/odishatv-khabar/media/post_attachments/uploadimage/library/16_9/16_9_0/IMAGE_1691123951.jpg)
Driver burnt alive after truck catches fire in major accident in Keonjhar
ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ । କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ନିକଟରେ ଏମିତି ଦୁର୍ଘଟଣା ହୋଇଛି । ଲୁହା ଚାଦର ବୋଝେଇ ଟ୍ରକକୁ ଧକ୍କା ଦେବାରୁ ଆଲୁମିନିୟମ ବୋଝେଇ ଟ୍ରକ ଜଳିଯାଇଛି ।
Advertisment
ଫଳରେ ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ ଡ୍ରାଇଭରକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)