Advertisment

Biscuit Factory Fire in Cuttack: ଭୟାବହ ଅଗ୍ନିକାଣ୍ଡ; ଜଳୁଛି ବିସ୍କୁଟ୍ କାରଖାନା

ବିସ୍କୁଟ୍ କାରଖାନାରେ ଭୟବହ ଅଗ୍ନିକାଣ୍ଡ ଘଟିଛି । ହୁତୁ ହୁତୁ ହୋଇ ଜଳୁଛି ବିସ୍କୁଟ୍ କାରଖାନା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। କଟକ ଜଗତପୁର ସ୍ଥିତ ଏକ ବିସ୍କୁଟ କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି।

author-image
Tapaswini Nayak
fire

fire

ବିସ୍କୁଟ୍ କାରଖାନାରେ ଭୟବହ ଅଗ୍ନିକାଣ୍ଡ ଘଟିଛି । ହୁତୁ ହୁତୁ ହୋଇ ଜଳୁଛି ବିସ୍କୁଟ୍ କାରଖାନା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। କଟକ ଜଗତପୁର ସ୍ଥିତ ଏକ ବିସ୍କୁଟ କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି।

Advertisment

ଅଧିକ ପଢ଼ନ୍ତୁ: ବଡ଼ ଅଘଟଣ; ପୋଲରେ ପିଟିହେଲା, ଜଳିଗଲା

ଆଜି ସକାଳେ ବିସ୍କୁଟ୍ କାରଖାନାରେ ନିଆଁ ଲାଗିଯାଇଥିଲା। କାରଖାନାର କର୍ମଚାରୀ ନିଆଁ ଲାଗିଥିବା ଦେଖି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଅଧିକ ଧୁଆଁହେଉଥିବାରୁ ନିଆଁ ଲିଭାଇବା ପାଇଁ କଷ୍ଟକର ହୋଇପଡ଼ିଛି।

ହେଲେ ଏହି ଅଘଟଣରେ କୌଣସି କର୍ମଚାରୀଙ୍କ କିଛି କ୍ଷୟ କ୍ଷତି ହୋଇନାହିଁ। ହେଲେ ନିଆଁ ଲାଗି କାରାଖାନାରେ ଥିବା ବିସ୍କୁଟ ଗୁଡ଼ିକ ଜଳିଯାଇଛି। ତେବେ କାରାଖାନାରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ିନାହିଁ।

Advertisment

ଅଧିକ ପଢ଼ନ୍ତୁ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଅଘଟଣ, ଜଳିଗଲା ୧୦ ମାଛଧରା ବୋଟ୍

Open Fire Fire Breaks Out Cuttack
Advertisment
Advertisment