Advertisment

ବୁଡ଼ିଗଲା ଡଙ୍ଗା; ଚାଲିଗଲା ୪ ଜୀବନ

ମୋଟ୍‌ ଦେଶୀ ଡଙ୍ଗାରେ ୮ଜଣ ଯାତ୍ରୀ ଯାତ୍ରା କରୁଥିଲେ । ସମସ୍ତ ୮ଜଣ ମୁଖିଗୁଡ଼ାଇରୁ ତେନ୍ତୁଳିପଦର ଆସୁଥିଲେ ।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି
Boat Collapse In Koraput

4 dead after boat capsizes

କୋରାପୁଟରେ ବଡ଼ ଧରଣର ଅଘଟଣ ଘଟିଛି । ଦେଶୀ ଡଙ୍ଗା ବୁଡ଼ିଯିବା ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଡଙ୍ଗାରେ ଥିବା ଅନ୍ୟ ୪ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଦେଶୀ ଡଙ୍ଗାରେ ମୋଟ୍‌ ୮ଜଣ ଯାତ୍ରୀ ଯାତ୍ରା କରୁଥିଲେ ।

Advertisment

ସମସ୍ତ ୮ଜଣ ମୁଖିଗୁଡ଼ାଇରୁ ତେନ୍ତୁଳିପଦର ଆସୁଥିଲେ । ଡଙ୍ଗାଟି ଆସିବା ସମୟରେ ସେମିଳିଗୁଡ଼ା ଥାନା ପୋଡ଼ାଗଡ଼ ଘାଟ ନିକଟରେ ବୁଡ଼ିଯାଇଛି ।

ମୃତ ୪ ଜଣଙ୍କ ମଧ୍ୟରେ ୩ ମହିଳା ଥିବା ଜଣାପଡ଼ିଛି । ଏନେଇ ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି । ଏପରି ଏକ ଖବର ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । 

Advertisment
Boat Capsizes
Advertisment
Advertisment