Advertisment

Road Accident: ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ; ୮୦ ଆହତ

ବାଲେଶ୍ୱର ଚନ୍ଦନେଶ୍ୱରରୁ ବସ୍‌ଟି ପ୍ରୟାଗରାଜ ଯାଉଥିଲା। ବିହାର-ଉତ୍ତରପ୍ରଦେଶ ସୀମାନ୍ତ ମଥାନୀ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ବାଲି ବୋଝେଇ ଡମ୍ପରକୁ ପଛ ପଟୁ ଧକ୍କା ଦେଇଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୮୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବିହାର-ଉତ୍ତରପ୍ରଦେଶ ସୀମାନ୍ତ ମଥାନୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ବାଲେଶ୍ୱର ଚନ୍ଦନେଶ୍ୱରରୁ ବସ୍‌ଟି ପ୍ରୟାଗରାଜ ଯାଉଥିଲା। ବିହାର-ଉତ୍ତରପ୍ରଦେଶ ସୀମାନ୍ତ ମଥାନୀ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ବାଲି ବୋଝେଇ ଡମ୍ପରକୁ ପଛ ପଟୁ ଧକ୍କା ଦେଇଥିଲା।

ଦୁର୍ଘଟଣାରେ ୮୦ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ଗୁରୁତର ଥିବା ୩ ଜଣଙ୍କୁ  ICUରେ ଭର୍ତ୍ତି କରାଯାଇଛି।

Advertisment

ବସ୍‌ ଡ୍ରାଇଭରର ଅସାବଧନତା କାରଣରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଫେରାର ହୋଇଯାଇଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।  ଅନ୍ୟପକ୍ଷରେ ବସରେ ଥିବା ଯାତ୍ରୀଙ୍କୁ ଘରକୁ ଫେରାଇ ଆଣିବାକୁ ସରକାରଙ୍କୁ ନିବେଦନ କରିଛନ୍ତି ସ୍ଥାନୀୟ ଲୋକେ।

ଅଧିକ ପଢ଼ନ୍ତୁ: ରାଜଧାନୀରେ ଦୁର୍ଘଟଣା; ଦ୍ରୁତ ଗତିରେ ଆସି ଘରେ ପଶିଲା BMW କାର୍‌।

Bihar Road Accident Prayagraj
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ