ମୁମ୍ୱାଇ: ବଲିଉଡ୍ ବିୟୁଟି ଦିଶା ପଟାନୀଙ୍କ ଲାଗି ଏବେ ତାଙ୍କ ବୟସ କାଳ ହୋଇଛି। ହାତୀ ମୁଣ୍ଡରେ ସୁନା କଳସ ଢାଳିବା ପରି କ୍ୟାରିଅର ଆରମ୍ଭରେ ଦବଙ୍ଗ ଖାନଙ୍କ ସହ କାମ କରି ଦିଶାଙ୍କ ମନ ଗଗନେ ଉଡୁଥିଲା। ହେଲେ ଉଭୟଙ୍କ ମଧ୍ୟରେ ବୟସ ତାରତମ୍ୟ ଢେର ଅଧିକ ହୋଇଥିବାରୁ ଏପରି ସୁଯୋଗ ପୁଣି ତାଙ୍କ ଭାଗ୍ୟରେ ଜୁଟିବ କି ନାହିଁ ତାକୁ ନେଇ ଟେନସନରେ ଦିଶା। ସଲମାନ କିନ୍ତୁ ଚୁଟକିରେ ଦିଶାଙ୍କ ଏହି ଟେନସନ ଦୂର […]
ଲଖନପୁର: ଝାରସୁଗୁଡ଼ା ଜିଲ୍ଲା ଏନ୍ଏଚ୍ ୪୯ର ପିପିଲିମାଲ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାପା ବିଶିକେଶନ କାଲୋ, ମା’ ତପସ୍ୱିନୀ କାଲୋ ଓ ପୁଅ ସତ୍ୟନାରାୟଣ କାଲୋ। ମିଳିଥିବା ସୂଚନା ଅନୁଯାୟୀ, ବିଶିକେଶନଙ୍କ ପୁଅ ବାହାଘର ଥିଲା। ଆଜି ବିଶିକେଶନ ନିଜ ପୁଅ ବାହାଘର ପାଇଁ ବେଲପାହାଡ଼ରୁ ଜିନିଷ କିଣି ସ୍ତ୍ରୀ […]
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ମଲାଇକା ଅରୋରା ଫିଲ୍ମ ଦୁନିଆରୁ ଦୂରେଇ ଯାଇଛନ୍ତି ସତ କିନ୍ତୁ, ରିଅଲ୍ ଲାଇଫ୍ ଏବଂ ବଲିଉଡ୍ ଅଭିନେତା ଅର୍ଜୁନ କପୁର୍ଙ୍କ ସହ ରିଲେସନ୍ସିପ୍କୁ ନେଇ ସେ ଚର୍ଚ୍ଚାରେ ରହିଆସୁଛନ୍ତି। ଏବେ ସେ ପୁଣି ଥରେ ଏକ ଫଟୋ ଶେଆର୍ କରି ଚର୍ଚ୍ଚାକୁ ଆସିବା ସହ ତାଙ୍କୁ ଟ୍ରଲ୍ ହେବାକୁ ପଡ଼ିଛି। ସେ ସୋଶାଲ୍ ମିଡିଆ ସାଇଟ୍ ଇନ୍ଷ୍ଟାଗ୍ରାମ୍ରେ ଏକ ଫଟୋ ଶେଆର୍ କରିଛନ୍ତି, ଯେଉଥିରେ ସେ ଏକ ନ୍ୟୁଡ୍ ଡ୍ରେସ୍ ପିନ୍ଧି କାଖ […]
ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅଧିକାରୀ। ସ୍ଥାନୀୟ ଅଞ୍ଚଳର ଜଣେ କ୍ରସର ମାଲିକଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନା ଅଧିକାରୀ ସନ୍ତୋଷ ପ୍ରଧାନ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ମାସିକ ଚାନ୍ଦା ଆଦାୟ ଉଦ୍ଦେଶ୍ୟରେ ଥାନା ବାବୁ ସେ ଏହି ଟଙ୍କା ନେଉଥିବା ଅଭିଯୋଗ ହୋଇଛି। ଲାଞ୍ଚ ଟଙ୍କା ନେଉଥିବା ବେଳେ ଢେଙ୍କାନାଳ ଭିଜିଲାନ୍ସ ଶାଖା ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ମାମଲାରେ ଅଧିକ ପଚରାଉଚରା ପାଇଁ […]
ଭୁବନେଶ୍ୱର: କ୍ରମାଗତ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍ ଜରିଆରେ ନବୀନ ଓ ତାଙ୍କ ସହ ଶପଥ ନେଇଥିବା ନୂଆ ମନ୍ତ୍ରିମଣ୍ଡଳକୁ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଓଡ଼ିଶାର ବିକାଶରେ କେନ୍ଦ୍ର ସମସ୍ତ ପ୍ରକାର ସହଯୋଗ କରିବ ବୋଲି ମୋଦି ଭରସା ଦେଇଛନ୍ତି। Congratulations to Shri Naveen Patnaik Ji on taking oath as Odisha’s Chief Minister. Best […]
ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଇଂରାଜୀରେ ଶପଥ ନେଇଛନ୍ତି। ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ତାଙ୍କ ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି। ନବୀନଙ୍କ ଏହି ଶପଥ ସମାରୋହ ଲାଗି […]
ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ନେବେ। ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶପଥ ସମାରୋହରେ ନବୀନ ପଟ୍ଟନାୟକଙ୍କ ପହଞ୍ଚି ସାରିଥିବା ବେଳେ ତାଙ୍କ ବଡ଼ଭାଇ ପ୍ରେମ୍ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟା ମଧ୍ୟ ଯୋଗ […]
ନୟାଗଡ଼: ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ଟ୍ରକ୍ ଚାପି ଦେବାରୁ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ତାଙ୍କ ବାପା ମଧ୍ୟ ଗୁରୁତର ହୋଇଛନ୍ତି। ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଗୌରାଙ୍ଗପୁର ଗାଁରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ସୌମ୍ୟରଞ୍ଜନ ପଢ଼ିଆରୀ। ଗୁରୁତର ଆହତ ହୋଇଥିବା ତାଙ୍କ ବାପା ରଞ୍ଜିତ କୁମାର ପଢ଼ିଆରୀଙ୍କୁ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। […]
ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ନେବେ। ଆଜି ଦିନ ସାଢ଼େ ୧୦ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ହେବ। ଏଥିପାଇଁ ପ୍ରଦର୍ଶନୀ ପଡ଼ିଆରେ ଭବ୍ୟ ଆୟୋଜନ କରାଯାଇଛି। ଶପଥ ନେବାକୁ ଥିବା ନବୀନଙ୍କ ସହିତ ନୂଆ ମନ୍ତ୍ରିମଣ୍ଡଳର ତାଲିକା ଗତକାଲି ପ୍ରକାଶ ପାଇଥିଲା। ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୮ଜଣ ପୁରୁଣା ମନ୍ତ୍ରୀ ବାଦ୍ ପଡ଼ିଥିବା ବେଳେ ଚତୁର୍ଥ ପାଳିର ଶେଷ ସମୟ ପର୍ଯ୍ୟନ୍ତ ମନ୍ତ୍ରୀ ଥିବା […]
ଭୁବନେଶ୍ୱର: ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନୀଲ ନାୟକଙ୍କ ପରଲୋକ ହୋଇଛି। ହୃଦ୍ଘାତରେ ତାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୯ ବର୍ଷ ବୟସ ହୋଇଥିଲା। ଏକ କମେଡି ଧାରାବାହିକର ସୁଟିଂ ସେଟ୍ରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବହୁ ଟେଲି କଳାକାର ତାଙ୍କର ଅନ୍ତିମ ଦର୍ଶନ କରିଛନ୍ତି। ସୁନୀଲଙ୍କ ମୃତ୍ୟୁକୁ ନେଇ ଓଡ଼ିଆ ଟେଲି ଓ […]
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କ୍ରମାଗତ ପଞ୍ଚମଥର ପାଇଁ ଆଜି ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ଏଥିପାଇଁ ଶପଥ ନେବାକୁ ଥିବା ନବୀନଙ୍କ ସହିତ ନୂଆ ମନ୍ତ୍ରିମଣ୍ଡଳର ତାଲିକା ଗତକାଲି ପ୍ରକାଶ ପାଇଥିଲା। ଏନେଇ ରାଜଭବନ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଥିଲା। ଆଜି ମନ୍ତ୍ରିମଣ୍ଡଳରେ ୧୧ ଜଣ କ୍ୟାବିନେଟ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେବେ। ଗୋଟିଏ ମନ୍ତ୍ରୀ ପଦକୁ ନବୀନ ଖାଲି ରଖିଛନ୍ତି। ଚତୁର୍ଥ ପାଳିର ଶେଷ ସମୟ ପର୍ଯ୍ୟନ୍ତ ମନ୍ତ୍ରୀ ଥିବା […]
ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଆଜି ଦିନ ସାଢ଼େ ୧୦ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବ ଶପଥ ଗ୍ରହଣ ଉତ୍ସବ। ଏଥିପାଇଁ ପ୍ରଦର୍ଶନୀ ପଡିଆରେ ଭବ୍ୟ ଆୟୋଜନ କରାଯାଇଛି। ଶପଥ ଗ୍ରହଣ ସ୍ଥାନ ଭିତର ଓ ବାହାରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବା ସହ ଅତିଥିମାନଙ୍କ ପ୍ରବେଶ ପାଇଁ ୫ଟି ପ୍ରବେଶ ପଥ ନିର୍ଦ୍ଧାରଣ କରାଯାଇଛି। ଭିଭିଆଇପି,ନିମନ୍ତ୍ରିତ ଅତିଥି […]
ଭୁବନେଶ୍ୱର: ଗୁଜରାଟ ସୁରଟର ସରଥଣା କୋଚିଂ ସେଣ୍ଟରରେ ହୋଇଥିବା ଅଗ୍ନିକାଣ୍ଡ ପରେ ଓଡ଼ିଶାରେ ଅଗ୍ନିଶମ ବିଭାଗର ତତ୍ପରତା ଦେଖିବାକୁ ମିଳିଛି। କୋଚିଂ ସେଣ୍ଟର ଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଅଛି କି ନାହିଁ ସେନେଇ ଯାଞ୍ଚ କରାଯାଉଛି।ଏଥିଲାଗି ୨୨ଟି ଟିମ୍ ଗଠନ କରାଯାଇଛି। ଆଜି ଭୁବନେଶ୍ୱର, କଟକରେ ଥିବା କୋଚିଂ ସେଣ୍ଟର ଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଯାଞ୍ଚ କରାଯାଉଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ଯାଞ୍ଚ କରାଯିବ ବୋଲି ଜଣାପଡ଼ିଛି। ତେବେ ଯାଞ୍ଚ ସମୟରେ କିଛି […]
ସାଲେପୁର: ରାତିଅଧରେ ପାଚେରି ଡେଇଁ ପଶିଥିଲେ ଚୋରି କରିବାକୁ । ହେଲେ ଉଦ୍ୟମ ହୋଇଗଲା ପଣ୍ଡ। କିଛି ବୁଝିବା ଆଗରୁ ଗାଁ ଲୋକେ ମାଡି ବସି କାବୁ କରି ନେଲେ ୩ ଚୋରଙ୍କୁ। ଆଉ ସେଠାରୁ ସେମାନେ ସିଧା ଗଲେ ଥାନାକୁ। କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ଅଢ଼ଙ୍ଗା ଗାଁରେ ଏଭଳି ଘଟଣା ଘଟିଛି । ଧରାପଡ଼ିଥିବା ଚୋରମାନେ ହେଲେ ସେହି ଗାଁର ବୀରକିଶୋର ସାହୁ ଓ ଲଷ୍ମୀଧର ସାହୁ ଏବଂ ସୁନାଖଣ୍ଡି କାଶୀପୁର ଗାଁର ଗଣେଶ୍ୱର […]