Advertisment

ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ, ଅଗ୍ନିକାଣ୍ତର କାରଣ ଅସ୍ପଷ୍ଟ

ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।

ଅଦ୍ୟତନ ହୋଇଛି
Puri Station Coaching Depot Fire Mishap

Fire Mishap at Puri Station Coaching Depot

Advertisment

ପୁରୀ ଷ୍ଟେସନ କୋଚିଂ ଡିପୋରେ ଲାଗିଲା ନିଆଁ । ପୁରୀ ରେଳ ଷ୍ଟେସନର କୋଚିଂ ଡିପୋରେ ଥିବା ଟ୍ରେନରେ ନିଆଁ ଲାଗିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।

Advertisment

ଦିନ ୧୨ଟା ୨୫ ପରେ ନିଆଁ ଲାଗିଥିବା ସୂଚନା । ୱେଲଡିଂ ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରା ଯାଉଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ କଣ କ୍ଷୟକ୍ଷତି ହୋଇଛି ଜଣା ପଡ଼ିନାହିଁ ।

Fire Mishap
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ