Advertisment

ବାରିପଦା ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ

ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ICU, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା।

ଅଦ୍ୟତନ ହୋଇଛି
Baripada Fire Mishap

Major fire breaks out at Pandit Raghunath Murmu Medical College Baripada

Advertisment

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। 

Advertisment

ସୂଚନା ଅନୁସାରେ, ଆଜି ଅପରାହ୍ଣରେ ପ୍ରସୂତୀ ବିଭାଗରେ ନିଆଁ ଲାଗି ଯାଇଥିଲା। ଫଳରେ ICU, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା। ଅଗ୍ନିକାଣ୍ଡ ପରେ ପୂରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।

ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରୁଛନ୍ତି। 

Fire Mishap
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ