accident
Advertisment
ରାଜଧାନୀ ଭୁବନେଶ୍ୱରରେ ସିରିଜ୍ ଦୁର୍ଘଟଣା ହୋଇଛି । ଡ୍ରଗ୍ସ ନିଶାରେ ସିରିଜ୍ ଦୁର୍ଘଟଣା ଘଟାଇଛନ୍ତି କାର୍ ଚାଳକ । ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବାବେଳେ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Advertisment
ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା ଡ୍ରାଇଭର । ପରେ ସୂର୍ଯ୍ୟନଗର ଅଂଚଳରେ ସ୍ଥାନୀୟ ଲୋକେ କାରକୁ ଅଟକାଇବା ସହ ଚାଳକଙ୍କୁ କାବୁ କରିଛନ୍ତି । କାରରେ ଥିବା ୩ ଜଣଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ ।
ଘଟଣାରେ କ୍ୟାପିଟାଲ ଥାନା ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ସେପଟେ କାର ଭିତରେ ବ୍ରାଉନସୁଗାର ଟାଣିବା ସାମଗ୍ରୀ ପଡିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/accident__1678621533.jpg)