/odishatv-khabar/media/post_attachments/uploadimage/library/16_9/16_9_0/Accident_1705559908.jpg)
Accident
ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ଅଭାବନୀୟ ଘଟଣା। ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍ ଗାଡ଼ି। ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା ଏହି ବୋରୱେଲ୍ ଗାଡ଼ି। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି। ତେବେ ମୃତ୍ୟୁବରଣ କରିଥିବା ସମସ୍ତ ୪ ଜଣଙ୍କ ଘର ମଧ୍ୟପ୍ରଦେଶର ହୋଇଥିବା ସୂଚନା ମିଳିଛି।
Advertisment
#ଶ୍ରମିକଙ୍କ_ଉପରେ_ମାଡ଼ିଗଲା_ଗାଡ଼ି: ୪ ମୃତ#ବରଗଡ଼:
-୪ ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍ ଗାଡ଼ି
-ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ଅଭାବନୀୟ ଘଟଣା
-ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା
-ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର ଥିବା ସୂଚନା
-ସମସ୍ତ ମୃତାହତ ମଧ୍ୟପ୍ରଦେଶର ହୋଇଥିବା ସୂଚନା#Baragarhpic.twitter.com/W5idhC44lt— ଓଟିଭି (@otvkhabar) January 18, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)