Advertisment

Chandipur Gas Cylinder Explosion: ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ଦୋକାନ

ଭୟଙ୍କର ବିସ୍ଫୋରଣ। ଏକ ଥରକେ ଫାଟିଲା ୫ ଗ୍ୟାସ ସିଲିଣ୍ଡର। ହୁତୁହୁତୁ ହୋଇ ଜଳିଗଲା ଦୋକାନ। ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ବଳରାମଡି ନାଉପାଳଗଡିରେ ବଡ଼ ଅଘଟଣ ଘଟିଛି । ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି।

blast

ଅଧିକ ପଢ଼ନ୍ତୁ: ବିସ୍ଫୋରଣରେ ଆତଙ୍କିତ ଲୋକେ: ଜୀବନ ରକ୍ଷା ପାଇଁ ଖୋଜୁଛନ୍ତି ସାହାରା

ଚାନ୍ଦିପୁର ବଳରାମଡି ନାଉପାଳଗଡି ନିକଟରେ ଥିବା ହଠାତ୍ ୩ରୁ ଅଧିକ ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ ହୋଇଥିଲା। ଫଳରେ ଦୋକାନଟି ହୁତୁହୁତୁ ହୋଇ ଜଳି ଉଠିଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ବଡ଼ ଅଘଟଣରେ କାହାର କିଛି କ୍ଷତି ହୋଇନାହିଁ। ତେବେ କେଉଁ କାରଣ ପାଇଁ ବିସ୍ଫୋରଣ ଘଟିଲା ତାର କାରଣ ଜଣାପଡ଼ିନାହିଁ।

ଅଧିକ ପଢ଼ନ୍ତୁ: ଚୀନ ଶରଣରେ ପଶିଥିଲା ପାକିସ୍ତାନ; ଧୋକାଦେଲା ଡୁପ୍ଲିକେଟ୍ ଚାଇନା ମାଲ୍

Advertisment
Bomb Blast Balasore
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ