Advertisment

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ

ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଅଦ୍ୟତନ ହୋଇଛି
road accident by unknown vehicle

Unknown vehicle Accident

Advertisment

ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଗୌରପଡ଼ା ନିକଟରେ ଅଜଣା ଗାଡ଼ି ଧକ୍କାରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ୩ ଜଣ ବାଇକରେ ଯାଉଥିବା ବେଳେ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିବା ସୂଚନା ମିଳିଛି ।

Advertisment

ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । କିପରି ଦୁର୍ଘଟଣା ହେଲା ? ଓ ମୃତ ବ୍ୟକ୍ତି ମାନଙ୍କ ପରିଚୟ କ’ଣ ସେନେଇ ତଦନ୍ତ ଚଳାଇଛି । ତାହା ସହ ନିକଟସ୍ଥ ଲୋକଙ୍କୁ ପଚରାଉଚରା କରୁଛି ପୋଲିସ ।

Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ