର ପୁରା ପଲ୍‌ଟନ୍‌ କିଛି ଦିନ ଧରି ପାଟକୁରାରେ ଡେରା ପକାଇଛନ୍ତି।  ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ପାଇଁ ପ୍ରଚାର କରିଥିଲେ। ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, […]

Commonwealth TT Championship
କଟକରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିଅନ୍‌ସିପ୍ ଉଦ୍‌ଘାଟିତ

କଟକ: କଟକରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିଅନ୍‌ସିପ୍ ଉଦ୍‌ଘାଟନ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଚାମ୍ପି‌ଅନ୍‌ସିପରେ ଭାରତ ସମେତ ୧୨ଟି ଦେଶ ଭାଗ ନେଇଛନ୍ତି। ପୁରୁଷ ବିଭାଗରେ ଇଂଲଣ୍ଡ ଟିମ୍‌ର ପଲା ଭାରି ରହିଥିବା ବେଳେ ମହିଳା ବିଭାଗରେ ସିଙ୍ଗାପୁର ଟିମ୍ ବେଶ୍‌ ଶକ୍ତିଶାଳୀ। ଭାରତ ଏହି ଚାମ୍ପିଅନଶିପ୍‌ରେ ଭଲ ପ୍ରଦର୍ଶନ କରିବା ସହ ଅଧିକ ସ୍ୱର୍ଣ୍ଣ ପଦକ ପାଇବ ବୋଲି ଭାରତୀୟ ଦଳର ଦୁଇ ଷ୍ଟାର ଖେଳାଳି ଶରତ […]

odisha
ନବୀନ ନିବାସ ଆଗରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ନବୀନ ନିବାସ ଆଗରେ ଆଜି ଜଣେ ଯୁବକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ ପ୍ରସଙ୍ଗକୁ ନେଇ ସମ୍ପୃକ୍ତ ଯୁବକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଯୁବକ ଜଣକ ବେକରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଏହି ସମୟରେ ପୁଲିସ୍‌ ତାଙ୍କୁ ଅଟକାଇଥିଲା। ଯୁବକ ଜଣକ ପ୍ରତିକ୍ରିୟା ରଖି କହିଛନ୍ତି, ‘ଯଦି ଆଜି ଭିତରେ ରେଜଲ୍ଟ ପ୍ରକାଶ ନକରନ୍ତି, ତେବେ ମୁଁ ଆତ୍ମହତ୍ୟା କରିବି।’ ସୂଚନା ଅନୁସାରେ, […]

odisha assembly
ବିଧାନସଭାରେ ମନ୍ତ୍ରୀ ଓ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଶାସକ ଦଳକୁ ବିରୋଧୀଙ୍କ ଟାର୍ଗେଟ୍

ଭୁବନେଶ୍ୱର: ବିଧାନସଭା ଶୂନ୍ୟକାଳରେ ଆଜି ମନ୍ତ୍ରୀ ଓ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିରୋଧୀ ବିଜେପି ଶାସକ ଦଳକୁ ଟାର୍ଗେଟ କରିଛି। ଶାସକ ଦଳ ପାଇଁ ପାଟକୁରା ନିର୍ବାଚନ ଆଗ ନା, ଗୃହ ଆଗ ତାକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ନିର୍ବାଚନ ପ୍ରଚାର ସମୟରେ ବାର୍ଦ୍ଧକ୍ୟ ଭତ୍ତା ଓ ଚାଉଳ ବଣ୍ଟନ କାର୍ଯ୍ୟକ୍ରମ ରଖାଯିବା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ବୋଲି ବିଜେପି ଅଭିଯୋଗ କରିଛି। ଏଥିସହ ଏହା ଉପରେ […]