Advertisment

ଟ୍ରକ୍‌କୁ ଧକ୍କା ଦେଇ ଜଳିଗଲା ଟ୍ରକ୍‌; ଡ୍ରାଇଭର ମୃତ

ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି ।

ଅଦ୍ୟତନ ହୋଇଛି
Keonjhar Truck Accident

Driver burnt alive after truck catches fire in major accident in Keonjhar

Advertisment

ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ । କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ନିକଟରେ ଏମିତି ଦୁର୍ଘଟଣା ହୋଇଛି । ଲୁହା ଚାଦର ବୋଝେଇ ଟ୍ରକକୁ ଧକ୍କା ଦେବାରୁ ଆଲୁମିନିୟମ ବୋଝେଇ ଟ୍ରକ ଜଳିଯାଇଛି ।

Advertisment

ଫଳରେ ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ ଡ୍ରାଇଭରକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

Road Accident Accident Truck Accidents
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ